Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଏନଏସଏସ ସମ୍ବନ୍ଧରେ ବାଣପୁରରେ ଆଇନ ସଚେତନତା କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଏନଏସଏସ ସମ୍ବନ୍ଧରେ ବାଣପୁରରେ ଆଇନ ସଚେତନତା କାର୍ଯ୍ୟକ୍ରମ

April 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ସ୍ଥାନୀୟ ଏନଏସି ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ-୧ ପରିସରରେ ଭାରତୀୟ ନାଗରିକ ସୁରକ୍ଷା ସଂହିତା (ବିଏନଏସଏସ) ସମ୍ବନ୍ଧରେ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।  ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବାଣପୁର ଓକିଲ ସଂଘ ସମ୍ପାଦକ ଜଗଦିଶ ପଟ୍ଟନାୟକ, ଫ୍ରଣ୍ଟ ଅଫିସ ରିଟେନର ଦେବୀପ୍ରସାଦ ସାମନ୍ତରାୟ, ବିଦ୍ୟାଳୟ ଶିକ୍ଷୟିତ୍ରୀ ଏବଂ ଅନ୍ୟ ଓକିଲ ଯୋଗଦେଇଥିଲେ।

ଏହି ଅବସରରେ ଉପସ୍ଥିତ ଅତିଥିମାନେ ଭାରତୀୟ ନାଗରିକ ସୁରକ୍ଷା ସଂହିତାର ବିଭିନ୍ନ ଧାରା, ଉପଧାରା, ଏତଲା, ଜାମିନ,ସମନ, ୱାରେଣ୍ଟ, ଆଇନଗତ ପରାମର୍ଶ, ସାହାଯ୍ୟ, ଅପିଲ ବିଷୟରେ ଆଲୋଚନା କରିଥିଲେ। ଅନୁରୂପ ଭାବେ ବିଚାରପତି ଶ୍ରୀ ମହାପାତ୍ର ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ବିଏନଏସଏସ ରେ ଛାତ୍ରଛାତ୍ରୀଙ୍କ ପାଇଁ ଉଦ୍ଦିଷ୍ଟ ବିଭିନ୍ନ ଆଇନ ସେବା ସମ୍ବନ୍ଧରେ ସଚେତନ କରାଇଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.