Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ
ଆଞ୍ଚଳିକ

ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

August 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ଅଞ୍ଚଳରୁ
ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

ବାଲୁଗାଁ:-ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ନାଚୁଣି ଓ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ୨୨୭ ଲିଟର ଦେଶୀମଦ ଜବତ କରିବାସହ ୩ ଜଣଙ୍କୁ ଗିରଫ କରିଛି।ଖବର ମୁତାବକ ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟ୍ରୋଲିଂ ସମୟରେ ବାଣପୁର ଥାନା ଅନ୍ତର୍ଗତ ହରିପୁର ଛକ ଓ ଦଣ୍ଡି ଗାଡ଼ିଆ ଛକ ନିକଟରେ ଚୋରା ଦେଶୀ ମଦ ଚାଲାଣ ହେଉଥିବା ବେଳେ ଦୁଇ ଜଣଙ୍କୁ କାବୁ କରିବାସହ ସେମାନଙ୍କ ନିକଟରୁ ୨୦୭ ଲିଟର ଦେଶୀମଦ ଜବତ ହୋଇଥିଲା।

ଅଭିଯୁକ୍ତ ଦ୍ବୟ ହେଲେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖଜୁରୀ ସାହିର ବିଶ୍ୱନାଥ ଶବର ଓ ଅଭି ଶବର।ଅନୁରୂପ ଭାବେ ନାଚୁଣୀ ଥାନା ଅନ୍ତର୍ଗତ ସଲପଡିହ ଗ୍ରାମର ବାସୁଦେବ ଭୋଳଙ୍କ ନିକଟରୁ ୨୦ ଲିଟର ଦେଶୀମଦ ଜବତ କରାଯାଇଛି।ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ,କନେଷ୍ଟବଳ ରଞ୍ଜିତ ପଟେଲ,ସୁନିତା ମହାରଣା,କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚିଲିକା ଦେଶୀ ମଦ ବାଲୁଗାଁ ଅବକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026
Latest News

ରିଲାଏନ୍ସ ରିଟେଲ୍ ଦ୍ୱାରା ହିମାଳୟର ପ୍ରାକୃତିକ ଉତ୍ପାଦ ଉପରେ ଆଧାରିତ ସ୍କିନକେୟାର ବ୍ରାଣ୍ଡ ଅଧିଗ୍ରହଣ

March 9, 2026

ବିଶାଖାପାଟଣା–ରାୟଗଡା ମଧ୍ୟରେ ସମ୍ପୂର୍ଣ୍ଣ ମହିଳା କର୍ମଚାରୀଙ୍କ ଦ୍ୱାରା ପରିଚାଳିତ ଟ୍ରେନ୍‌ର ଶୁଭାରମ୍ଭ

March 9, 2026

ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ କରିଥିବା ଇଶାନ କିଶାନଙ୍କୁ କେତେ ପୁରସ୍କାର ରାଶି ମିଳିଥିଲା?: ଜାଣନ୍ତୁ….

March 9, 2026

ପୂର୍ବତଟ ରେଳପଥ ମଧ୍ୟଦେଇ ଚଳାଚଳ କରିବ ଦୁଇଟି ନୂତନ ଅମୃତ ଭାରତ ଏକ୍ସପ୍ରେସ ଟ୍ରେନ

March 9, 2026

ଇରାନ ବିରୁଦ୍ଧରେ ଯୁଦ୍ଧରେ ସାମିଲ ହେବାକୁ ଘୋଷଣା କଲା ତୁର୍କୀ: ମୁତୟନ କଲା ଯୁଦ୍ଧଜାହାଜ

March 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.