Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ
ଆଞ୍ଚଳିକ

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଗପହଣ୍ଡି ଥାନା
ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅର୍ନ୍ତଗତ ପଦ୍ମନାଭ ପୁର ଗ୍ରାମ ମେଳା ମଣ୍ଡପ ସାହିର ଲକ୍ଷ୍ମଣ ସାହୁ ନାମକ ଜଣେ ବୟସ୍କ ବ୍ୟକ୍ତି ପୋଖରୀକୁ ଗାଧୋଇ ଯାଇ ବହୁତ ସମୟ ପରେ ଘରକୁ ଫେରିନଥିଲେ। ଯାହା ଫଳରେ ଘର ଲୋକେ ବହୁତ ଖୋଜା ଖୋଜି କରିଥିଲେ। ହେଲେ ସନ୍ଧାନ ନମିଳିବାରୁ ଥାନା ଓ ଅଗ୍ନିଶମ ବିଭାଗର ସାହାଯ୍ୟ ଲୋଡ଼ିଥିଲେ।

ଉଭୟ ବିଭାଗ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି କରି ଲକ୍ଷ୍ମଣ କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

ଦିଗପହଣ୍ଡି ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

February 27, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

ରଣପୁର ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନଶୁଣାଣୀ କାର୍ଯ୍ୟକ୍ରମ

February 23, 2026
Latest News

ପ୍ରତିବର୍ଷ ୧୦ ହଜାର ଭାରତୀୟଙ୍କୁ ଇସ୍ରାଏଲ ଦେବ ନିଯୁକ୍ତି?: ମୋଦି ଏବଂ ନେତାନ୍ୟାହୁଙ୍କ ବୈଠକରେ ନିଷ୍ପତ୍ତି

February 28, 2026

ବୁଲେଟ୍ ସ୍କୁଟି ମୁହାଁମୁହିଁ ଧକ୍କା: ଚାଳକ ମୃତ, ଅନ୍ୟ ୩ ଗୁରୁତର

February 28, 2026

ନବୀନ ପଟ୍ଟନାୟକ ଘୋଷଣା କଲେ ଦୁଇ ରାଜ୍ୟସଭା ପ୍ରାର୍ଥୀଙ୍କ ନାମ, ସେମାନଙ୍କ ନାମ ହେଲା

February 28, 2026

ଇରାନ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ: ତେହେରାନ ସମେତ ଅନେକ ସ୍ଥାନରେ ବିସ୍ଫୋରଣ

February 28, 2026

“ବିଶ୍ୱର ସବୁଠାରୁ ଦ୍ରୁତ ଗତିରେ ବଢୁଥିବା ଅର୍ଥନୀତି”: ମୁମ୍ବାଇରେ ପହଞ୍ଚି ଭାରତକୁ ପ୍ରଶଂସା କଲେ କାନାଡା ପିଏମ

February 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.