Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ହରିପୁର: ରୁଦ୍ର ମହାଯଜ୍ଞ ଓ ଅଷ୍ଟତ୍ରିଂଶ ଶମ୍ଭୁ ମିଳନ ପର୍ବର ପ୍ରସ୍ତୁତି ବୈଠକରେ ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ହରିପୁର: ରୁଦ୍ର ମହାଯଜ୍ଞ ଓ ଅଷ୍ଟତ୍ରିଂଶ ଶମ୍ଭୁ ମିଳନ ପର୍ବର ପ୍ରସ୍ତୁତି ବୈଠକରେ ଯୋଗ ଦେଲେ ଆଇନ ମନ୍ତ୍ରୀ

May 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଆଜି ଚ଼ିଲିକା ବ୍ଲକ ସମ୍ମିଳନୀ କକ୍ଷ ଠାରେ ହରିପୁର ଶାସନ ଗ୍ରାମର ଆରାଧ୍ୟ ଦେବତା ପଶ୍ଚିମାଭିମୁଖୀ ମହାଶମ୍ଭୁ ଶ୍ରୀ ଶ୍ରୀ ଶ୍ରୀ ବାବା ପ୍ରତାପେଶ୍ବର ମହାଦେବଙ୍କ ରୁଦ୍ର ମହାଯଜ୍ଞ ଓ ଅଷ୍ଟତ୍ରିଂଶ ଶମ୍ଭୁ ମିଳନ ପର୍ବ ନିମନ୍ତେ ଆୟୋଜିତ ପ୍ରସ୍ତୁତି ବୈଠକରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ବିଭିନ୍ନ ବିଷୟରେ ପୁଙ୍ଖାନୁପୁଙ୍ଖ ଆଲୋଚ଼ନା କରିଥିଲେ।

ଉକ୍ତ ବୈଠକରେ ସପ୍ତଦିବସ ବ୍ୟାପୀ ଅନୁଷ୍ଠିତ ହେଉଥିବା ରୁଦ୍ର ମହାଯଜ୍ଞ ସମୟରେ ନିରବିଛିନ୍ନ ଭାବେ ବିଦ୍ୟୁତ ସେବା, ପାନୀୟ ଜଳ, ଆଇନଶୃଙ୍ଖଳା, ଟ୍ରାଫିକ୍ ବ୍ୟବସ୍ଥା, ମହାଶମ୍ଭୁ ମାନଙ୍କ ଆଗମନ ଏବଂ ସୁରୁଖୁରୁରେ ରୁଦ୍ର ମହାଯଜ୍ଞ ସମାପନ କରିବା ଉପରେ ଗୁରୁତ୍ୱ ଦେଇ କାର୍ଯ୍ୟନିର୍ବାହ କରିବା ପାଇଁ ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ପରାମର୍ଶ ପ୍ରଦାନ କରିଥିଲେ।

ଏହି ବୈଠକରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଚ଼ିଲିକା ବ୍ଲକ ବିଡ଼ିଓ ସୁପୁନମ୍ ମହାପାତ୍ର, ଚ଼ିଲିକା ତହସିଲଦାର କାହ୍ନୁଚରଣ ଘଡ଼ାଇ, ଚ଼ିଲିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ, ହରିପୁର ଗ୍ରା:ପର ସରପଞ୍ଚ ଗୀତାଞ୍ଜଳି ବେହେରା, ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ସମେତ ହରିପୁର ଗ୍ରାମର ପ୍ରମୁଖ ବ୍ୟକ୍ତିବିଶେଷ ମାନେ ଉପସ୍ଥିତ ଥିଲେ।

ଚିଲିକା
Share. Facebook Twitter LinkedIn Email WhatsApp Copy Link

Related Posts

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026
Latest News

ବିଦେଶୀ ଛାତ୍ରଛାତ୍ରୀଙ୍କ ପାଇଁ ସୋଆରେ ସ୍ୱତନ୍ତ୍ର ଗ୍ରାଜୁଏସନ୍ ସମାରୋହ

August 25, 2026

ନୟାଗଡ଼ ଡାଏଟ ପରିଦର୍ଶନ କଲେ ଶିକ୍ଷକ ଶିକ୍ଷା ନିର୍ଦ୍ଦେଶିକା

August 25, 2026

କ୍ରିତି ସାନନଙ୍କୁ ସମର୍ଥନ କଲେ ରାହୁଲ ଗାନ୍ଧୀ: ଜାଣନ୍ତୁ କ’ଣ କହିଲେ କଂଗ୍ରେସ ନେତା?

August 25, 2026

ରକ୍ତ ଭଣ୍ଡାର କାର୍ଯ୍ୟକ୍ଷମ ଦାବିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣା

August 25, 2026

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ଯୋଗ ଦେଲେ ଅନୁଗୁ ଶିବା ମାରୁତି ରେଡ୍ଡୀ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.