Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଖୋର୍ଦ୍ଧା: ଟାଙ୍ଗୀ ବ୍ଲକରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଜନ ସୁରକ୍ଷା ପରିପୂର୍ତ୍ତି ସମାବେଶ
ଆଞ୍ଚଳିକ

ଖୋର୍ଦ୍ଧା: ଟାଙ୍ଗୀ ବ୍ଲକରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଜନ ସୁରକ୍ଷା ପରିପୂର୍ତ୍ତି ସମାବେଶ

August 8, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଟାଙ୍ଗୀ ବ୍ଲକ ବଡପୋଖରିଆ ଗ୍ରାମ ପଂଚାୟତ ଏବଂ ଓଳାସିଂହ ଗ୍ରାମ ପଂଚାୟତ ଠାରେ ଭାରତୀୟ ଷ୍ଟେଟ ବ୍ୟାଙ୍କ ପକ୍ଷରୁ ଜନ ସୁରକ୍ଷା ପରିପୁର୍ତ୍ତି ସମାବେଶ ଅନୁଷ୍ଠିତ ହୋଇଯାଇଅଛି। ଏଥିରେ ମୁଖ୍ୟ ଅତିଥି ଭାବେ ଶିରିଶ ଚନ୍ଦ୍ର ମୁର୍ମୁ, କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ, ମୁମ୍ବାଇ, ଡଃ ସାରଦା ପ୍ରସନ୍ନ ମହାନ୍ତି, କ୍ଷେତ୍ରୀୟ ନିର୍ଦ୍ଦେଶକ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ, ଭୁବନେଶ୍ୱର, ଏ ଡି ରତ୍ନ ତେଜା, ମୁଖ୍ୟ ମହାପ୍ରବନ୍ଧକ, ସ୍ଥାନୀୟ ମୁଖ୍ୟ କାର୍ଯ୍ୟାଳୟ, ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ, ଭୁବନେଶ୍ବର, ଗୌତମ ପାତ୍ର, ମୁଖ୍ୟ ମହା ପ୍ରବନ୍ଧକ, ୟୁକୋ ବ୍ୟାଙ୍କ, ଓଡ଼ିଶା, ଅନିତା ପଟ୍ଟନାୟକ, ମହାପ୍ରବନ୍ଧକ, ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ, ଭୁବନେଶ୍ୱର, ରେଣୁ ସେଠୀ, ସରପଞ୍ଚ, ବଡପୋଖରିଆ ଗ୍ରାମ ପଞ୍ଚାୟତ ଏବଂ ଶୁଭ ଦର୍ଶିନି ଭୋଳ, ସରପଞ୍ଚ, ଓଳା ସିଂହ ଗ୍ରାମ ପଞ୍ଚାୟତ ମଞ୍ଚାସୀନ ଥିଲେ।

ଏହି ସମାବେଶରେ ସାମାଜିକ ସୁରକ୍ଷା ଯୋଜନା ଗୁଡିକ ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ପୁରୁଣା ବ୍ୟାଙ୍କ ଖାତାରେ କିପରି ରି କେୱାସି କରିବେ, ଅଚଳ ଖାତାକୁ ପୁନଃ ବ୍ୟବହାର କରିବା, ଅଦାବି ଥିବା ଜମାରାଶି କିଭଳି ପାଇବେ ଏବଂ ସାଇବର ଠକେଇ ରୁ କିଭଳି ସୁରକ୍ଷା ପାଇବେ ସେ ସମ୍ବନ୍ଧରେ ପୁଙ୍ଖାନୁପୁଙ୍ଖ ଭାବେ ଜନସାଧାରଣ ଙ୍କୁ ଅବଗତ କରାଯାଇଥିଲା। ଏହି ସମାବେଶକୁ ଭଗତ ବେହେରା, କ୍ଷେତ୍ରୀୟ ପ୍ରବନ୍ଧକ, ଭାରତୀୟ ଷ୍ଟେଟ ବ୍ୟାଙ୍କ, ଖୋର୍ଦ୍ଧା, ଯୋଗଦେଇ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ।  ସେହିପରି ବ୍ୟାଙ୍କ ଓମ୍ବ ବଡସ୍ ମ୍ୟାନ ବିଷୟରେ ହିତାଧିକାରୀ ମାନଙ୍କୁ ବୁଝାଯାଇ ସି ଏସ ପି ମାଧ୍ୟମରେ କେ ୱାଇ ସି କରାଯାଇଥିଲା। ହରିଶଙ୍କର ତ୍ରିପାଠୀ ସଭା ସଂଯୋଜନା ଓ ପରିଚାଳନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବିଭିନ୍ନ ବ୍ୟାଙ୍କର କର୍ମ କର୍ତ୍ତା ଯୋଗଦେଇ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।

ଖୋର୍ଦ୍ଧା ଟାଙ୍ଗୀ ବ୍ଲକ ଭାରତୀୟ ଷ୍ଟେଟ ବ୍ୟାଙ୍କ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ଆଗାମୀ ପୌରସଂସ୍ଥା ଓ ପଂଚାୟତ ନିର୍ବାଚନ କାର୍ଯ୍ୟ ସମୀକ୍ଷା କଲେ ରାଜ୍ୟ ନିର୍ବାଚନ କମିଶନର

December 19, 2025

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ତ୍ରୀଦିବସୀୟ ଖୋର୍ଦ୍ଧା ଜିଲ୍ଲା ସ୍ତରୀୟ ଭାରତ ସ୍କାଉଟ ଗାଇଡ କାମ୍ପୋରି ଉଦଯାପିତ

December 17, 2025
Latest News

ସୁରକ୍ଷିତ, ସମ୍ମାନଜନକ ଏବଂ ଆବେଗପୂର୍ଣ୍ଣ କ୍ୟାମ୍ପସ ବାତାବରଣକୁ ଗୁରୁତ୍ୱ ଦିଏ ସୋଆ: ସୋଆ ଉପସଭାପତି

December 20, 2025

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.