Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଡିଆ ପକ୍ଷ ପାଳନ ଅବସରରେ ନାକଟିଦେଉଳ ଓ ରେଢ଼ାଖୋଲରେ ସ୍ଵେଚ୍ଛାକୃତ ରକ୍ତଦାନ ଅଭିଯାନ ଅନୁଷ୍ଠିତ
ଆଞ୍ଚଳିକ

ଓଡିଆ ପକ୍ଷ ପାଳନ ଅବସରରେ ନାକଟିଦେଉଳ ଓ ରେଢ଼ାଖୋଲରେ ସ୍ଵେଚ୍ଛାକୃତ ରକ୍ତଦାନ ଅଭିଯାନ ଅନୁଷ୍ଠିତ

April 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ଓଡିଆ ପକ୍ଷ ପାଳନ ଅବସରର ଅଷ୍ଟମ ଦିନରେ ଆଜି ବ୍ଲକ ପ୍ରଶାସନ ତରଫରୁ ରକ୍ତଦାନ ଅଭିଯାନ ଅନୁଷ୍ଠିତ ହୋଇଯାଇଛି। ଆଜିର ଏହି ରକ୍ତଦାନ ଅଭିଯାନରେ ମୋଟ ୩୨ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତଙ୍କ ସମେତ ଅନ୍ୟ ଅଧିକାରୀ ମାନେ ରକ୍ତଦାନ କରି ଥିଲେ।

ଏହି କାର୍ଯ୍ୟକ୍ରମରେ ଅନ୍ୟ ମାନଙ୍କ ମଧ୍ୟରେ ବ୍ଲକ ଅଧ୍ୟକ୍ଷ ପ୍ରଦୀପ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର ନାରାୟଣ ସେନାପତି, ତହସିଲଦାର ପ୍ରଭାତ ରଞ୍ଜନ ବିଶ୍ୱାଳ ସମେତ ସରପଞ୍ଚ, ସମିତି ମେମ୍ବର, ଜିଲ୍ଲା ପରିଷଦ ସଦସ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ। ଠିକ ସେହିପରି ନାକଟିଦେଉଳ ବ୍ଲକ ପ୍ରଶାସନ ତରଫରୁ ନାକଟିଦେଉଳ ମେଡ଼ିକାଲରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥିଲା।

ଏଥିରେ ନାକଟିଦେଉଳ ବିଡ଼ିଓ କ୍ଷମା ନିଧି ଭୋଇ, ବ୍ଲକ ଅଧ୍ୟକ୍ଷା ସ୍ୱରୂପାରାଣୀ ସାହୁ, ଏବିଡ଼ିଓ ବିଦ୍ୟାଧର ରାଉତରାୟ, ଡାକ୍ତର ଅମୁଲ୍ୟ ରତ୍ନ ମହନ୍ତ, ତହସିଲଦାର ଅମର ଯେ ଡୁଙ୍ଗ ଡୁଙ୍ଗ,ପ୍ରମୁଖ ଯୋଗ ଦେଇଥିଲେ। ଏହି ରକ୍ତଦାନ ଶିବିରରେ ୨୫ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।

ଓଡ଼ିଆ ପକ୍ଷ ନାକଟିଦେଉଳ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର: ତାରିଆ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ

December 27, 2025

ରେଢ଼ାଖୋଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସହ ଅନେକ ଉନ୍ନୟନମୂଳକ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ

December 25, 2025

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଭୀମଭୋଇ କଲେଜର ୨ ଛାତ୍ର ମୃତ, ୧ ଆହତ

December 24, 2025

ମନ୍ଦାକିନୀ ନୋଡାଲ ଇଉପିଏସ ସ୍କୁଲରେ ବାର୍ଷିକ ଉତ୍ସବ

December 23, 2025
Latest News

India’s Electronic Export: ଇଲେକ୍ଟ୍ରୋନିକ୍ସ ରପ୍ତାନୀରେ ଭାରତର ବଡ ସଫଳତା, ବିଶ୍ବରେ ତୃତୀୟ ସ୍ଥାନ

December 28, 2025

Maan Ki Baat 129: ଚଳିତ ବର୍ଷର ସଫଳତାର ହିସାବ ଦେଲେ ପ୍ରଧାନମନ୍ତ୍ରୀ ମୋଦି

December 28, 2025

ମାତ୍ରାଧିକ ଇଣ୍ଟରନେଟ ବ୍ୟବହାର ଦ୍ବାରା କଣ କ୍ଷତି ହୁଏ ଜାଣନ୍ତୁ?

December 28, 2025

ଧନ ଲାଭ ସହ ଭାଗ୍ୟର ପରିବର୍ତ୍ତନ ଚାହୁଁଛନ୍ତି କି?, ନୂଆବର୍ଷରେ କରନ୍ତୁ ଏହି ସବୁ ଉପାୟ

December 28, 2025

ଏହି ଜିନିଷଗୁଡିକ ଅଣ୍ଡା ସହିତ ଖାଆନ୍ତୁ ନାହିଁ, ସ୍ୱାସ୍ଥ୍ୟ ଉପରେ ପଡ଼ିପାରେ ପ୍ରଭାବ

December 28, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.