Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଛତ୍ରପୁର ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ
ଆଞ୍ଚଳିକ

ଛତ୍ରପୁର ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ

March 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକ ଗୋଗୁଆ ପଂଚାୟତ ଛତ୍ରପୁର ଆଶ୍ରମ ବିଦ୍ୟାଳୟରେ ଅଭିଭାବକ ଆମର ଅଂଶୀଦାର କାର୍ଯ୍ୟକ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ପ୍ରଧାନ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ହୋଇ ଯାଇଛି। ଏହି ଅଂଶୀଦାର କାର୍ଯ୍ୟକ୍ରମ ରେ ହିନ୍ତରାଇ ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଫୁଲ୍ଲ ଗଡ଼ନାୟକ ମୁଖ୍ୟ ଅତିଥି , ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ରଶ୍ମିତା ନାଏକ ସମ୍ମାନିତ ଅତିଥି, ସହକାରୀ ଶିକ୍ଷକ ଟଙ୍କଧର ସେଠୀ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇ ଥିଲେ।

ବିଦ୍ୟାଳୟ ସହିତ ଅଭିଭାବକ /ଅଭିଭାବିକା କେମିତି ସୁସମ୍ପର୍କ ରଖିବେ, ଛାତ୍ରଛାତ୍ରୀ ମାନଙ୍କୁ ମୋବାଇଲ ଠାରୁ ଦୁରେଇ ରଖିଵା , ବିଦ୍ୟାଳୟ ରେ ଛାତ୍ରଛାତ୍ରୀ ମାନଙ୍କୁ ସରକାରଙ୍କ ତରଫରୁ ମିଳୁଥିବା ବିଭିନ୍ନ ପ୍ରକାର ସହଯୋଗ ସମ୍ପର୍କ ରେ ଅତିଥି ମାନେ ମତାମତ ରଖିଥିଲେ।

ଏହି ଅବସରରେ ଅଭିଭାବିକା ମାନଙ୍କ ମଧ୍ୟରେ ଏକ ରଙ୍ଗୋଲି ପ୍ରତିଯୋଗିତା ଅନୁଷ୍ଠିତ ହୋଇ ଥିବା ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଅଭିଭାବିକାଙ୍କୁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟ ର ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଏବଂ ସମ୍ବଲପୁରୀ ନୃତ୍ୟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମ କୁ ହିମାଂଶୁ ଶେଖର ଦେହୁରୀ ପରିଚାଳନା କରିଥିବା ବେଳେ ଶିକ୍ଷକ ଅରବିନ୍ଦ ଥାଟି, ସତ୍ୟଜିତ ରାଉଳ, ଜିନିୟସ ପ୍ରଧାନ ସହଯୋଗ କରିଥିଲେ।

ନାକଟିଦେଉଳ ବ୍ଲକ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.