Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ +୨ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ +୨ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କ ନିମନ୍ତେ ସ୍ୱାଗତ ଉତ୍ସବ

July 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଦୁଇଦିନ ଧରି +୨ କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ନବାଗତ ଛାତ୍ର ଛାତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ସ୍ୱାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପ୍ରାରମ୍ଭରେ ଛାତ୍ରଛାତ୍ରୀମାନଙ୍କୁ ଚନ୍ଦନ ଓ ପୁଷ୍ପ ଦିଆଯାଇ ଅନୁଷ୍ଠାନର ପ୍ରେକ୍ଷାଳୟ ଭବନକୁ ପାଛୋଟି ନିଆଯାଇଥିଲା। ପ୍ରଥମ ଦିବସ ଓ ଦ୍ୱିତୀୟ ଦିବସରେ ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପକ ତଥା ପୂର୍ବତନ +୨ ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର, ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା, ପ୍ରଶାସନିକ ଅଧିକାରୀ ଡ଼ଃ ସୁରପ୍ରତାପ ନରେନ୍ଦ୍ର ସିଂ ବର୍ମା,+୨ ଦାୟିତ୍ୱରେ ଥିବା ଅଧ୍ୟାପକ ଆଦିତ୍ୟ ସାରଥି ବେଦମତ୍ତା, ଅଧ୍ୟାପିକା ଡ଼ଃ ସୁଜାତା ମିଶ୍ର, ଅଧ୍ୟାପକ ଗୋଲକ କୁମାର ବେହେରା, ଅଧ୍ୟାପକ ଜୟନ୍ତ କୁମାର ବିହାରୀ, ଅଧ୍ୟାପକ ସୁବ୍ରତ କୁମାର ତ୍ରିପାଠୀ, ଅଧ୍ୟାପକ ଅଜୟ କୁମାର ଦାଶ, ଅଧ୍ୟାପିକା ସଂଘମିତ୍ରା ଘଟୁଆରୀ, ଅଧ୍ୟାପକ ଅରବିନ୍ଦ ନାୟକ, ଅଧ୍ୟାପିକା ଲକ୍ଷ୍ମୀପ୍ରିୟା ପଲେଇ, ଅଧ୍ୟାପିକା ଡ଼ଃ ଋତୁପର୍ଣ୍ଣା ମିଶ୍ର ଓ ଅଧ୍ୟାପିକା ଉତ୍କଳିକା ପାଢ଼ୀ ଯୋଗଦେଇଥିବା କଳା, ବିଜ୍ଞାନ, ବାଣିଜ୍ୟ ଓ ଧନ୍ଦାମୂଳକ ଶିକ୍ଷାର ଛାତ୍ରଛାତ୍ରୀମାନଙ୍କୁ ଅନୁଷ୍ଠାନର ଶ୍ରେଣୀଗୃହ, ସାଧାରଣ ପ୍ରକୋଷ୍ଠ, ପାଠାଗାର, ପରୀକ୍ଷାଗାର, +୨ କାର୍ଯ୍ୟାଳୟ, ପାଠ୍ୟ ଖସଡ଼ା, ରୋଟିନ, ମହାବିଦ୍ୟାଳୟ ର ଶୃଙ୍ଖଳା, +୨ ପରିଷଦର ନୀତିନିୟମ,ଆଣ୍ଟି ରାଗିଙ୍ଗ, ଆଭ୍ୟନ୍ତରିଣ ଅଭିଯୋଗ କମିଟି ଓ ସମୟାନୁବର୍ତ୍ତିତା ଇତ୍ୟାଦି ସମ୍ପର୍କରେ ଦିଗଦର୍ଶନ ପ୍ରଦାନ କରିଥିଲେ।

ଏହି କାର୍ଯ୍ୟକ୍ରମ ରେ ମହାବିଦ୍ୟାଳୟ ର ମନୋଜ କୁମାର ପରିମାଣିକ, ମୁକେଶ ମହାପାତ୍ର, ବିଭୁଦେନ୍ଦୁ ବିଧାର, ଗୋପୀନାଥ ସାହୁ ଓ ରଞ୍ଜନ କୁମାର ବାରିକ ଇତ୍ୟାଦି ସହଯୋଗ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ସ୍ୱାଗତ ଉତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025
Latest News

ଏସିଆ କପ୍ ହାରିବା ପରେ ପିଓକେରେ ଉତ୍ତେଜନା, ଶାହବାଜ ସରିଫଙ୍କ ବିରୋଧରେ ପ୍ରଦର୍ଶନ

September 29, 2025

ଦକ୍ଷିଣ ଓଡ଼ିଶାର ସ୍ଥାନ ପାଇବ ୧୪ ବରପୁତ୍ରଙ୍କ ପ୍ରତିମୂର୍ତ୍ତି, ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା

September 29, 2025

ବିହାର ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ: ଏନଡିଏ ନା ଇଣ୍ଡିଆ?, କିଏ ଗଢିବ ସରକାର

September 29, 2025

ପାକିସ୍ତାନ ଦଳର ଆତଙ୍କବାଦୀ ପ୍ରେମ!: ମାସୁଦ ଆଝାରଙ୍କ ପରିବାରକୁ ଦାନ କରିବ ମ୍ୟାଚ୍ ଫିସ୍

September 29, 2025

ବିବାହ ପାଇଁ ରାସ୍ତାରେ ହୋର୍ଡିଂ ଲଗାଇଲେ କନ୍ୟା, ଅନଲାଇନରେ ଆବେଦନ କରିବାକୁ ବରମାନଙ୍କୁ ଆହ୍ବାନ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.