Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ

August 15, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ
ଗୋଦାବରୀଶ ମହାବିଦ୍ୟାଳୟରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା କାର୍ଯ୍ୟକ୍ରମ

ବାଣପୁର: ଗତକାଲି ପୂର୍ବାହ୍ଣରେ ବାଣପୁର ସ୍ଥିତ ଗୋଦାବରୀଶ ମହାବିଦ୍ୟାଳୟ ଅଧ୍ୟକ୍ଷ ଡଃ. ଏସ୍.ପି.ଏନ୍.ଏସ୍ ବର୍ମାଙ୍କର କରକମଳରେ ପ୍ରତିଘରେ ତ୍ରିରଙ୍ଗା ଯାତ୍ରା ଉଦଘାଟିତ ହୋଇଯାଇଛି। ଏହି ଯାତ୍ରାରେ ଏନ୍ ସିସି କ୍ୟାଡେଟ୍ ରୋଭର ଓ ରେଞ୍ଜର, ରେଡକ୍ରସ୍ .ଏନ୍.ଏସ୍.ଏସ୍. ଓ ତିନିଶହ ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ପ୍ରତ୍ୟକ୍ଷ ଭାବରେ ଯୋଗଦେଇ ବିଭିନ୍ନ ସ୍ଲୋଗାନ୍ ସହ ମହାବିଦ୍ୟାଳୟର ମୁଖ୍ୟ ଫାଟକଠାରୁ ଗୋବିନ୍ଦପୁର ଛକ, କଲେଜ ଛକ, ମା’ ଭଗବତୀ ମନ୍ଦିର, ଦାଶରଥପୁର ଓ ଅଚ୍ୟୁତରାଜପୁର ଗ୍ରାମ ଦେଇ ଫେରିଥିଲେ।

ଏହି ଯାତ୍ରାର ସଂଚାଳନ ଅଧ୍ୟାପକ ଆଦିତ୍ୟସାରଥି ବେଦମତ୍ତା, ଜୟନ୍ତ ବିହାରୀ, କ୍ୟାପଟେନ୍ ଡଃ. ଗୁରୁକିଶୋର ନାୟକ, ଡଃ ସତ୍ୟାନନ୍ଦ ମହାରଣା, ସୁଜିତ କୁମାର ପାଣ୍ଡେ, ଡଃ ଅରବିନ୍ଦ ନାୟକ, ପୃଥୀରାଜ ପ୍ରଧାନ,ପ୍ରଶାନ୍ତ ହୋତା,ଦିବାକର ସାହୁ,ଅଶ୍ବିନୀ କୁମାର ବାରିକ, ଅଧ୍ୟାପିକା ଡଃ. ଲକ୍ଷ୍ମୀପ୍ରିୟା ପଲାଇ,ଅନିତା ସାହୁ, ବଡବାବୁ ଦୁର୍ଯ୍ୟୋଧନ ସାହୁ ଇତ୍ୟାଦି ଯୋଗଦେଇ ତ୍ରିରଙ୍ଗା ଶୋଭାଯାତ୍ରାକୁ ସାଫଲ୍ୟମଣ୍ଡିତ କରିବା ସ‌ହିତ ଜନସଚେତନତା ସୃଷ୍ଟି କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମା’ ତାରିଣୀଙ୍କ ପୀଠରେ ବିଶ୍ୱଶାନ୍ତି ଗୀତା ମହାଯଜ୍ଞ ଓ ଅଷ୍ଟ ଶମ୍ଭୁ ମିଳନ

April 17, 2026

ଓଡିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ଜାତପଦ୍ମାଙ୍କ ସଫଳତା: ସିବିଏସଇ ପରୀକ୍ଷାରେ ରଖିଲେ ୯୮% ନମ୍ବର

April 17, 2026

ଉମାମହେଶ୍ବର ଦେବଙ୍କ ପୀଠରେ ଅଷ୍ଟଶମ୍ଭୁ ମିଳନ ମହୋତ୍ସବ

April 15, 2026

ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ ଶୋଭାଯାତ୍ରା

April 14, 2026
Latest News

‘ମହିଳା ସଂରକ୍ଷଣ ଆଳରେ କ୍ଷମତାରେ ରହିବା ପାଇଁ ଷଡଯନ୍ତ୍ର’: ବିଜେପି ଉପରେ ବର୍ଷିଲେ ପ୍ରିୟଙ୍କା

April 18, 2026

‘ବିଜେପି ପ୍ରାର୍ଥୀଙ୍କ ପାଇଁ ପୋଷ୍ଟର ବାଣ୍ଟୁଛନ୍ତି ସିଆରପିଏଫ’: ଗମ୍ଭୀର ଅଭିଯୋଗ ଆଣିଲା ଟିଏମସି

April 18, 2026

ମହିଳା ସଂରକ୍ଷଣ ବିଲ୍ ଉପରେ ଅପର୍ଣ୍ଣା ଯାଦବଙ୍କ ଆକ୍ରୋଶ: ଜାଲିଲେ ଏସପି ଏବଂ କଂଗ୍ରେସର ପତାକା

April 18, 2026

ହରମୁଜ୍ ସଙ୍କଟ ମଧ୍ୟରେ ଡୋନାଲ୍ଡ ଟ୍ରମ୍ପ୍ ଙ୍କ ବଡ଼ ନିଷ୍ପତ୍ତି: ରୁଷରୁ ତେଲ କିଣିବା ଜାରି ରଖିବ ଭାରତ

April 18, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.