Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର
ଆଞ୍ଚଳିକ

ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

June 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ରେଶମ ନଗରୀ ବ୍ରହ୍ମପୁର ସହରର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଗାଲୁଆ ରୋଗ ସଚେତନା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ ବର୍ଷା ରୁତୁରେ ଖଟା, ଥଣ୍ଡା ଖାଇଲେ ଓ ବର୍ଷାରେ ଭିଜିଲେ ଥଣ୍ଡା ଓ ଭୂତାଣୁ ସଂକ୍ରମିତ ହୁଏ। ପ୍ରାୟତଃ ଶିଶୁ ଓ ବାଳକଙ୍କ କର୍ଣ୍ଣ ମୂଳ ଗ୍ରନ୍ଥି ଫୁଲି ଜ୍ୱର, ମୁଣ୍ଡବ୍ୟଥା, ଅରୁଚି, ସର୍ବାଙ୍ଗ ବ୍ୟଥା, ପାଟି ଖୋଲିଲେ ବ୍ୟଥା ଖାଦ୍ୟ ଗିଳିବାରେ କଷ୍ଟ ହୁଏ। ଅପଥ୍ଯ କଲେ ଉଭୟ କାନ ମୂଳ ଫୁଲିଯାଏ।

ଏହି ଭଳି ପରିସ୍ଥିତିରେ ଦୁଦୁରା ପତ୍ର ବାଟି ସୋରିଷ ତେଲ ସହ ଭାଜି ଲଗାଇବେ। ଶୁଣ୍ଠି, ପିପ୍ପଳୀ, କଳାମରିଚ, ସୈନ୍ଧବ ଲବଣ ମିଶାଇ ଖାଇଲେ ଭଲ ହୋଇଯାଏ।

ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗ ଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରି ଥିଲେ l ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ଅନୁରୋଧ କରିଛନ୍ତିl

ବ୍ରହ୍ମପୁର ସହର ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ଵାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026

ଏମ୍ସ ଭୁବନେଶ୍ବରରେ ଅତ୍ୟାଧୁନିକ ଲିଭର ଟ୍ରାନ୍ସପ୍ଲାଣ୍ଟ ୟୁନିଟ୍ ଏବଂ ରୋବୋଟିକ୍ ସର୍ଜରୀ ସିଷ୍ଟମକୁ ଉଦ୍ଘାଟିତ

February 23, 2026

ଗାଲୁଆ ଗ୍ରାମ ପଂଚାୟତରେ ‘ପଲ୍ଲୀରେ ପ୍ରଶାସନ’ ଜନଶୁଣାଣି

February 23, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.