Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ
ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ

ବାଣପୁର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ-୨ ପରିସରରେ ବରିଷ୍ଠ ନାଗରିକ ସଂଘ, ବାଣପୁରର ପ୍ରଥମ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ। ବରିଷ୍ଠ ନାଗରିକ ଏ ଦେଶ ଓ ଜାତିର କର୍ଣ୍ଣଧାର, ସେମାନଙ୍କ ବଳିଷ୍ଠ ଉପଦେଶ ଓ ଦିଗଦର୍ଶନ ଆମ ସମାଜକୁ ଅଧିକ ଉନ୍ନତ କରିଥାଏ। ବରିଷ୍ଠ ନାଗରିକଙ୍କ ସୁରକ୍ଷା ଓ ସମ୍ମାନ ଆମ ସମସ୍ତଙ୍କ ଦାୟିତ୍ୱ ଅଟେ। ସମାଜ ଗଠନରେ ସେମାନଙ୍କର ଅବଦାନ ସର୍ବଦା ସ୍ମରଣୀୟ। ଆସନ୍ତୁ ସେମାନଙ୍କ ସମ୍ମାନ, ସୁରକ୍ଷା ଏବଂ ସୁସ୍ଥତା ପାଇଁ ଆମେ ସମସ୍ତେ ଯତ୍ନବାନ୍ ହେବା ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବରିଷ୍ଠ ନାଗରିକ ସଂଘର‌ ମୁଖ୍ୟ ଉପଦେଷ୍ଟା ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକ, ଚ଼ିଲିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ, ସଂଘର ସଭାପତି ଡ଼ଃ ଚିନ୍ତାମଣି ମିଶ୍ର, ଉପସଭାପତି ଗୋଲକ‌ ବିହାରୀ ପରିଡ଼ା, ସଭ୍ୟ ନନ୍ଦକିଶୋର ମିଶ୍ରଙ୍କ ସମେତ ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଥମ ବାର୍ଷିକ ଉତ୍ସବ ବରିଷ୍ଠ ନାଗରିକ ସଂଘ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026

ଲେପଟନାଣ୍ଟ ଲକ୍ଷ୍ମୀପ୍ରିୟା ଚାନ୍ଦଙ୍କର ଦର୍ଶନ ଶାସ୍ତ୍ରରେ ପିଏଚ୍‌ଡି ଲାଭ

January 24, 2026

ଛତିଶଗଡ଼ ଜାତୀୟ ରୋଭର୍ସ-ରେଞ୍ଜର୍ସ ଜାମ୍ବୋରୀରେ ବାଣପୁର ଗୋଦାବରୀଶ ମହାବିଦ୍ୟାଳୟର ସଫଳତା

January 22, 2026

ବାଣପୁର: ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ ପାଳନରେ ଯୋଗଦେଲେ ଆଇନ ମନ୍ତ୍ରୀ

January 21, 2026
Latest News

ଆଜି ଗୌହାଟିରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ ମ୍ୟାଚ୍ ପୂର୍ବାନୁମାନ

January 25, 2026

ଆଜି ବଢିଲା ନା କମିଲା?: ଜାଣନ୍ତୁ ଜାନୁଆରୀ 25 ତାରିଖର ସୁନାର ମୂଲ୍ୟ

January 25, 2026

JioBlackRock Fund: ଜିଓ-ବ୍ଲାକରକ୍ ପକ୍ଷରୁ ‘ଜିଓ-ବ୍ଲାକରକ୍ ସେକ୍ଟର ରୋଟେସନ୍ ଫଣ୍ଡ’ ଶୁଭାରମ୍ଭ

January 25, 2026

BCCI ବିରୋଧରେ ବିଷ ଓଗାଳିଲେ ପୂର୍ବତନ PCB ମୁଖ୍ୟ: ICCକୁ କହିଲେ, “ଭାରତୀୟ କ୍ରିକେଟ ପରିଷଦ”

January 25, 2026

ଅଭିଜିତ ମଜୁମଦାରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଶୋକ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.