Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ରୋଟାରୀ କ୍ଳବ ପକ୍ଷରୁ ସିଲେଇ ମେସିନ ଓ ଗ୍ରାଇଣ୍ଡର ବଣ୍ଟନ
ଆଞ୍ଚଳିକ

ବାଣପୁର: ରୋଟାରୀ କ୍ଳବ ପକ୍ଷରୁ ସିଲେଇ ମେସିନ ଓ ଗ୍ରାଇଣ୍ଡର ବଣ୍ଟନ

June 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଅଂଚଳ ର କିଛି ମହିଳା ସ୍ବାବଲମ୍ବୀ ହୋଇ ନିଜେ କିଛି ରୋଜଗାର କରି ନିଜ ପରିବାରକୁ ପ୍ରତିପୋଷଣ କରିବା ଲକ୍ଷ୍ୟ ନେଇ ଆଜି ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ରୋଟାରୀ ବର୍ଷ ୨୦୨୪-୨୫ ର ଶେଷ କାର୍ଯ୍ୟ ଦିବସରେ କ୍ଳବର ଶେଷ କାର୍ଯ୍ୟକ୍ରମ ମାଧ୍ୟମରେ ସେମାନଙ୍କୁ ସିଲେଇ ମେସିନ ଓ ଗ୍ରାଇଣ୍ଡର ବଣ୍ଟନ କରାଯାଇଛି।

ଉକ୍ତ କାର୍ଯ୍ୟକ୍ରମରେ ସଭାପତି ଶ୍ୟାମସୁନ୍ଦର ପୃଷ୍ଟି, ସଂପାଦକ ଅଶୋକ କୁମାର ନାୟକଙ୍କ ସମେତ ପ୍ରାକ୍ତନ ସଭାପତି ବିଜୟ କୁମାର ନନ୍ଦ, ଧୀରେନ୍ଦ୍ରନାଥ ପାତ୍ର, ରବିନାରାୟଣ ନାୟକ, ନନ୍ଦକିଶୋର ମିଶ୍ର, ୨୦୨୫-୨୬ ବର୍ଷର ସଭାପତି ସୁନୀଲ କୁମାର ପାତ୍ର, ୨୦୨୬-୨୭ ବର୍ଷର ସଭାପତି ଡ.ଚିନ୍ତାମଣୀ ମିଶ୍ର, ସଭ୍ୟ ଚାଟାର୍ଡ ଆକାଉଣ୍ଟାଣ୍ଟ ମନୋରଂଜନ ବାରିକ ଓ ସତୀଶ କୁମାର ସୁବୁଦ୍ଧି ପ୍ରମୂଖ ଯୋଗଦାନ କରି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।

ବାଣପୁର ରୋଟାରୀ କ୍ଳବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ଉତ୍ସବ

July 18, 2026
Latest News

ବେଙ୍ଗାଲୁରୁରେ 2 ଲକ୍ଷ ଦରମା ସତ୍ତ୍ୱେ ଗରିବ ମନେ କରନ୍ତି ଯୁବକ: ଜାଣନ୍ତୁ କାରଣ

July 28, 2026

ଶ୍ରୀଲଙ୍କା ପାଇଁ ଭାରତର ଟେଷ୍ଟ ଦଳ ଘୋଷଣା: ଫେରିଲେ ଜାଡେଜା

July 28, 2026

ତୁଳସୀ ଗଛରେ ପାଣି ଦେଉଛନ୍ତି କି? ତେବେ ମାନନ୍ତୁ ଏହିସବୁ କଥା, ନଚେତ ହୋଇପାରେ ଅସୁବିଧା

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.