Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ସ୍କୁଟି ସହ ୬୦ ଲିଟର ଦେଶୀମଦ ଜବତ, ୨ ଗିରଫ
ଆଞ୍ଚଳିକ

ବାଣପୁର: ସ୍କୁଟି ସହ ୬୦ ଲିଟର ଦେଶୀମଦ ଜବତ, ୨ ଗିରଫ

June 29, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ଟାଙ୍ଗୀ ରେଞ୍ଜ ଅବକାରୀ ନିରୀକ୍ଷକ ରାଧାକାନ୍ତ ଭୋଇଙ୍କ ତତ୍ୱବାଧାନରେ ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ସ୍କୁଟି ସହ ୬୦ ଲିଟର ଦେଶୀମଦ ଜବତ କରିବାସହ ୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ବାଣପୁର ଥାନା ଭେଷରୀ ଗ୍ରାମର ଦିବ୍ୟସିଂହ ଜେନା (୪୫) ଓ ମନ୍ଦାର ଗ୍ରାମର ସୁରେନ୍ଦ୍ର ଶବର (୪୬) ଗିରଫ ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।

ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ, ରାମଚନ୍ଦ୍ର ଜେନା, ସସ୍ମିତା ସେଠୀ, କନେଷ୍ଟବଳ ମନୋଜ କୁମାର ଜୟସିଂ, ରଞ୍ଜିତ ପଟେଲ, ସୁନିତା ମହାରଣା, ନିରଞ୍ଜନ ପରିଡା, କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଦେଶୀମଦ ଜବତ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ଅଗ୍ନି ବିପନ୍ନଙ୍କୁ ରେଡ଼କ୍ରସ ପକ୍ଷରୁ ସହାୟତା

June 7, 2026

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

କେନ୍ଦ୍ର କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରି ପାରିତ ହେଲା ଏକ ସଂକଳ୍ପ

June 10, 2026

ଅଷ୍ଟ୍ରେଲିଆ ଗସ୍ତରେ ବଡ଼ ଘୋଷଣା କରିବେ ପ୍ରଧାନମନ୍ତ୍ରୀ ମୋଦି!: କ୍ରିକେଟ ପ୍ରଶଂସକଙ୍କୁ ମିଳିବ ଉପହାର

June 10, 2026

ପ୍ରଧାନମନ୍ତ୍ରୀ ମୋଦୀ ଶାସନ କ୍ଷମତାରେ ରହିବାର ଏକ ରେକର୍ଡ କରିଥିବାରୁ ରାଜ୍ୟ ବିଜେପିର ବିଭିନ୍ନ କାର୍ଯ୍ୟକ୍ରମ

June 10, 2026

ଆଫଗାନ ଘର ଉପରେ ବୋମା ମାଡ଼ କଲା ପାକିସ୍ତାନୀ ସେନା: ୧୧ ଶିଶୁ ସମେତ ୧୩ ମୃତ

June 10, 2026

Kalinga Literary Festival: ସଫଳତାର ସହ ଶେଷ ହେଲା କାଠମାଣ୍ଡୁ କଳିଙ୍ଗ ସାହିତ୍ୟ ଉତ୍ସବ

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.