Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭେଟିନାଥ ଦେବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ
ଆଞ୍ଚଳିକ

ଭେଟିନାଥ ଦେବ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଯାପିତ

March 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
MB&S hoardings2

ବାଣପୁର: ଭେଟିନାଥ ଦେବ କ୍ରିକେଟ କ୍ଲବ ଆନୁକୂଲ୍ୟରେ ଭେଟେଶ୍ୱର ଠାରେ ଦୀର୍ଘ ୭ଦିନ ଧରି ଚାଲିଥିବା ବ୍ଲକ ସ୍ତରୀୟ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଶନିବାର ଉଦଯାପିତ ହୋଇଯାଇଛି। ଉକ୍ତ ଟୁର୍ଣ୍ଣାମେଣ୍ଟରେ ସମୁଦାୟ ୧୬ଟି ଦଳ ଯୋଗ ଦେଇଥିବା ବେଳେ ଆଜିର ଫାଇନାଲ ମ୍ୟାଚରେ ବିଂଝଳା କଙ୍ଗାରୁ ସ୍ପୋର୍ଟିଙ୍ଗ କ୍ଲବ ଏବଂ ଭେଟେଶ୍ୱର ଭେଟିନାଥ କ୍ରିକେଟ ଟିମ ମଧ୍ୟରେ ଅନୁଷ୍ଠିତ ହୋଇଥିଲା।

ଆଜିର ଫାଇନାଲ ଖେଳରେ ଅତିଥି ଭାବେ ବାଣପୁର ବ୍ଲକ ଅଧକ୍ଷ ଅମରେନ୍ଦ୍ର ରଣସିଂହ, ଭଟେଶ୍ୱର ସରପଞ୍ଚ ପ୍ରତିନିଧି ଜିତେନ୍ଦ୍ର କୁମାର ଭୋଳ, ନନ୍ଦପୁର ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆ, ସମ୍ବାଦ ପ୍ରତିନିଧି ଅରୁଣ କୁମାର ପଣ୍ଡା ଯୋଗଦେଇ ଉଭୟ ଦଳର ଖେଳାଳି ମାନଙ୍କୁ ଉତତ୍ସାହିତ କରିଥିଲେ। ଆଜିର ମ୍ୟାଚରେ ଭେଟିନାଥ ଦେବ କ୍ଲବ ରନର୍ସ ଅପ ହୋଇଥିବା ବେଳେ କଙ୍ଗାରୁ ସ୍ପୋର୍ଟିଙ୍ଗ କ୍ଲବ ବିଜେତା ହୋଇଥିଲା।

ବିଜେତା ଦଳକୁ ଟ୍ରଫି ସହ ୧୫୦୦୦ଟଙ୍କା, ଏବଂ ରନର୍ସ ଅପ ଭେଟିନାଥ ଦେବ କ୍ଲବକୁ ୧୨୦୦୦ଟଙ୍କା ଅତିଥି ମାନଙ୍କ ଦ୍ୱାରା ପ୍ରଦାନ କରାଯାଇଥିଲା।

ଉକ୍ତ ଟୁର୍ଣ୍ଣାମେଣ୍ଟକୁ ଭେଟିନାଥ ଦେବ କ୍ଲବ ତରଫରୁ ସନ୍ଦୀପ ସାମନ୍ତରାୟ, ମୁନା ପଲାଇ, ରାଜା ପଲାଇ, ସନ୍ତୋଷ ସାହୁ, ଆଲୋକ ପଲାଇ, ହାପି ପ୍ରଧାନ ପ୍ରମୁଖ ସୁଚାରୁ ରୂପେ ପରିଚାଳନା କରିଥିଲେ।

କ୍ରିକେଟ ଟୁର୍ଣ୍ଣାମେଣ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026

ରେଢ଼ାଖୋଲରେ ରକ୍ତଦାନ ଶିବିର, ୫୧ ୟୁନିଟ ସଂଗ୍ରହ

February 6, 2026

ନାଚୁଣୀ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ସଂସଦର ବାର୍ଷିକୋତ୍ସବ

February 5, 2026
Latest News

ଭାରତୀୟ ଚାଷୀଙ୍କ ପାଇଁ ବ୍ୟାପକ ସୁଯୋଗ ସୃଷ୍ଟି କରିବ ଭାରତ-ଆମେରିକା ବାଣିଜ୍ୟ ରାଜିନାମା

February 10, 2026

ରାହୁଲ ଗାନ୍ଧୀଙ୍କ ଅଭିଯୋଗ ପରେ ଏବେ ପୁସ୍ତକକୁ ନେଇ ପ୍ରତିକ୍ରିୟା ଦେଲେ ଜେନେରାଲ ନରବଣେ

February 10, 2026

“ଭାରତକୁ ଚଳାଉଛନ୍ତି ଚାରି ଗୁଜୁରାଟୀ”: IND vs PAK ମ୍ୟାଚ୍ ପୂର୍ବରୁ ବିଷ ଓଗାଳିଲେ ଶାହିଦ ଆଫ୍ରିଦି

February 10, 2026

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

ଆୟୁଷ ଡାକ୍ତରଙ୍କ ବଢିଲା ଦରମା, ଏଣିକି ବରିଷ୍ଠତା ଭିତ୍ତିରେ ସେମାନେ ମାସକୁ ପାଇବେ..

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.