Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଜଳଛତ୍ର
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଜଳଛତ୍ର

April 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ପକ୍ଷରୁ ଚିଲିକା କୂଳରେ ଆଜି ଜଳଛତ୍ର କାର୍ଯ୍ୟକ୍ରମ ର ଶୁଭାରମ୍ଭ କରାଯାଇଛି। ଚଳିତବର୍ଷ ରାଜ୍ୟରେ ମାତ୍ରାଧିକ ଗ୍ରୀଷ୍ମ ପ୍ରବାହ ଓ ବିଶେଷ ଭାବେ ଚିଲିକା କୂଳରେ ପାନୀୟ ଜଳର ଆବଶ୍ୟକତା ଅନୁଭବ କରି ଜାତୀୟ ସେବା ଯୋଜନାର କାର୍ଯ୍ୟକ୍ରମ ଅଧିକାରୀ ଡକ୍ଟର କୈଳାସ ଚନ୍ଦ୍ର ମହାରଣା ଓ ଅଧ୍ୟାପିକା ରୀନା ରାଉତଙ୍କ ନେତୃତ୍ୱରେ ଦହିପଣାର ଶୁଭାରମ୍ଭ ଅଧ୍ୟକ୍ଷ ଡଃ ଲକ୍ଷ୍ମୀ ଧର ସୁବୁଦ୍ଧି ଙ୍କ ଦ୍ୱାରା ହୋଇଯାଇଛି।

ଏହି କାର୍ଯ୍ୟକ୍ରମରେ ସ୍ଵେଚ୍ଛାସେବୀଙ୍କ ସହ ଅଧ୍ୟାପିକା ସ୍ୱାତୀ ସ୍ଵାଗତିକା ସାହୁ, କୀର୍ତ୍ତିମୟୀ ବାରିକ, ପ୍ରିୟମ୍ବଦା ମହାପାତ୍ର ଉପସ୍ଥିତ ରହି ପର୍ଯ୍ୟଟକ ଓ ପଥଚାରୀ ମାନଙ୍କୁ ପାନୀୟ ଜଳ ବିତରଣ କରିଥିଲେ। ସ୍ଵେଚ୍ଛାସେବୀ ପ୍ରଜ୍ଞାସ୍ମିତା ସାହୁ, ନୀଳକଣ୍ଠ ଦାସ, ରୁପାଲୀ ବିଶ୍ୱାଳ, ରବିନା ଦାସ, ସାଇନ ସୁବୁଦ୍ଧି ପ୍ରମୁଖ ଙ୍କ ସଂଯୋଜନାରେ ଆୟୋଜିତ ଏହି ଜଳଛତ୍ର କାର୍ଯ୍ୟକ୍ରମରେ ଯୁକ୍ତ ଦୁଇ ଅଧ୍ୟକ୍ଷ ସୁବାସ ଚନ୍ଦ୍ର ଶ୍ରୀଚନ୍ଦନ, ଡକ୍ଟର ସନ୍ତୋଷ କୁମାର ରଥ, ପ୍ରବୀଣ କୁମାର ଜେନା, ଝରଣା ନାଥ, ଶୁଭଦର୍ଶିନୀ ବିଶ୍ୱାଳ, ଶୁଚିସ୍ମିତା ମହାପାତ୍ର, ସୁଧାକର ନାୟକ, କ୍ଷୀରୋଦ ନାଥ ନାୟକ ପ୍ରମୁଖ ଉପସ୍ଥିତ ରହି ସ୍ଵେଚ୍ଛାସେବୀ ଓ ଅଧ୍ୟାପକ ଅଧ୍ୟାପିକା ମାନଙ୍କୁ ଉତ୍ସାହିତ କରିଥିଲେ।

ଜଳଛତ୍ର ବାଲୁଗାଁ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026

ବାଣପୁରରେ ସାଇବର ସୁରକ୍ଷା ଅଭିଯାନ

August 15, 2026
Latest News

ରାଞ୍ଚିରେ ଛାତ୍ର ଆନ୍ଦୋଳନର ବଡ଼ ପ୍ରଭାବ: JSSC CGL ପରୀକ୍ଷା ବାତିଲ

August 17, 2026

ଏୟାରଟେଲ ବ୍ୟାଙ୍କରୁ ଇସ୍ତଫା ଦେଲେ ସୁନୀଲ ମିତ୍ତଲ: ଏବେ କିଏ ଦାୟିତ୍ୱ ନେବେ?

August 17, 2026

ଆଇଏସଆଇ-ସମର୍ଥିତ ‘ଶହଜାଦ ଭଟ୍ଟି ନେଟୱର୍କ’ ଧ୍ୱଂସ: ୨୦୦ରୁ ଅଧିକ ଗିରଫ

August 17, 2026

ଭଦ୍ରକରେ ବନ୍ୟା ପାଇଁ ସ୍କୁଲ ଛୁଟି: ୬ ବ୍ଲକର ୨୬୮ ସ୍କୁଲ ଓ ୫୬୭ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

August 17, 2026

ଦ୍ୱିତୀୟ ଦିବସରେ ଅହୋରାତ୍ର ଧାରଣା: ଶିକ୍ଷକ କର୍ମଚାରୀମାନଙ୍କ ପ୍ରତିଶ୍ରୁତି ଦାବି କଲା ସମନ୍ୱୟ ସମିତି

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.