Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ୪୨ ଲିଟର ଦେଶୀମଦ ଜବତ, ୩ ଗିରଫ
ଆଞ୍ଚଳିକ

ବାଲୁଗାଁ: ୪୨ ଲିଟର ଦେଶୀମଦ ଜବତ, ୩ ଗିରଫ

May 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱବାଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଲୁଗାଁ ତଥା ନିକଟବର୍ତ୍ତୀ ଅଞ୍ଚଳରେ ଚଢ଼ାଉ କରି ୪୨ ଲିଟର ଦେଶୀମଦ ଜବତ କରିବାସହ ୩ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବଡ଼କୁଳ ଗ୍ରାମର ରାମଚନ୍ଦ୍ର ସାହୁ (୪୬), କୃଷ୍ଣ ମୋହନ ସାହୁ (୫୮) ଓ ବ୍ରଜରାଜପୁର ଗ୍ରାମର କେଦାର ବେହେରା (୫୬)।

ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ୨୮/୨୫-୨୬, ୨୯/୨୫-୨୬, ୩୦/୨୫-୨୬ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ସୁନିତା ମହାରଣା, ସଞ୍ଜୟ କୁମାର ସୁବୁଦ୍ଧି, କନେଷ୍ଟବଳ ଅଶେଷ ପ୍ରଧାନ, ରଞ୍ଜିତ ପଟେଲ, କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଦେଶୀମଦ ଜବତ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026

ରଣପୁର: ଜିଲ୍ଲା ସ୍ତରୀୟ ପାଠଚକ୍ର ଉଦଯାପିତ

February 13, 2026
Latest News

ପାକିସ୍ତାନକୁ ପୁଣି ଧୁଳି ଚଟାଇଲା ଭାରତ: ୬୧ ରନରେ ଜିତିଲା ଟିମ ଇଣ୍ଡିଆ

February 15, 2026

ମହାଶିବରାତ୍ରୀ: ନିର୍ଦ୍ଧାରିତ ସମୟ ପୂର୍ବରୁ ଉଠିଲା ପ୍ରଭୃ ଲିଙ୍ଗରାଜଙ୍କ ମହାଦୀପ 

February 15, 2026

ପ୍ରଖ୍ୟାତ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକ ଆଉ ନାହାଁନ୍ତି, ମହାଶିବରାତ୍ରୀରେ ପରଲୋକ

February 15, 2026

ଇଶାନ କିଶାନଙ୍କ ବିସ୍ଫୋରକ ବ୍ୟାଟିଂ: ପାକିସ୍ତାନକୁ ୧୭୬ ରନର ଟାର୍ଗେଟ ଦେଲା ଭାରତ

February 15, 2026

ଭୁବନେଶ୍ୱର ସାହିତ୍ୟ ସମାଜ ଟ୍ରଷ୍ଟ ତରଫରୁ ଦୁଇ ଦିନିଆ ସାହିତ୍ୟ ପର୍ବ ଉଦଯାପିତ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.