Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ରେ ବିଜେପିର ମିଶ୍ରଣ ପର୍ବ 
ଆଞ୍ଚଳିକ

ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ରେ ବିଜେପିର ମିଶ୍ରଣ ପର୍ବ 

May 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ନାଚ଼ୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଭେଟେଶ୍ବର ଗ୍ରା:ପ ଅନ୍ତର୍ଗତ ଭାପୁର ଗ୍ରାମର ବିଜେଡ଼ି କର୍ମୀ ମାନେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ ତଥା ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ ଓ ମାର୍ଗଦର୍ଶନ ଏବଂ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହେଲେ।

ଦଳରେ ସାମିଲ ହୋଇଥିବା ନୂତନ କାର୍ଯ୍ୟକର୍ତ୍ତା ମାନଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିବା ସହ ଏହି ମିଶ୍ରଣ ପର୍ବ ଭେଟେଶ୍ବର ଗ୍ରା:ପରେ ଆମ ଦଳକୁ ନିଶ୍ଚିତ ତୃଣମୂଳ ସ୍ତରରେ ସୁଦୃଢ କରିବ ବୋଲି ମତପ୍ରକାଶ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା,ଭେଟେଶ୍ବର ଗ୍ରା:ପ ର ସରପଞ୍ଚ ସାବିତ୍ରୀ ଭୋଳ, ଗାଲୁଆ ଗ୍ରା:ପର ସରପଞ୍ଚ ସୁରେଶ ଚ଼ନ୍ଦ୍ର ବାରିକି,ଭେଟେଶ୍ବର ଗ୍ରା:ପର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ ପ୍ରମୁଖ ଉପସ୍ଥିତ ଥିଲେ।

BJP chilka ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁରରେ ମହିଳା ହିଂସା ବିରୋଧୀ ଅଭିଯାନ ନେଇ ସଚେତନା କାର୍ଯ୍ୟକ୍ରମ

November 30, 2025

ଦ୍ୱିତୀୟ ବିବାହ କଲେ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍ ଦଣ୍ଡ: ଆସାମ ବିଧାନସଭାରେ ଆଗତ ହେଲା ବିଲ୍

November 27, 2025

ନେହେରୁ ସେବା ସଂଘରେ ସମ୍ବିଧାନ ଦିବସ ପାଳିତ

November 26, 2025

ବାଣପୁର କୋର୍ଟରେ ସମ୍ବିଧାନ ଦିବସ ପାଳନ ଓ ଆଲୋଚନା ଚକ୍ର ଅନୁଷ୍ଠିତ

November 26, 2025
Latest News

ଗୃହ ବିଭାଗର ଖର୍ଚ୍ଚ ଦାବୀ ଉପରେ ଆଲୋଚନା କରି ରାଜ୍ୟର ଆଇନ ଶୃଙ୍ଖଳା ଉପରେ ମୁଖ୍ୟମନ୍ତ୍ରୀ କହିଲେ…

December 4, 2025

Putin Arrives in New Delhi: ପହଞ୍ଚିଲେ ଋଷର ରାଷ୍ଟ୍ରପତି ପୁଟିନ, ସ୍ବାଗତ କଲେ ପ୍ରଧାନମନ୍ତ୍ରୀ ମୋଦି

December 4, 2025

Swaraj Kaushal Dies: ସୁଷମା ସ୍ବରାଜଙ୍କ ସ୍ବାମୀ ସ୍ବରାଜ କୈଶଳଙ୍କ ଦେହାନ୍ତ, ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଶୋକ

December 4, 2025

Amrit Bharat Station Scheme: ଓଡିଶା ସଂସ୍କୃତିରେ ଝଲସିଲା ଓଡିଶାର ବରପାଲି ରେଳ ଷ୍ଟେସନ

December 4, 2025

New IPS Officer: କାର୍ଯ୍ୟରେ ଯୋଗ ଦେଲେ ଓଡିଶା କ୍ୟାଡରର ୭ ଆଇପିଏସ ଅଫିସର

December 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.