Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ: ପ୍ରଧାନଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

June 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଚିଲିକା ବ୍ଲକ ଅନ୍ତର୍ଗତ ବାଲୁଗାଁ ଗୋପବନ୍ଧୁ କଲୋନୀ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ହରିହର ସ୍ବାଇଁଙ୍କୁ ସୋମବାର ପୂର୍ବାହ୍ନରେ ଅବସରକାଳୀନ ସମ୍ବର୍ଦ୍ଧନା ଦିଆଯାଇଛି। ଏହି ଅବସରରେ ଆୟୋଜିତ ସେବା ନିବୃତ ସମ୍ବର୍ଦ୍ଧନା ସଭାରେ ଏବିଇଓ ନୀଳାଦ୍ରି ଭୂଷଣ ଦାଶଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଚିଲିକା ବିଇଓ ଦ୍ଵାରିକା ନାଥ ବେହେରା, ସ୍ୱତନ୍ତ୍ର ଅତିଥି ଭାବେ ପ୍ରାକ୍ତନ ଏବିଇଓ କଣ୍ଡୁରୀ ଚରଣ ପ୍ରଧାନ, ସମ୍ମାନିତ ଅତିଥି ଭାବେ ଏନପିଏସ ଚିଲିକା ଶିକ୍ଷକ ସଂଘ ସଭାପତି ବିଦ୍ୟାଧର ପଟ୍ଟଯୋଶୀ, ସିଆରସିସି କୁଳମଣି ବାରିକ,କାଉନସିଲର ମନୁ ସ୍ୱାଇଁ, ସମାଜସେବୀ ରଞ୍ଜିତ କୁମାର ବଡ଼ଜେନା, ଶିକ୍ଷାବିତ ଯୁଧିଷ୍ଠିର ସ୍ୱାଇଁ, ରାଜ କିଶୋର ସ୍ୱାଇଁଙ୍କ ସମେତ ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଉପସ୍ଥିତ ଥିଲେ।ଦୀର୍ଘ ୩୦ ବର୍ଷ ଧରି ନିରବଚ୍ଛିନ୍ନ ଭାବେ ଛାତ୍ରଛାତ୍ରୀଙ୍କୁ ଉତ୍ତମ ଶିକ୍ଷାଦାନ, ସମାୟାନୁବର୍ତ୍ତୀ ସହିତ ବିଦ୍ୟାଳୟର ଶିକ୍ଷକ,ଶିକ୍ଷୟିତ୍ରୀ ଏବଂ କର୍ମଚାରୀଙ୍କ ସହ ସୁସମ୍ପର୍କ ନେଇ ଶ୍ରୀ ସ୍ବାଇଁଙ୍କୁ ଅତିଥିମାନେ ଭୂୟାଁସି ପ୍ରଶଂସା କରିଥିଲେ। ସିଆରସିସି କୁଳମଣି ବାରିକ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ଅବସରକାଳୀନ ସମ୍ବର୍ଦ୍ଧନା ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ବାଲୁଗାଁ ଉପଖଣ୍ଡ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଉଦଘାଟିତ

June 4, 2026

ବାଲୁଗାଁରୁ ବ୍ରାଉନ ସୁଗାର ଜବତ: ଅଭିଯୁକ୍ତ ଗିରଫ

June 3, 2026
Latest News

ରାଷ୍ଟ୍ରପତିଙ୍କ ମୟୂରଭଞ୍ଜ ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କଲେ ଡିଜିପି

June 10, 2026

ଦେବସ୍ନାନ ପୂର୍ଣ୍ଣିମା ୨୦୨୬: ପୋଲିସ ମୁଖ୍ୟାଳୟରେ ଡିଜିପିଙ୍କ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 10, 2026

ବିଶ୍ୱ ନେତାମାନଙ୍କଠାରୁ ଅଭିନନ୍ଦନ ବାର୍ତ୍ତା ଗ୍ରହଣ କଲେ ନରେନ୍ଦ୍ର ମୋଦୀ

June 10, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026

NEET ପରୀକ୍ଷାର୍ଥୀଙ୍କ ସହିତ ବସ୍‌ରେ ମାଗଣା ଯାଇପାରିବେ ଅଭିଭାବକ: ଘୋଷଣା କଲେ ଏହି ସରକାର

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.