Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ
ଆଞ୍ଚଳିକ

ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

August 14, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ଅଞ୍ଚଳରୁ
ଚିଲିକା ଅଞ୍ଚଳରୁ ୨୨୭ ଲିଟର ଦେଶୀମଦ ଜବତ,୩ ଗିରଫ

ବାଲୁଗାଁ:-ବାଲୁଗାଁ ଅବକାରୀ ଅଧିକାରୀ ସୁଜିତ କୁମାର ମୁଦୁଲିଙ୍କ ନେତୃତ୍ୱରେ ନାଚୁଣି ଓ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ୨୨୭ ଲିଟର ଦେଶୀମଦ ଜବତ କରିବାସହ ୩ ଜଣଙ୍କୁ ଗିରଫ କରିଛି।ଖବର ମୁତାବକ ବାଲୁଗାଁ ଅବକାରୀ ବିଭାଗ ପକ୍ଷରୁ ଗୁରୁବାର ପୂର୍ବାହ୍ନରେ ପାଟ୍ରୋଲିଂ ସମୟରେ ବାଣପୁର ଥାନା ଅନ୍ତର୍ଗତ ହରିପୁର ଛକ ଓ ଦଣ୍ଡି ଗାଡ଼ିଆ ଛକ ନିକଟରେ ଚୋରା ଦେଶୀ ମଦ ଚାଲାଣ ହେଉଥିବା ବେଳେ ଦୁଇ ଜଣଙ୍କୁ କାବୁ କରିବାସହ ସେମାନଙ୍କ ନିକଟରୁ ୨୦୭ ଲିଟର ଦେଶୀମଦ ଜବତ ହୋଇଥିଲା।

ଅଭିଯୁକ୍ତ ଦ୍ବୟ ହେଲେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ଖଜୁରୀ ସାହିର ବିଶ୍ୱନାଥ ଶବର ଓ ଅଭି ଶବର।ଅନୁରୂପ ଭାବେ ନାଚୁଣୀ ଥାନା ଅନ୍ତର୍ଗତ ସଲପଡିହ ଗ୍ରାମର ବାସୁଦେବ ଭୋଳଙ୍କ ନିକଟରୁ ୨୦ ଲିଟର ଦେଶୀମଦ ଜବତ କରାଯାଇଛି।ସମସ୍ତ ଅଭିଯୁକ୍ତଙ୍କ ବିରୁଦ୍ଧରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରୀ ଶ୍ରୀ ମୁଦୁଲି କହିଛନ୍ତି।ଏହି ଚଢ଼ାଉରେ ବାଲୁଗାଁ ଅବକାରୀ ଅଧିକାରୀ ଶ୍ରୀ ମୁଦୁଲିଙ୍କ ସମେତ ଏସଆଇ ମୀନକେତନ ମହାଳିକ,କନେଷ୍ଟବଳ ରଞ୍ଜିତ ପଟେଲ,ସୁନିତା ମହାରଣା,କାଳୁ ପ୍ରଧାନ ପ୍ରମୁଖ ସାମିଲ ଥିଲେ।

ଚିଲିକା ଦେଶୀ ମଦ ବାଲୁଗାଁ ଅବକାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଉପ ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଚିଲିକା ଦେଶୀ ଡଙ୍ଗା ଚାଳନା ପ୍ରତିଯୋଗିତା ଉଦ୍ଘାଟିତ

January 6, 2026

ଭୀମ ଭୋଇ କଲେଜରେ ରକ୍ତଦାନ ଶିବିର: ୨୫ ୟୁନିଟ୍ ରକ୍ତ ସଂଗ୍ରହ

January 6, 2026

ବାଲୁଗାଁ: ସତସଙ୍ଗ ଶ୍ରୀମନ୍ଦିରରେ ନବମ ବାର୍ଷିକ ଉଦବୋଧନ ସ୍ମୃତି ମହୋତ୍ସବ

January 5, 2026

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ଲାଷ୍ଟିକ ମୂକ୍ତ ଧାରଣୀୟ କ୍ୟାମ୍ପସ ସଚେତନତା କାର୍ଯ୍ୟକ୍ରମ

January 3, 2026
Latest News

ରାଶିଫଳ: ଆଜି ଡିସେମ୍ବର ୮ ତାରିଖ ଗୁରୁବାରରେ ଚାରୋଟି ରାଶି ପାଇଁ ରହିଛି ବେଶ୍ ଖୁସି ଖବର

January 8, 2026

କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

January 7, 2026

ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥା ହେଲେ ଇସ୍ରାଏଲ ପ୍ରଧାନମନ୍ତ୍ରୀ

January 7, 2026

ମା ଭଗବତୀ ମନ୍ଦିର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

January 7, 2026

କେଳୁଚରଣ କୀର୍ତ୍ତି ଶତକମ୍: ପାଳନ ହେବ ଗୁରୁ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ

January 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.