Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା
ଆଞ୍ଚଳିକ

ରଣପୁର: ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା

July 2, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବଜେନ୍ଦ୍ର ଚନ୍ଦ୍ର ଉଚ୍ଚ ବିଦ୍ୟାଳୟ ଓ ବାଳିକା ଉଚ୍ଚ ବିଦ୍ୟାଳୟର ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଦ୍ୱାରା ରଣପୁର ଗ୍ରାମର ଆରାଧ୍ୟ୍ୟ ଦେବୀ ମା’ ମଣିନାଗ ପୀଠରେ ଥିବା ମା’ ବାଟ ମଙ୍ଗଳା ଦେବୀଙ୍କ ନୂତନ ବିଗ୍ରହ ଓ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟ ସମ୍ପନ୍ନ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ ଜୁନ ୨୮ ତାରିଖରେ ଅଙ୍କୁରରୋପଣ, ଜୁନ ୨୯ ତାରିଖରେ କଳସ ଯାତ୍ରା, ଜୁନ ୩୦ ତାରିଖରେ ଗର୍ଭାଧାନ ଓ ପାର୍ବତୀ ନାମାଗ୍ନୀ ସଂସ୍କାର, ଜୁଲାଇ ୧ ତାରିଖରେ ସ୍ନାନ ଓ ଶୟନ ଏବଂ ଜୁଲାଇ ୨ ତାରିଖରେ ଜୀବନ୍ୟାସ, ପ୍ରାସାଦ ପ୍ରବେଶ ଓ ଗୋଧୂଳି ସମୟରେ ପୂର୍ଣ୍ଣାହୁତି କାର୍ଯ୍ୟ ସମ୍ପନ୍ନ ହୋଇଥିଲା।

ପୂର୍ଣ୍ଣାହୁତି ଦିନ ଶହ ଶହ ଭକ୍ତ ଯୋଗ ଦେଇ ମା’ ଙ୍କ ଆଶୀର୍ବାଦ ଭିକ୍ଷା କରିଥିଲେ। ସମସ୍ତ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ୧୯୯୯ ବ୍ୟାଚ ଛାତ୍ରଛାତ୍ରୀଙ୍କ ଏହି ସମାଜ ଉନ୍ନତିମୂଳକ କାର୍ଯ୍ୟ ପାଇଁ ସମସ୍ତେ ଭୁରି ଭୁରି ପ୍ରଂଶସା କରୁଛନ୍ତି।

ମନ୍ଦିର ପ୍ରତିଷ୍ଠା ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ନୟାଗଡ଼ ଜିଲ୍ଲା ପାଇଁ ଗୌରବର ମୁହୂର୍ତ୍ତ: OJEE MTech ରେ ରାଜ୍ୟ ଟପ୍ପର ହେଲେ ରଣପୁରର ସ୍ୱାଗତ

June 9, 2026

ସଲପଡିହ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ

June 7, 2026

ମାନପୁରରେ ବରିଷ୍ଠ ନାଗରିକ ସଂଘର ସାଧାରଣ ସଭା ଅନୁଷ୍ଠିତ

June 7, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026
Latest News

ଆପାଚି ହେଲିକପ୍ଟର ଘଟଣା ପରେ ଇରାନ ଉପରେ ଆମେରିକାର ପ୍ରତିଆକ୍ରମଣ

June 10, 2026

ମଦ ଦୋକାନ ଲାଇସେନ୍ସ ପୂର୍ବରୁ ସରକାରଙ୍କୁ ମିଳିଗଲାଣି ୮୪୦ କୋଟି, ପଟିଆ ଅଞ୍ଚଳ ପାଇଁ ସର୍ବାଧିକ ଆବେଦନ

June 10, 2026

ବିଶ୍ୱର ୩ଟି ପ୍ରତିଷ୍ଠିତ ବିଶ୍ୱବିଦ୍ୟାଳୟକୁ ଭାରତରେ କ୍ୟାମ୍ପସ ପ୍ରତିଷ୍ଠା ପାଇଁ ମଞ୍ଜୁରୀ

June 10, 2026

ଭୁବନେଶ୍ବରରେ ନିର୍ମାଣ ହେବ ଜନାଶ୍ରୟ ଭବନ, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ତଦାରଖ

June 10, 2026

ଭାରତର ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେଲେ ମୋଦୀ: ଅଭିନନ୍ଦନ ଜଣାଇଲେ ପ୍ରମୁଖ ବିଶ୍ୱ ନେତା

June 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.