Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସିରେ ଜଳଛତ୍ର କେନ୍ଦ୍ର ଉଦଘାଟିତ
ଆଞ୍ଚଳିକ

ବାଲୁଗାଁ ଏନଏସିରେ ଜଳଛତ୍ର କେନ୍ଦ୍ର ଉଦଘାଟିତ

April 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଦିନକୁଦିନ ଗ୍ରୀଷ୍ମପ୍ରବାହ ବୃଦ୍ଧି ପାଉଥିବା ବେଳେ ଜନସାଧାରଣ ତଥା ପଥଚାରୀଙ୍କୁ ସାମାନ୍ୟ ତୃଷ୍ଣା ମେଣ୍ଟେଇବା ପାଇଁ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ପାନୀୟ ଜଳ ବ୍ୟବସ୍ଥା କରାଯାଉଛି। ଏନଏସି ଅନ୍ତର୍ଗତ ସୋମନାଥ ବସ ଷ୍ଟାଣ୍ଡ, ଚିଲିକା କୁଳ ଜେଟି, ମାଛ ମାର୍କେଟ, ଉମାମହେଶ୍ୱର ମନ୍ଦିର ନିକଟ, ବାଣପୁର ରୋଡ଼, କଲ୍ୟାଣମଣ୍ଡପ ନିକଟରେ ସର୍ବସାଧାରଣ ତଥା ପଥଚାରୀଙ୍କ ନିମିତ୍ତ ଜଳଛତ୍ର ମାନ ଖୋଲାଯାଇଥିବା ବେଳେ ପଶୁପକ୍ଷୀଙ୍କ ନିମିତ୍ତ ସୋମନାଥ ବସ ଷ୍ଟାଣ୍ଡ, ଅଡିଟୋରୀୟମ ହଲ, ଚିଲିକା କୁଳ, ଉମାମହେଶ୍ୱର ମନ୍ଦିର ନିକଟ, ରାମପୁର ଛକ ଆଦି ସ୍ଥାନରେ ୭ ଗୋଟି ପାନୀୟଜଳ ଷ୍ଟାଣ୍ଡ କରାଯାଇଛି।

ଉକ୍ତ ଜଳଛତ୍ର କେନ୍ଦ୍ର ଗୁଡିକୁ ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ ଉଦଘାଟନ କରିଥିବା ବେଳେ ଉପାଧ୍ୟକ୍ଷ ଭଗବାନ ପ୍ରଧାନ, ଆଇନ ମନ୍ତ୍ରୀଙ୍କ ପ୍ରତିନିଧି ସ୍ୱପ୍ନା ବଡ଼ଜେନା, ସମସ୍ତ କାଉନସିଲର, ଏନଏସି ଅଧ୍ୟକ୍ଷା ପ୍ରତିନିଧି ସନ୍ତୋଷ ପାଇକରାୟ, ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରାଣନାଥ ସେଠ, ସମସ୍ତ ପରିଷଦ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ। ଆଜିଠାରୁ ଖରାର ପ୍ରକୋପ ହ୍ରାସ ନହେବା ପର୍ଯ୍ୟନ୍ତ ସମସ୍ତ ଜଳଛତ୍ର କେନ୍ଦ୍ର ଗୁଡିକ ସୁଚାରୁରୂପେ ପରିଚାଳିତ ହେବାନେଇ ଏନଏସି ଅଧ୍ୟକ୍ଷା ଶ୍ରୀମତୀ ପାଇକରାୟ କହିଛନ୍ତି।

ଗ୍ରୀଷ୍ମପ୍ରବାହ ବାଲୁଗାଁ ଏନଏସି ସୁକାନ୍ତି ପାଇକରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026

ଦ୍ୱିତୀୟ ଦିବସରେ ଅହୋରାତ୍ର ଧାରଣା: ଶିକ୍ଷକ କର୍ମଚାରୀମାନଙ୍କ ପ୍ରତିଶ୍ରୁତି ଦାବି କଲା ସମନ୍ୱୟ ସମିତି

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.