Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହିନ୍ଦୁ ନବବର୍ଷ ଉପଲକ୍ଷେ ବାଲୁଗାଁରେ ଆରଏସଏସ ପକ୍ଷରୁ ପଥ ସଂଚଳନ ଅନୁଷ୍ଠିତ
ଆଞ୍ଚଳିକ

ହିନ୍ଦୁ ନବବର୍ଷ ଉପଲକ୍ଷେ ବାଲୁଗାଁରେ ଆରଏସଏସ ପକ୍ଷରୁ ପଥ ସଂଚଳନ ଅନୁଷ୍ଠିତ

March 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଠାରେ ଆଜି ହିନ୍ଦୁ ନବବର୍ଷ ଉପଲକ୍ଷେ ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ) ବାଲୁଗାଁ- ବାଣପୁର ଖଣ୍ଡ ତରଫରୁ ଏକ ପଥ ସଂଚଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବାଣପୁର ରୋଡ଼ ଓଭର ବ୍ରିଜ ଅଶୋକ ନଗର ସାଇ ମନ୍ଦିରଠାରୁ ଆରମ୍ଭ କରି କଲ୍ୟାଣ ମଣ୍ଡପ ଓ ଚିଲିକାକୁଳ ଠାରୁ ହନୁମାନ ମନ୍ଦିର ଦେଇ ପୁଣି ବାଲୁଗାଁ ସାଇ ମନ୍ଦିର ନିକଟସ୍ଥ ପଡିଆ ପର୍ଯ୍ୟନ୍ତ ପଥ ସଂଚଳନ ହୋଇଥିଲା। ବାଣପୁର ବାଲୁଗାଁ ଅଞ୍ଚଳର ଶତାଧିକ ସ୍ୱୟଂସେବକ ମାନେ ଉକ୍ତ ପଥ ସଂଚଳନରେ ଭାଗ ନେଇଥିଲେ।

ପଥ ସଂଚଳନ ପରେ ସାଇ ମନ୍ଦିର ନିକଟସ୍ଥ ପଡିଆରେ ସ୍ୱୟଂସେବକ ମାନେ ଏକତ୍ରିତ ହୋଇଥିଲେ। ଏହି ଅବସରରେ ଏକ ବୌଦ୍ଧିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭାରତୀୟ ନୌସେନାର ଅବସରପ୍ରାପ୍ତ କମାଣ୍ଡର ଡ଼ି. ଜୁଝାରସିଂହ, ବକ୍ତା ଭାବେ ସହ ଜିଲ୍ଲା ସଂଘ ଚାଳକ ଲଳିତ ନାରାୟଣ ମହାପାତ୍ର ଓ ବାଣପୁର-ବାଲୁଗାଁ ଖଣ୍ଡ ସଂଘ ଚାଳକ ସତ୍ୟନାରାୟଣ ଷଡ଼ଙ୍ଗୀ ଯୋଗ ଦେଇଥିଲେ। ରାଷ୍ଟ୍ରର ନିର୍ମାଣରେ ସ୍ୱୟଂସେବକଙ୍କ ଭୂମିକା ବିଷୟରେ ଉକ୍ତ ବୌଦ୍ଧିକ କାର୍ଯ୍ୟକ୍ରମରେ ଆଲୋଚନା ହୋଇଥିଲା।

ଆରଏସଏସ ବାଲୁଗାଁ ହିନ୍ଦୁ ନବବର୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଜଣେ ମୃତ: ବାଲୁଗାଁ-ବାଣପୁର ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

August 27, 2026
Latest News

ୟୁଏସ୍ ଓପନ: ପ୍ରଥମ ରାଉଣ୍ଡରୁ ବିଦାୟ ନେଲେ ନୋବାକ୍ ଜୋକୋଭିଚ୍

August 31, 2026

ଦୁଲୀପ ଟ୍ରଫି ସେମିଫାଇନାଲ୍: ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ଅର୍ଦ୍ଧଶତକ

August 31, 2026

ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ

August 31, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.