Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସ: ଆଗାମୀ ଭବିଷ୍ୟତଙ୍କୁ ସମ୍ବୋଧିତ କଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ନାଚୁଣୀ ମହାବିଦ୍ୟାଳୟର ୪୫ ତମ ପ୍ରତିଷ୍ଠା ଦିବସ: ଆଗାମୀ ଭବିଷ୍ୟତଙ୍କୁ ସମ୍ବୋଧିତ କଲେ ଆଇନ ମନ୍ତ୍ରୀ

August 7, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା: ଆଜି ଚ଼ିଲିକା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ନାଚୁଣୀ ମହାବିଦ୍ୟାଳୟର ୪୫ତମ ପ୍ରତିଷ୍ଠା ଦିବସ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ରାଜ୍ୟ ତଥା ଦେଶର ଆଗାମୀ ଭବିଷ୍ୟତଙ୍କୁ ସମ୍ବୋଧିତ କରିଥିଲେ।

ମହାବିଦ୍ୟାଳୟ ହେଉଛି ଏକ ମନ୍ଦିର। ବିଦ୍ୟାର ଏହି ମନ୍ଦିରରୁ ଛାତ୍ରଛାତ୍ରୀ ମାନେ ଶିକ୍ଷା, ସଂସ୍କାର ଓ ଉତ୍ତମ ଚରିତ୍ର ଗଠନର ମାର୍ଗପ୍ରାପ୍ତ କରିଥାନ୍ତି, ଯାହା ସେମାନଙ୍କ ଭବିଷ୍ୟତକୁ ସରସ ଓ ସୁନ୍ଦର କରି ଗଢି ତୋଳିବାରେ ସହାୟକ ହୁଏ। ଏଥିପ୍ରତି ପ୍ରତ୍ୟେକ ଅଧ୍ୟାପକ ଓ ଅଧ୍ୟାପିକା ମାନେ ଦାୟିତ୍ୱବାନ ଏବଂ କର୍ତ୍ତବ୍ୟନିଷ୍ଠ ହେବା ଆବଶ୍ୟକ।

ଏକବିଂଶ ଶତାବ୍ଦୀର ଆବଶ୍ୟକତାକୁ ଲକ୍ଷ୍ୟ କରି ରାଜ୍ୟର ଯୁବବର୍ଗଙ୍କୁ ଦକ୍ଷ ଓ ସଶକ୍ତ କରିବା ସହ ଉତ୍ତମ ଶିକ୍ଷା ଭିତ୍ତିକ ଯୁବଶକ୍ତି ମାଧ୍ୟମରେ ସମୃଦ୍ଧ ତଥା ବିକଶିତ ଓଡିଶା ଗଠନ ଆମର ମୁଖ୍ୟ ଉଦ୍ଦେଶ୍ୟ।ଏଥିରେ ନାଚୁଣୀ ମହାବିଦ୍ୟାଳୟର ଅଧ୍ୟାପକ ଓ ଅଧ୍ୟାପିକା ମାନେ ନିଜର ଦାୟିତ୍ୱ ଏବଂ କର୍ତ୍ତବ୍ୟକୁ ସୂଚାରୁରୂପେ ନିର୍ବାହ କରିବା ପାଇଁ ଆଗେଇ ଆସିବାକୁ ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ଆହ୍ୱାନ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ନାଚୁଣୀ ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ଡ଼ାଃ ବିଭୂତି ଭୂଷଣ ହରିଚନ୍ଦନ , ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ,ନାଚୁଣୀ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜକିଶୋର ସାହୁ, ନାଚୁଣୀ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ପ୍ରସନ୍ନ କୁମାର ଶତପଥୀଙ୍କ ସମେତ ଅନ୍ୟ ବରିଷ୍ଠ ଅତିଥି ଗଣ ପ୍ରମୁଖ ଉପସ୍ଥିତ ଥିଲେ।

chilika
Share. Facebook Twitter LinkedIn Email WhatsApp Copy Link

Related Posts

ଲଗାଣ ବର୍ଷା ଯୋଗୁଁ ଭାଙ୍ଗିଲା ସ୍କୁଲ ପାଚେରୀ

October 29, 2025

ଚିଲିକା: ସ୍ମୃତିଚାରଣ ସଭାରେ ବରିଷ୍ଠ ନାଗରିକ ଓ ପ୍ରତିଭାଧାରୀଙ୍କୁ ସମ୍ବର୍ଦ୍ଧନା

October 28, 2025

ଭୁବନେଶ୍ୱର ‘ମା ଉର୍ତ୍ତର ମୁଖି ଫାଉଣ୍ଡେସନ’ ପକ୍ଷରୁ ମୋହିନୀ ପ୍ରମିଳା ବୃଦ୍ଧାଶ୍ରମରେ ସେବା କାର୍ଯ୍ୟ

October 27, 2025

ଚିଲିକାରେ ଜାତୀୟ କଂଗ୍ରେସ ପକ୍ଷରୁ ସାଙ୍ଗଠନିକ ବୈଠକ ଅନୁଷ୍ଠିତ

October 27, 2025
Latest News

ଛଟ ପୂଜାରେ ଇତିହାସ ସୃଷ୍ଟି କଲା ସ୍ୱଦେଶୀ ବଜାର: ସାରା ଦେଶରେ ହେଲା ୫୦ ହଜାର କୋଟିର ବ୍ୟବସାୟ

October 30, 2025

କ୍ରମାଗତ କମିବାରେ ଲାଗିଛି ସୁନାର ଚମକ: ଜାଣନ୍ତୁ ଆଜିର ମୂଲ୍ୟ

October 30, 2025

ଆଜି ମହିଳା ବିଶ୍ଵକପରେ ଭାରତ-ଅଷ୍ଟ୍ରେଲିଆ ଲଢେଇ: ଜାଣନ୍ତୁ ଟିମ୍ ଇଣ୍ଡିଆର ସେମିଫାଇନାଲ୍ ରେକର୍ଡ

October 30, 2025

ମାୟାପୁରୀ ବଡ ନାଳରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର

October 30, 2025

ସି ଜିନପିଙ୍ଗଙ୍କ ସହ ସାକ୍ଷାତ ପରେ ଟ୍ରମ୍ପଙ୍କ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି: ଚୀନ୍ ଉପରେ ହ୍ରାସ କଲେ ଶୁଳ୍କ

October 30, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.