Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ: ଶିକ୍ଷା ବିଭାଗରେ +୩ ଶେଷ ବର୍ଷ ଶିକ୍ଷାର୍ଥୀଙ୍କ ବିଦାୟ ସମ୍ବର୍ଦ୍ଧନା
ଆଞ୍ଚଳିକ

ବାଲୁଗାଁ: ଶିକ୍ଷା ବିଭାଗରେ +୩ ଶେଷ ବର୍ଷ ଶିକ୍ଷାର୍ଥୀଙ୍କ ବିଦାୟ ସମ୍ବର୍ଦ୍ଧନା

July 3, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟ ଶିକ୍ଷା ସମ୍ମାନ ବିଭାଗର +୩ ଶେଷ ବର୍ଷ ଶିକ୍ଷାର୍ଥୀଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଭାଗୀୟ ମୁଖ୍ୟ ଡଃ ଲକ୍ଷ୍ମୀଧର ସୁବୁଦ୍ଧି ଅତିଥି ମାନଙ୍କ ପରିଚୟ ପ୍ରଦାନ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ +୨ ଅଧ୍ୟକ୍ଷ ସୁବାସ ଶ୍ରୀଚନ୍ଦନ ଯୋଗଦେଇ ଶିକ୍ଷାର୍ଥୀ ମାନଙ୍କ ନିମନ୍ତେ ଜୀବନର ଲକ୍ଷ୍ୟ ପ୍ରାପ୍ତି ଦିଗରେ କାର୍ଯ୍ୟ କରିବା ନିମନ୍ତେ ପରାମର୍ଶ ପ୍ରଦାନ କରିଥିଲେ।

ସମ୍ମାନିତ ଅତିଥି ଭାବେ ଦର୍ଶନ ବିଭାଗ ମୁଖ୍ୟ କୈଳାସ ଚନ୍ଦ୍ର ମହାରଣା ଏବଂ ମହାବିଦ୍ୟାଳୟର ମୁଖ୍ୟ କିରାଣୀ ସୁଧାକର ନାୟକ ପ୍ରମୁଖ ଯୋଗଦେଇ ଶିକ୍ଷା ମାଧ୍ୟମରେ ବ୍ୟକ୍ତିତ୍ଵ ସର୍ବାଙ୍ଗୀନ ବିକାଶ ନିମନ୍ତେ ପ୍ରତ୍ୟେକ ଶିକ୍ଷାର୍ଥୀ ପ୍ରଚେଷ୍ଟା କରିବା ଆବଶ୍ୟକ ବୋଲି ମତପ୍ରକାଶ କରିଥିଲେ। ବିଦାୟ ଶିକ୍ଷାର୍ଥୀମାନେ ନିଜର ଅଭିଭାଷଣ ସହ ପ୍ରଥମ ଓ ଦ୍ବିତୀୟ ବ୍ୟାଚର ଶିକ୍ଷାର୍ଥୀମାନଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ଉକ୍ତ କାର୍ଯ୍ୟକ୍ରମକୁ ଅଧ୍ୟାପିକା ସ୍ବାତୀ ସ୍ଵାଗତିକ ସାହୁ ପରିଚାଳନା କରିଥିବା ବେଳେ ଅଧ୍ୟାପିକା କ୍ରୀତିମୟୀ ବାରିକ ଏବଂ ପ୍ରିୟମ୍ବଦା ମହାପାତ୍ର ଧନ୍ୟବାଦ ପ୍ରଦାନ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ଆଦିତ୍ୟ ନାରାୟଣ ବେହେରାଙ୍କ ସମେତ ସମସ୍ତ ଛାତ୍ରଛାତ୍ରୀ ସହଯୋଗ କରିଥିଲେ।

ବାଲୁଗାଁ ମହାବିଦ୍ୟାଳୟ ବିଦାୟକାଳୀନ ସମ୍ବର୍ଦ୍ଧନା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ପାଳିତ

November 15, 2025

ବାଲୁଗାଁ: ରେଡକ୍ରସ ପକ୍ଷରୁ ଜିଲ୍ଲାସ୍ତରୀୟ ଶିକ୍ଷା ତାଲିମ ଶିବିର

November 15, 2025

ଗୋଦାବରୀଶ ମହାବିଦ୍ୟାଳୟରେ ଦିନିକିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ

November 15, 2025

ବାଣପୁର ଓକିଲ ସଂଘର ୪୬ ତମ ବାର୍ଷିକ ଉତ୍ସବ: ଯୋଗଦେଲେ ଆଇନ ମନ୍ତ୍ରୀ

November 14, 2025
Latest News

ଆଇଏଫଏଫଆଇ 2025ର ବିଶ୍ୱସ୍ତରୀୟ ପ୍ରସାର ଓ ସାଂସ୍କୃତିକ ପ୍ରଭାବ ଉପରେ ଆଲୋକପାତ

November 16, 2025

ଆଜିଠାରୁ ୩୦ ପର୍ଯ୍ୟନ୍ତ ପାଳନ ହେବ ସଡ଼କ ଦୁର୍ଘଟଣାଜନିତ ଶୂନ ମୃତାହତ ପକ୍ଷ

November 16, 2025

ଅଜଣା ଗାଡ଼ି ଧକ୍କାରେ ମହିଳାଙ୍କ ମୃତ୍ୟୁ

November 16, 2025

ସିଆଇଏସଏଫର ୪୭ତମ ବ୍ୟାଚର ଦୀକ୍ଷାନ୍ତ ସମାରୋହ

November 16, 2025

ଜନଜାତିଙ୍କ ବୀରତ୍ବର ଗାଥା ଉଜ୍ଜୀବିତ ରଖିବା ଆମ ସମସ୍ତଙ୍କ କର୍ତ୍ତବ୍ୟ: ମନ୍ତ୍ରୀ ଶ୍ରୀଯୁକ୍ତ ହରିଚନ୍ଦନ

November 16, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.