Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରାମଚଣ୍ଡୀ କ୍ରିକେଟ କ୍ଲବ ଦ୍ୱାରା କୋଟଗଡ଼ ପ୍ରିମିୟର ଲିଗ ସେସନ-୨ ଆୟୋଜିତ
ଆଞ୍ଚଳିକ

ରାମଚଣ୍ଡୀ କ୍ରିକେଟ କ୍ଲବ ଦ୍ୱାରା କୋଟଗଡ଼ ପ୍ରିମିୟର ଲିଗ ସେସନ-୨ ଆୟୋଜିତ

March 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ନୟାଗଡ ଜିଲ୍ଲା ରଣପୁର ନିକଟସ୍ଥ କୋଟଗଡ଼ ଗୁମ୍ଫା ପଡିଆ ଠାରେ କେ.ପି.ଏଲ.-୨ ପ୍ରିମିୟର ଲିଗ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏହି ମ୍ୟାଚ ମା ରାମଚଣ୍ଡୀ କ୍ରିକେଟ କ୍ଲବ କୋଟଗଡ଼ ଦ୍ୱାରା ଆୟୋଜିତ କରାଯାଇଥିଲା। ବିଶିଷ୍ଟ ଶିଳ୍ପପତି ସର୍ବେଶ୍ୱର ସାହୁ ଏହି ମ୍ୟାଚକୁ ଉଦଘାଟନ କରିଥିଲେ।

ଏହି ମ୍ୟାଚ କ୍ରିଷ୍ଣା ରାଇଜିଂ ଷ୍ଟାର ଓ ଷ୍ଟ୍ରାଇଗର ଇଲେଭନ ମଧ୍ୟରେ ଖେଳାଯାଇଥିଲା। ତପନ ସାହୁ ଓ ସାହିଦ ଆଫ୍ରିଦ ଏମ୍ପେୟାରିଙ୍ଗ କରିଥିଲେ। ୨ ଉଇକେଟରେ ଷ୍ଟ୍ରାଇଗର ଇଲେଭନ ଦଳ କ୍ରିଷ୍ଣା ରାଇଜିଂ ଷ୍ଟାରକୁ ପରାଜିତ ବିଜୟ ଲାଭ କରିଛନ୍ତି। ସୁମନ୍ତ, ମଣ୍ଟୁ, ପିଣ୍ଟୁ, କାହ୍ନା, ବାବୁ, କୃଷ୍ଣ, ରାକେଶ, ସୁବାଷ, ଚିକୁ ପ୍ରମୁଖ ଏହି ମ୍ୟାଚକୁ ଆୟୋଜନ କରିଥିଲେ।

ନୟାଗଡ଼ ଜିଲ୍ଲା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ଗୁଡୁପାଙ୍ଗି ଗ୍ରାମରେ ଅଚଳ ଜଳ ଯୋଗାଣ ପ୍ରକଳ୍ପ: ନଳକୂପ ଭରସାରେ ଗ୍ରାମବାସୀ

July 19, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026

ଓଡ଼ିଶାର ୧୩ ଗୁଣ ବଢ଼ିଛି ରେଳ ବଜେଟ୍‌ ଆବଣ୍ଟନ

July 22, 2026

ଫାଇଲ୍‌ ଚୋରି ମାମଲା: ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ୍‌

July 22, 2026

ବାହୁଡା ଯାତ୍ରା ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

July 22, 2026

ଦକ୍ଷିଣ ମୋଡ ପରେ ଗୁଣ୍ଡିଚା ମନ୍ଦିରର ନାକ ଚଣା ଦ୍ୱାର ସମ୍ମୁଖରେ ତିନି ରଥ

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.