Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ପୋଲିସର ଅପମୃତ୍ୟୁ ମାମଲା ଋଜୁ
ଆଞ୍ଚଳିକ

ବାଣପୁରରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ପୋଲିସର ଅପମୃତ୍ୟୁ ମାମଲା ଋଜୁ

April 13, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଜଣେ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ, ପୋଲିସର ଅପମୃତ୍ୟୁ ମାମଲା ଋଜୁ

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଯାଇଛି l ଜଣେ ଯୁବକ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୋଗ ମୁତାବକ ବାଣପୁର କଲେଜ ଛକ ଅଞ୍ଚଳର ସେକ ରହିମ ଙ୍କ ପୁତ୍ର ସେକ ସାଜିଦ (35)ଙ୍କ ବିବାହ ବିଛେଦ ହୋଇଯାଇଥିବାରୁ ସେ ମାନସିକ ଚାପରେ ରହୁଥଲ।

ଦୀର୍ଘ ଦିନ ହେବ ମାନସିକ ଚାପରେ ରହିବା ସହ ସଦାବେଳେ ଦୁଃଖିତ ରହୁଥିଲେ l ତେବେ ଗତକାଲି ରାତିରେ ସେ ଘରକୁ ଫେରିନଥିଲେ। ଆଜି ସକାଳେ ସ୍ଥାନୀୟ ପରିଛା ସାହି ନିକଟସ୍ଥ ଏକ ଓଉ ଗଛରେ ରଶି ଲଗାଇ ଆତ୍ମହତ୍ୟା କରିଥିବା ଅଞ୍ଚଳବାସୀ ଦେଖିବାକୁ ପାଇଥିଲେ ଓ ପୋଲିସକୁ ଖବର କରିଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି କେସ ନମ୍ବର 9/25 ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବ ଜବତ କରି ବ୍ୟବଛେଦ ପାଇଁ ପଠାଇଦେଇଛି। ଏ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି।

ଆତ୍ମହତ୍ୟା ଆତ୍ମହତ୍ୟା ଅଭିଯୋଗ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 12, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଯୁବକଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭୁବନେଶ୍ୱର ସ୍ଥାନାନ୍ତର

September 13, 2026

ସମ୍ବଲପୁରରେ ଅପରାଧୀ ଇରଫାନକୁ ପୁଲିସ ଏନକାଉଣ୍ଟର

September 13, 2026

Ganesh Puja 2026: ଆସନ୍ତାକାଲି ଗଣେଷ ପୂଜା, ପ୍ରଭୃଙ୍କ ପାଖରେ ଲାଗି କରନ୍ତୁ ଏହି ଭୋଗ

September 13, 2026

ନିମାପଡାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପ ମୁଖ୍ୟମନ୍ତ୍ରୀ

September 13, 2026

ଚାଷୀଙ୍କ ପାଇଁ କ୍ରଣ୍ଟାକ୍ଟ ଫାର୍ମିଂ କେତେ ଲାଭଦାୟକ?: ଦାମଠାରୁ ଚୁକ୍ତିର ସର୍ତ୍ତ ଯାଏଁ ଜାଣନ୍ତୁ ସବୁକିଛି

September 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.