Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ
ଆଞ୍ଚଳିକ

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଦ୍ଵିତୀୟ ବନମହୋତ୍ସବ ପାଳିତ

July 18, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ସ୍ଥାନୀୟ ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ସର୍ବେଶ୍ଵର ଷଡ଼ଙ୍ଗୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଅଧ୍ୟାପକ, ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରୀ ମାନଙ୍କ ଦ୍ଵାରା ଦ୍ଵିତୀୟ ବନମହୋତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ଅଧ୍ୟାପକ ପ୍ରଶାନ୍ତ କୁମାର ଦାଶ, ଅଧ୍ୟାପିକା ପ୍ରମୋଦିନୀ ସାମନ୍ତରାୟ, ଅଧ୍ୟାପିକା ସୁଚିତ୍ରା ଦାସ, ଅଧ୍ୟାପିକା କଲ୍ୟାଣୀ ବୈରୀଗଞ୍ଜନ, ଅଧ୍ୟାପିକା ରୋଜାଲିନ୍ ଦାସ, ଅଧ୍ୟାପିକା ସାଗରିକା ଦାସ, ମନସ୍ତତ୍ତ୍ୱ ଡେମୋନଷ୍ଟ୍ରେଟର ରବିନ୍ଦ୍ର କୁମାର ମାର୍ଥା, ଗୃହ ବିଜ୍ଞାନ ଡେମୋନଷ୍ଟ୍ରେଟର କସ୍ତୁରୀ ପଟ୍ଟନାୟକ, ଗ୍ରନ୍ଥାଗାରୀକ ଅକ୍ରୁର ପ୍ରଧାନ, କ୍ରୀଡା ଶିକ୍ଷକ ବିଭୁଧେନ୍ଦୁ ମାନସିଂହ, କମ୍ପ୍ୟୁଟର ପ୍ରଶିକ୍ଷକ ଶିବ ଶଙ୍କର ପଣ୍ଡା, ଅଶୋକ କୁମାର୍ ସ୍ୱାଇଁ, ସିଦ୍ଧେଶ୍ୱର ନରେନ୍ଦ୍ର ସିଂହ, ପ୍ରଭାତ କୁମାର ବିଶ୍ୱାଳ, ମୃତ୍ୟୁଞ୍ଜୟ ମିସ୍ତ୍ରୀ, ରଜନୀକାନ୍ତ ମହାପାତ୍ର, ପ୍ରମିଳା ଜେନା, ସୁବାସ ବେହେରା  ଏବଂ ଗାୟତ୍ରୀ ପରିବାର ସଦସ୍ୟ ମନୋଜ ପାତ୍ରଙ୍କ ସମେତ ବିଦ୍ୟାଳୟର ୫୦ ରୁ ଉର୍ଦ୍ଧ୍ବ ଛାତ୍ରୀ ବିଦ୍ୟାଳୟ ଖେଳପଡିଆର ଶୋଭା ବୃଦ୍ଧି ନିମନ୍ତେ ଚତୁଃପାର୍ଶ୍ଵରେ ୫୦ ରୁ ଅଧିକ ଓଲଟ ଦେବଦାରୁ ବୃକ୍ଷ ରୋପଣ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର -ବାଲୁଗାଁ ଅଞ୍ଚଳର ବିଭିନ୍ନ ସାମ୍ବାଦିକ ବଂଧୁ ମାନେ ମଧ୍ୟ ଉପସ୍ଥିତ ଥିଲେ। ଗତ ୧୧ ତାରିଖରେ ବାଣପୁର -ବାଲୁଗାଁ ରୋଟାରୀ କ୍ଲବ ଏବଂ ବିଦ୍ୟାଳୟ ଯୁବ ରେଡକ୍ରସ୍ ମିଳିତ ଆନୁକୂଲ୍ୟରେ ପ୍ରାୟ ଏକଶତ ରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କରାଯାଇଥିଲା।

ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବନମହୋତ୍ସବ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନିଶାମୁକ୍ତି ମହାଅଭିଯାନ

August 19, 2026
Latest News

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026

ଏନ୍‌ଆଇସିୟୁରେ ଅଗ୍ନିକାଣ୍ଡ: ୩ ଶିଶୁ ମୃତ

August 24, 2026

ବଡ଼ ମାଓ ଡମ୍ପ୍‌ ଠାବ: ମାଟି ତଳୁ ମିଳିଲା ୨୩ ବନ୍ଧୁକ, ୪୯୨ ଗୁଳି

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.