Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ
ଆଞ୍ଚଳିକ

ବାଣପୁର: ପାରମ୍ପରିକ ପୋଷାକ ପରିଧାନ ଦିବସ ପାଳିତ

April 4, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଓଡ଼ିଆ ପକ୍ଷ ପ୍ରବେଶ ଉତ୍ସବ ପାଳନ ଅବସରରେ ଆଜି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଲିଡିହି, ବାଣପୁର ଠାରେ ସ୍ଥାନୀୟ ପାରମ୍ପରିକ ପୋଷାକ ପରିଧାନ ଦିବସ ଭାବରେ ପାଳିତ ହୋଇଯାଇଛି। ସମସ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ ହସ୍ତତନ୍ତ ବୁଣା ପୋଷାକ ପରିଧାନ କରି ବିଦ୍ୟାଳୟ ପ୍ରବେଶ ଉତ୍ସବ କାର୍ଯ୍ୟ ରେ ଯୋଗଦାନ କରିଥିଲେ।

ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସୁଦର୍ଶନ ସେଠୀଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ସନ୍ତୋଷ କୁମାର ଷଡଙ୍ଗୀ, ପ୍ରଦୀପ କୁମାର ସାହୁ, ରବିନାରାୟଣ ସାହୁ, ତନୁଜା ଘଡାଇ, ମାନସ ପଲାଇ ଉପସ୍ଥିତ ରହି କାର୍ଯ୍ୟକ୍ରମର ପରିଚାଳନା କରିଥିଲେ।

ପାରମ୍ପରିକ ପୋଷାକ ପରିଧାନ ଦିବସ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ବାଣପୁର: କର୍ମକ୍ଷେତ୍ରରେ ମହିଳାମାନଙ୍କ ଉପରେ ଯୌନ ନିର୍ଯ୍ୟାତନା ଅଧିନିୟମ ସମ୍ବନ୍ଧୀୟ ଆଇନ ସଚେତନତା କାର୍ଯ୍ୟକ୍ରମ

July 31, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025

ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ

July 29, 2025
Latest News

ବଡବାହାଳ ଉଚ୍ଚ ପ୍ରାଥମିକ ସ୍କୁଲର ମୁଖ୍ୟ ଗେଟ୍ ରେ ତାଲା: ଧାରଣାରେ ସ୍କୁଲ କମିଟି ଓ ଗ୍ରାମବାସୀ

August 4, 2025

କାରରୁ ମିଳିଲା ଦକ୍ଷିଣ କୋରିଆର ଅଭିନେତା ସୋଙ୍ଗ ୟଙ୍ଗ-କ୍ୟୁଙ୍କ ମୃତଦେହ: କାରଣ ଅସ୍ପଷ୍ଟ

August 4, 2025

ଭାରତର ନେତୃତ୍ୱରେ ସାର୍କ ଅଞ୍ଚଳରେ ଗୁରୁତ୍ୱପୂର୍ଣ୍ଣ ମତ୍ସ୍ୟଚାଷ ପ୍ରକଳ୍ପ: ଓଡ଼ିଆ ବୈଜ୍ଞାନିକଙ୍କ ଅଗ୍ରଣୀ ଭୂମିକା

August 4, 2025

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.