Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସାଧନା-୨୦୨୫ ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଞ୍ଚଳିକ

ସାଧନା-୨୦୨୫ ବାର୍ଷିକ ଉତ୍ସବ ଅନୁଷ୍ଠିତ

April 7, 2025No Comments2 Mins Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବିଜ୍ଞାପିତ ପରିଷଦ ସ୍ଥିତ କଳିଙ୍ଗ ଲୋଟସ ସେଣ୍ଟ୍ରାଲ ଏକାଡେମୀ ବିଦ୍ୟାଳୟର ବାର୍ଷିକ ଉତ୍ସବ “ସାଧନା-୨୦୨୫” ଧୂମଧାମ ସହ ପାଳିତ ହୋଇଯାଇଛି।  ଜଗତର ନାଥ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ଦିଆଯାଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପ୍ରଫେସର ଡ଼. ମନ୍ମଥ କୁଣ୍ଡୁ, ମୁଖ୍ୟ ବକ୍ତା ଭାବେ ଟାଙ୍ଗୀ ବ୍ଲକ ଶିକ୍ଷା ଅଧିକାରିଣୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ବି.ବି. ସେଣ୍ଟ୍ରାଲ ଏକାଡେମୀର ଡ଼ାଇରେକ୍ଟର ବିରଞ୍ଚି ନାରାୟଣ ରଥ, ଅବସର ପ୍ରାପ୍ତ ପ୍ରାଧ୍ୟାପକ ବିଜୟ କୁମାର ଜେନା, ମା ମଣିନାଗ ମହିଳା ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ନବକିଶୋର ମହାପାତ୍ର, ଶିକ୍ଷବିତ ଡ଼. କଳ୍ପନା ରଥ, ଆଇନୀଜୀବୀ ଗିରିଜାକାନ୍ତ ମହାପାତ୍ର, ମଣିନାଗ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷ ବିଭୁ ପ୍ରସାଦ ମଲ୍ଲିକ, ବିଦ୍ୟାଳୟର ସଭାପତି ସୂର୍ଯ୍ୟନାରାୟଣ ପ୍ରଧାନ, ଉପଦେଷ୍ଟା ବିଭୁତି କୁମାର ଜେନା ପ୍ରମୁଖ ଯୋଗ ଦେଇଥିଲେ।

ବିଦ୍ୟାଳୟର ପ୍ରତିଷ୍ଠାତା ଗଦାଧର ବେହୁରା ଅତିଥି ପରିଚୟ ପ୍ରଦାନ କରିଥିଲେ। ବିଦ୍ୟାଳୟର ନିର୍ଦ୍ଦେଶକ ତଥା ଅବସର ପ୍ରାପ୍ତ ଓଡଗାଁ ସହକାରୀ ବ୍ଲକ ଶିକ୍ଷା ଅଧିକାରୀ ରବୀନ୍ଦ୍ର କୁମାର ନାୟକ ବିଦ୍ୟାଳୟର ବାର୍ଷିକ ବିବରଣୀ ପଠନ କରିଥିଲେ। ଅସୁସ୍ଥ ହୋଇ ଭୁବନେଶ୍ୱର ଡାକ୍ତରଖାନାରେ ଚିକିତ୍ସାଧୀନ ହେଉଥିବା ବିଦ୍ୟାଳୟର ଅଧ୍ୟକ୍ଷ ପ୍ରାଣନାଥ ବେହୁରାଙ୍କ ଆରୋଗ୍ୟ କାମନା କରି ଉପସ୍ଥିତ ଅତିଥି ଓ ଅଭିଭାବକମାନେ ଜଗନ୍ନାଥଙ୍କ ନିକଟରେ ପାର୍ଥନା କରିଥିଲେ।

ନୟାଗଡ ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ ସଭାପତି ତଥା ଓଡିଶା ୟୁନିଅନ ଅଫ ଜର୍ଣ୍ଣାଲିଷ୍ଟ କଲ୍ୟାଣ ବୋର୍ଡ ଅଧ୍ୟକ୍ଷ ଆଚାର୍ଯ୍ୟ ବିଶ୍ୱରଂଜନ, ଅର୍ଗସ ସାମ୍ବାଦିକ ଚିରଞ୍ଜିବି ଦାଶଙ୍କ ସମେତ ସମସ୍ତ ସାମ୍ବାଦିକମାନଙ୍କୁ କାର୍ଯ୍ୟକ୍ରମରେ ସମ୍ବର୍ଦ୍ଧନା କରାଯାଇଥିଲା। ପିଲାମାନଙ୍କ ଦ୍ୱାରା ପରିବେଷଣ କରାଯାଇଥିବା ସାଂସ୍କୃତିକ କାର୍ଯ୍ୟକ୍ରମ ଅତ୍ୟନ୍ତ ମନୋରମ ତଥା ଆକାର୍ଷଣୀୟ ଥିଲା।

ବିଦ୍ୟାଳୟର ଶିକ୍ଷୟତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀ, ସୀମା ସାହୁ, ପୁଷ୍ପାଞ୍ଜଳି ମହାରଣା, ରଶ୍ମିତା ଡାକୁଆ, ସ୍ଵାଗତିକା ସ୍ୱାଇଁ, ପୂଜାରାଣୀ ସ୍ୱାଇଁ, ମାମୁନି ବେହେରାଙ୍କ ସମେତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।

BJP Ads
ବାର୍ଷିକ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025

ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ସ୍କୁଲ ପାଚେରୀ

October 29, 2025

ଚିଲିକା: ସ୍ମୃତିଚାରଣ ସଭାରେ ବରିଷ୍ଠ ନାଗରିକ ଓ ପ୍ରତିଭାଧାରୀଙ୍କୁ ସମ୍ବର୍ଦ୍ଧନା

October 28, 2025
BJP Ads
Latest News

ତୃତୀୟ ଟି-୨୦କୁ ୫ ୱିକେଟରେ ଜିତିଲା ଭାରତ: ହୋବାର୍ଟରେ ଅଷ୍ଟ୍ରେଲିଆର ପ୍ରଥମ ବିଜୟ

November 2, 2025

ସହଜ ହେଲା ଆଧାର ଅପଡେଟ୍, ଏବେ ଘରେ ବସି ଅନଲାଇନରେ କରିପାରିବେ ଏହି ସବୁ କାମ  

November 2, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆପତ୍ତିଜନକ ଭାଷା ବ୍ୟବହାର କରିବା ମହଙ୍ଗା ପଡିଲା: ଅଭିଯୁକ୍ତ ଗିରଫ

November 2, 2025

“କୌଣସି ହିଂସା ଗ୍ରହଣୀୟ ନୁହେଁ”: ଦୁଲାରଚାନ୍ଦ ହତ୍ୟା ମାମଲାରେ ସିଇସି ଙ୍କ ଚେତାବନୀ

November 2, 2025

ବହୁଚର୍ଚ୍ଚିତ ଦୁଲାରଚାନ୍ଦ ଯାଦବ ହତ୍ୟା ମାମଲା: ପୂର୍ବତନ ବିଧାୟକ ଗିରଫ

November 2, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.