Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: କାଜୁ ଜଙ୍ଗଲରେ ପ୍ରେମିକର ଆତ୍ମହତ୍ୟା
ଆଞ୍ଚଳିକ

ବାଣପୁର: କାଜୁ ଜଙ୍ଗଲରେ ପ୍ରେମିକର ଆତ୍ମହତ୍ୟା

March 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ପୋଲିସ ନୀଳାଦ୍ରି ଗ୍ରାମ ପଞ୍ଚାୟତର କାଜୁ ଜଙ୍ଗଲରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି। ପ୍ରକାଶ ଥାଉକି ଉକ୍ତ ପଞ୍ଚାୟତର ପୁଞ୍ଜିଆମା ଗ୍ରାମର ଭୂପେନ୍ଦ୍ର ପ୍ରଧାନ (୨୨) ଦୋଳଗୋବିନ୍ଦ ପୁର ଗ୍ରାମ କାଜୁ ଜଙ୍ଗଲର ଏକ ଗଛରେ ବେକରେ ଓଢଣୀ ସାହାଯ୍ୟରେ ଝୁଲି ପଡ଼ିଛି। ମୃତକଙ୍କ ଭାଇ ମହେନ୍ଦ୍ର ପ୍ରଧାନ ଥାନାରେ ଲିଖିତ ଅଭିଯୋଗ ପରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିଛି।

ଅଭିଯୋଗ ମୁତାବକ ମୃତକ ଜଣକ ଦୋଳଗୋବିନ୍ଦପୂର ଗ୍ରାମ କାଜୁ ଫ୍ୟାକ୍ଟ୍ରିରେ ଦିନ ମଜୁରିଆ ଭାବରେ କାମ କରୁଥିବା ବେଳେ ସେହି ଗ୍ରାମର ଜନୈକ ଝିଅକୁ ଭଲ ପାଇ ବସିଥିଲେ। କୌଣସି କାରଣବଶତଃ ଆଜି ଆତ୍ମହତ୍ୟା କରିଥିବା ପରିବାର ଲୋକ ଅଭିଯୋଗ କରିଥିବା ବେଳେ ସାଧାରଣ ଲୋକ ଏହାକୁ ହତ୍ୟା ହୋଇଥିବା ପୋଲିସ ଆଗରେ ଅଭିଯୋଗ କରିଥିଲେ। କିନ୍ତୁ ପୋଲିସ ପହଂଚିବା ପୂର୍ବରୁ ମୃତଦେହକୁ ଗଛରୁ ତଳକୁ ଓହ୍ଲାଇ ଦିଆଯାଇଥିବା ବେଳେ ପାରିପାର୍ଶ୍ଵିକ ସ୍ଥିତିକୁ ଅନୁଧ୍ୟାନ କରି ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।

ତେବେ ଶବ ବ୍ୟବଚ୍ଛେଦ ପରେ ପ୍ରକୃତ ସତ୍ୟ ଜଣାପଡିବ ବୋଲି ତଦନ୍ତକାରି ଅଧିକାରୀଣି ଏସଆଇ ଗାୟତ୍ରୀ ଗୋଛାୟତ କହିଛନ୍ତି।

କାଜୁ ଜଙ୍ଗଲ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଲଞ୍ଚ ହେଲା ନୂତନ ଭାରତୀୟ EV ବାଇକ୍: ଗୋଟିଏ ଚାର୍ଜରେ ଚାଲିବ 260 କିମି, ଜାଣନ୍ତୁ ମୂଲ୍ୟ

July 28, 2026

ପ୍ରିୟଙ୍କା ଗାନ୍ଧୀଙ୍କ ବୟାନକୁ ନେଇ ସଂସଦରେ ହଙ୍ଗାମା: କ୍ଷମା ଦାବି କଲେ କିରେନ ରିଜିଜୁ

July 28, 2026

ହଠାତ୍ ଇସ୍ତଫା ଦେଲେ ଭାରତୀୟ ପ୍ରଶିକ୍ଷକ!: KKR ରେ ପୁଣି ଦେବେ ଯୋଗ

July 28, 2026

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.