Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣି ଓ ସାମାଜିକ ସମୀକ୍ଷା 
ଆଞ୍ଚଳିକ

ବାଣପୁର: ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣି ଓ ସାମାଜିକ ସମୀକ୍ଷା 

July 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବୁଧବାର ପୂର୍ବାହ୍ନରେ ବାଣପୁର ବ୍ଲକ ସଭାଗୃହରେ ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଏକ ସାମାଜିକ ସମିକ୍ଷା ବୈଠକ ଓ ସାଧାରଣ ଜନଶୁଣାଣୀ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଜିଲ୍ଲା ଉପାଧ୍ୟକ୍ଷ ଗୋପୀନାଥ ମହାରଣା, ଅତିରିକ୍ତ ପ୍ରକଳ୍ପ ନିର୍ଦେଶକ କସ୍ତୁରୀବାଳା ଜେନା, ଭାରପ୍ରାପ୍ତ ବିଡ଼ିଓ ଟି. ପଦ୍ମନାଭ ଦୋରା, ମନରେଗା ସଂଯୋଜିକା ଜ୍ୟୋସ୍ନାମୟୀ ରାଉତ ଜିଲ୍ଲା ସାମାଜିକ ଅଡିଟର ପ୍ରଦୋଷ ମହାରଣା ଉପସ୍ଥିତ ରହି ଜଣାଶୁଣାଣି କରିଥିଲେ। ବିଗତ ବର୍ଷର ବିଭିନ୍ନ କାର୍ଯ୍ୟର ଅଗ୍ରଗତି ଓ ଶ୍ରମିକ ପ୍ରାପ୍ୟ ଉପରେ ଆଲୋଚନା କରାଯାଇ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରାଯାଇଥିଲା। ଉକ୍ତ ଯୋଜନାରେ ବିଭିନ୍ନ ଗ୍ରାମ ପଞ୍ଚାୟତକୁ ଆସିଥିବା ୨୩ଗୋଟି ଅମୃତ ସରୋବରରୁ କେବଳ ଗୋଟିଏ ପୋଖରୀର କାର୍ଯ୍ୟ ସମାପ୍ତ ହୋଇଥିବା ବେଳେ ଅନ୍ୟ ପୋଖରୀ ଗୁଡିକର କାର୍ଯ୍ୟ ସମାପ୍ତ ହୋଇନଥିବା ଜଣାପଡିଛି।

ତେବେ କାର୍ଯ୍ୟ କରିଥିବା ବ୍ୟକ୍ତି ମାନେ ସେମାନଙ୍କ ପ୍ରାପ୍ୟ ପାଇନଥିବାରୁ ବୈଠକରେ ଯୁକ୍ତିତର୍କ ହୋଇଥିବାର ଜଣାପଡିଛି। ପଞ୍ଚାୟତ ସମିତି ଅଧୀନରେ ଭେଟେଶ୍ୱର ପଞ୍ଚାୟତଶ୍ରମିକ ମାନଙ୍କ ନିମନ୍ତେ ଅଧିକ କାର୍ଯ୍ୟ ଦିବସ ସୃଷ୍ଟି କରିଥିବାରୁ ବୈଠକରେ ସରପଞ୍ଚ ସାବିତ୍ରୀ ଭୋଳଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା। ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ କାର୍ଯ୍ୟକ୍ଷମ ହେବାକୁ ଥିବା ବର୍ଷା ଦିନିଆ ପ୍ରକଳ୍ପ ଗୁଡିକୁ ଶୀଘ୍ର ଶେଷ କରିବାକୁ ବୈଠକରେ ପ୍ରାଥମିକତା ଦିଆଯାଇଥିଲା ।ଏହି ବୈଠକରେ ସମସ୍ତ ସରପଞ୍ଚ, ସମିତି ସଭ୍ଯ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଓ  ଜିଆରଏସ ମାନେ ଉପସ୍ଥିତ ଥିଲେ।

ଜନଶୁଣାଣି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.