Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବିଶାଳ ଚକ୍ଷୁ ଚିକିତ୍ସା ଶିବିର
ଆଞ୍ଚଳିକ

ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବିଶାଳ ଚକ୍ଷୁ ଚିକିତ୍ସା ଶିବିର

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Banpur-Balugaon Rotary Club
ବାଣପୁର-ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ବିଶାଳ ଚକ୍ଷୁ ଚିକିତ୍ସା ଶିବିର

ବାଣପୁର: ଆଜି ବାଣପୁର ବାଲୁଗାଁ ରୋଟାରୀ କ୍ଳବ ପକ୍ଷରୁ ଏକ ବିଶାଳ ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ ବାଣପୁର ବ୍ଳକର ଭେଟେଶ୍ବର ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟରେ କରାଯାଇଅଛି। ଭୂବନେଶ୍ବର ରୋଟାରୀ କ୍ଳବ ପକ୍ଷରୁ ଏକ ଭ୍ରାମ୍ୟମାଣ ଚକ୍ଷୁ ଚିକିତ୍ସା ଯାନ, ଭିଜନ କେଆର ହସ୍ପିଟାଲ ଓ ଖୋର୍ଦ୍ଧା ଜିଲ୍ଲା ମୂଖ୍ୟ ଚିକିତ୍ସାଳୟର ଚକ୍ଷୁ ବିଶେଷଜ୍ଞ ଡାକ୍ତର ଅଜୟ କୁମାର ସିଂ, ବାଣପୁର ଗୋଷ୍ଠୀ ସ୍ବାସ୍ଥ୍ଯ କେନ୍ଦ୍ରର ଚକ୍ଷୁ ଚିକିତ୍ସା ଅଧିକାରୀ ଅନସୂୟା ମହାନ୍ତି, ବରିଷ୍ଠ ଚକ୍ଷୁ ଚିକିତ୍ସା ଅଧିକାରୀ ତଥା କ୍ଳବର ପ୍ରାକ୍ତନ ସଭାପତି ବିଜୟ କୁମାର ବେହେରା ତଥା ଅନ୍ୟାନ୍ୟ ସହାୟକ ମାନଙ୍କ ସହାୟତାରେ ୧୪୫ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ଆବଶ୍ଯକ ଥିବା ଔଷଧ ଓ ଚଷମା ଆଦି ବଣ୍ଟନ କରାଯାଇଅଛି। ସେଥିମଧ୍ୟରୁ ୬ ଜଣଙ୍କୁ ମୋତିଆବିନ୍ଦୁ ଅସ୍ତ୍ରୋପଚାର ନିମନ୍ତେ ଚିହ୍ନଟ କରାଯାଇ ସେମାନଙ୍କୁ ଭୂବନେଶ୍ବର ରୋଟାରୀ ଚକ୍ଷୁ ଚିକିତ୍ସାଳୟ ପକ୍ଷରୁ ବ୍ଯବସ୍ଥିତ ଗାଡିରେ ଭୂବନେଶ୍ବର ନିଆଯାଇଛି।

ଶିବିରକୁ ଭେଟେଶ୍ବର ସରପଞ୍ଚ ତଥା କ୍ଳବର ସଦସ୍ୟା ସାବିତ୍ରୀ ଭୋଳ ଉଦ୍‌ଘାଟନ କରିଥିଲେ। କ୍ଳବର ସଭାପତି ସୁନୀଲ କୁମାର ପାତ୍ର, ସଂପାଦକ ହିମାଂଶୁ କୁମାର ପାତ୍ର, ପ୍ରାକ୍ତନ ସଭାପତି ଧୀରେନ୍ଦ୍ରନାଥ ପାତ୍ର, ରବିନାରାୟଣ ନାୟକ, ଅଶୋକ କୁମାର ପାତ୍ର, ନନ୍ଦକିଶୋର ମିଶ୍ର, ଅନଙ୍ଗଭୀମ ବିଶ୍ବାଳ, ଜଗଦୀଶ ପ୍ରସାଦ ଲାଖୋଟିଆ, ରବିନାରାୟଣ ପାଲ ଙ୍କ ସମେତ ସଭ୍ଯ ଡ.ଚିନ୍ତାମଣି ମିଶ୍ର, କ୍ଯାପଟେନ ଭବାନୀ ପ୍ରସାଦ ହୋତା, ସଂଜୟ କୁମାର ସାହୁ, ପ୍ରଶାନ୍ତ କୁମାର ଚୌଧୁରୀ, ଅଶୋକ କୁମାର ନାୟକ ପ୍ରମୁଖ ପରିଚାଳନା କରିଥିଲେ।

ବାଣପୁର-ବାଲୁଗାଁ ବିଶାଳ ଚକ୍ଷୁ ଚିକିତ୍ସା ଶିବିର ରୋଟାରୀ କ୍ଳବ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶାଖା ସ୍ତରୀୟ ଜୀବନ ବୀମା: ଏଜେଣ୍ଟ ଲିଆଫି ସମାବେଶ

October 9, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ଜନଶୁଣାଣି ଶିବିର

October 6, 2025

ଚିଲିକା ବନ୍ୟପ୍ରାଣୀ ଡିଭିଜନ୍ ପକ୍ଷରୁ ୭୧ ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ

October 5, 2025

ଆରଏସଏସ ବାଣପୁର ପକ୍ଷରୁ ଶତାବ୍ଦୀ ଉଦ୍ଘାଟନ ଉତ୍ସବ ଓ ପଥ ସଞ୍ଚଳନ

October 5, 2025
Latest News

ଜିଲ୍ଲା ଉନ୍ନୟନ ସମନ୍ୱୟ ଏବଂ ପରିଚାଳନା କମିଟି ବୈଠକ: ଭୁବନେଶ୍ଵର ସାଂସଦ ଦେଲେ ଏହି ନିର୍ଦ୍ଦେଶ

October 10, 2025

Viksit Odisha 2036: ଭୁବନେଶ୍ୱର ଠାରେ ବିକଶିତ ଭାରତ ଓ ବିକଶିତ ଓଡିଶା ସମ୍ମିଳନୀ ଆୟୋଜିତ

October 10, 2025

Travel Health Clinic: ଏମ୍ସ ଭୁବନେଶ୍ୱରରେ ଟ୍ରାଭେଲ୍ ହେଲ୍ଥ କ୍ଲିନିକ୍ ଜାତୀୟ ସମ୍ମିଳନୀ, ବିଶେଷଜ୍ଞମାନେ କହିଲେ… 

October 10, 2025

Odisha IAS Reshuffle: ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, କେନ୍ଦ୍ରକୁ ଗଲେ ତିନି

October 10, 2025

ମଦ ବିକ୍ରି ବନ୍ଦ ଦାବିରେ ଉପଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ

October 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.