Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ରେ ବିଜେପିର ମିଶ୍ରଣ ପର୍ବ 
ଆଞ୍ଚଳିକ

ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ରେ ବିଜେପିର ମିଶ୍ରଣ ପର୍ବ 

May 9, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ନାଚ଼ୁଣୀ ସ୍ଥିତ ଭାଜପା କାର୍ଯ୍ୟାଳୟ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ଭେଟେଶ୍ବର ଗ୍ରା:ପ ଅନ୍ତର୍ଗତ ଭାପୁର ଗ୍ରାମର ବିଜେଡ଼ି କର୍ମୀ ମାନେ ବିଜୁ ଜନତା ଦଳ ପରିତ୍ୟାଗ କରି ଭାରତୀୟ ଜନତା ପାର୍ଟିର ନୀତି ଆଦର୍ଶ ତଥା ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବଳିଷ୍ଠ ନେତୃତ୍ୱ ଓ ମାର୍ଗଦର୍ଶନ ଏବଂ ମାନନୀୟ ମୁଖ୍ୟମନ୍ତ୍ରୀ ମୋହନ ଚ଼ରଣ ମାଝି, ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଭାରତୀୟ ଜନତା ପାର୍ଟିରେ ବିଧିବଦ୍ଧ ଭାବେ ସାମିଲ୍ ହେଲେ।

ଦଳରେ ସାମିଲ ହୋଇଥିବା ନୂତନ କାର୍ଯ୍ୟକର୍ତ୍ତା ମାନଙ୍କୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଦଳୀୟ ଉତ୍ତରୀୟ ପିନ୍ଧାଇ ଭାଜପା ପରିବାରକୁ ସ୍ବାଗତ କରିବା ସହ ଏହି ମିଶ୍ରଣ ପର୍ବ ଭେଟେଶ୍ବର ଗ୍ରା:ପରେ ଆମ ଦଳକୁ ନିଶ୍ଚିତ ତୃଣମୂଳ ସ୍ତରରେ ସୁଦୃଢ କରିବ ବୋଲି ମତପ୍ରକାଶ କରିଥିଲେ।

ଏହି ମିଶ୍ରଣ ପର୍ବ ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା,ଭେଟେଶ୍ବର ଗ୍ରା:ପ ର ସରପଞ୍ଚ ସାବିତ୍ରୀ ଭୋଳ, ଗାଲୁଆ ଗ୍ରା:ପର ସରପଞ୍ଚ ସୁରେଶ ଚ଼ନ୍ଦ୍ର ବାରିକି,ଭେଟେଶ୍ବର ଗ୍ରା:ପର ପୂର୍ବତନ ସରପଞ୍ଚ ଜିତେନ୍ଦ୍ର କୁମାର ଭୋଳ ପ୍ରମୁଖ ଉପସ୍ଥିତ ଥିଲେ।

BJP chilka ମିଶ୍ରଣ ପର୍ବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ଅଯୋଧ୍ୟାରେ କଂଗ୍ରେସର ମାଛ ଭୋଜି!: ବିରୋଧ କଲେ ସାଧୁ, ସନ୍ଥ ଏବଂ ବିଜେପି ନେତା

August 24, 2026

ବିଜେପି ଛାଡିଲେ ମାଲାୟଲମ ଅଭିନେତା: ଟିଭିକେରେ ଯୋଗଦେବା ପାଇଁ କଲେ ଘୋଷଣା

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026
Latest News

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026

ଚାଷ କାମ ସାରି ଫେରୁଥିବାବେଳେ ଅଘଟଣ: ବିଦ୍ୟୁତ୍ ଆଘାତରେ ୨ ଚାଷୀ ମୃତ

August 24, 2026

ମା’ଙ୍କୁ ମାରି ଘରେ ପୋତିଦେଲା ପୁଅ, ପଚା ଗନ୍ଧରୁ ଖୋଲିଲା ରହସ୍ୟ

August 24, 2026

ଓଡ଼ିଶା ଲୋକାୟୁକ୍ତ ଚୟନ କମିଟିର ସଦସ୍ୟ ହେଲେ ପୂର୍ବତନ CJI ଜଷ୍ଟିସ୍‌ ଗୋପାଳ ବଲ୍ଲଭ ପଟ୍ଟନାୟକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.