Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜାତୀୟ ସେବା ଯୋଜନା ଦ୍ବାରା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ
ଆଞ୍ଚଳିକ

ଜାତୀୟ ସେବା ଯୋଜନା ଦ୍ବାରା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ସଫେଇ କାର୍ଯ୍ୟକ୍ରମ ଆୟୋଜିତ

March 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଗୋଦାବରୀଶ ମହାବିଦ୍ୟାଳୟ ଓ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନାର ସ୍ବେଚ୍ଛାସେବୀ ମାନଙ୍କ ଦ୍ବାରା ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିସରରେ ଏକ ସଫେଇ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ସଫେଇ କାର୍ଯ୍ୟକ୍ରମ ପୂର୍ବାହ୍ନ ୭ ଘଟିକା ଠାରୁ ଆରମ୍ଭ ହୋଇ ୧୦ ଘଟିକା ପର୍ଯ୍ୟନ୍ତ ଚାଲିଥିଲା।

ଏହି ସଫେଇ କାର୍ଯ୍ୟକ୍ରମ ଶେଷରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ସ୍ବେଚ୍ଛାସେବୀ ମାନଙ୍କୁ ଏହିପ୍ରକାର କାର୍ଯ୍ୟକ୍ରମ କରିବା ପାଇଁ ଉତ୍ସାହିତ କରିବା ସହିତ ଅନେକ ସଦୁପଦେଶ ଦେଇ ଶ୍ରେଷ୍ଠ ସ୍ବେଚ୍ଛାସେବୀ ମାନଙ୍କୁ ପୁରସ୍କୃତ କରିଥିଲେ। ଏହି ସଫେଇ କାର୍ଯ୍ୟକ୍ରମ ଟି ସ୍ବାସ୍ଥ୍ୟକେନ୍ଦ୍ରର ଦୁଇ ଅଧିକାରୀ ଅଶୋକ କୁମାର ବେହେରା ଓ ପ୍ରମୋଦ କୁମାର ଦେହୁରୀଙ୍କ ପରାମର୍ଶ କ୍ରମେ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଜୟନ୍ତ କୁମାର ବିହାରୀ ଓ ମହାବିଦ୍ୟାଳୟର ଜାତୀୟ ସେବା ଯୋଜନା ଅଧିକାରୀ ଡଃ ଲକ୍ଷ୍ମୀପ୍ରିୟା ପଲାଇଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ପରିଚାଳିତ ହୋଇଥିଲା।

ଜାତୀୟ ସେବା ଯୋଜନା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ହାଇସ୍କୁଲର ଆଦର୍ଶ ଶିକ୍ଷକ ଓ ସୁନାମଧନ୍ୟ ସାହିତ୍ୟିକ ଜିତେନ୍ଦ୍ର ନାଥ ବରାଳଙ୍କ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

June 16, 2026

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026
Latest News

ଝୁଲନ୍ତା ଅବସ୍ଥାରେ ମିଳିଲା ଏମ୍ସ ଭୁବନେଶ୍ଵର ଡାକ୍ତରଙ୍କ ମୃତଦେହ

June 17, 2026

ହସ୍ତଚାଳିତ ପ୍ରକ୍ରିୟାରେ ଭତ୍ତା ବାଣ୍ଟିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବ୍ରହ୍ମପୁର ସାଂସଦ

June 17, 2026

ଜୁଲାଇ ୧୦ରୁ ସାମୁହିକ ଛୁଟି: ଚେତାବନୀ ଦେଲେ ଯୋଗାଣ ସହାୟକ କର୍ମଚାରୀ

June 17, 2026

ଆନ୍ତଃଜିଲ୍ଲା ବାଇକ ଚୋର ଗ୍ୟାଙ୍ଗ ଠାବ; ୭ ଗିରଫ, ୯ ଚୋରି ବାଇକ ଜବତ

June 17, 2026

ବିଦ୍ୟୁତ୍ ଝଟକାରେ ଦୁଇ ଯାଆଙ୍କ ମୃତ୍ୟୁ, ଜଣେ ଆହତ

June 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.