Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ
ବାଣପୁର ବରିଷ୍ଠ ନାଗରିକ ସଂଘର ପ୍ରଥମ ବାର୍ଷିକ ଉତ୍ସବ: ଯୋଗ ଦେଲେ ଆଇନ ମନ୍ତ୍ରୀ

ବାଣପୁର: ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ଅନ୍ତର୍ଗତ ବାଣପୁର ସରକାରୀ ଉଚ୍ଚ ବିଦ୍ୟାଳୟ-୨ ପରିସରରେ ବରିଷ୍ଠ ନାଗରିକ ସଂଘ, ବାଣପୁରର ପ୍ରଥମ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ସଭାକୁ ସମ୍ବୋଧିତ କରିଥିଲେ। ବରିଷ୍ଠ ନାଗରିକ ଏ ଦେଶ ଓ ଜାତିର କର୍ଣ୍ଣଧାର, ସେମାନଙ୍କ ବଳିଷ୍ଠ ଉପଦେଶ ଓ ଦିଗଦର୍ଶନ ଆମ ସମାଜକୁ ଅଧିକ ଉନ୍ନତ କରିଥାଏ। ବରିଷ୍ଠ ନାଗରିକଙ୍କ ସୁରକ୍ଷା ଓ ସମ୍ମାନ ଆମ ସମସ୍ତଙ୍କ ଦାୟିତ୍ୱ ଅଟେ। ସମାଜ ଗଠନରେ ସେମାନଙ୍କର ଅବଦାନ ସର୍ବଦା ସ୍ମରଣୀୟ। ଆସନ୍ତୁ ସେମାନଙ୍କ ସମ୍ମାନ, ସୁରକ୍ଷା ଏବଂ ସୁସ୍ଥତା ପାଇଁ ଆମେ ସମସ୍ତେ ଯତ୍ନବାନ୍ ହେବା ବୋଲି ମାନ୍ୟବର ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ମତବ୍ୟକ୍ତ କରିଥିଲେ।

ଏହି କାର୍ଯ୍ୟକ୍ରମ ଅବସରରେ ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ବରିଷ୍ଠ ନାଗରିକ ସଂଘର‌ ମୁଖ୍ୟ ଉପଦେଷ୍ଟା ପ୍ରଫେସର ନଳିନୀକାନ୍ତ ପଟ୍ଟନାୟକ, ଚ଼ିଲିକା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଲଳିତ ମୋହନ ପଟ୍ଟନାୟକ, ସଂଘର ସଭାପତି ଡ଼ଃ ଚିନ୍ତାମଣି ମିଶ୍ର, ଉପସଭାପତି ଗୋଲକ‌ ବିହାରୀ ପରିଡ଼ା, ସଭ୍ୟ ନନ୍ଦକିଶୋର ମିଶ୍ରଙ୍କ ସମେତ ସଂଘର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରଥମ ବାର୍ଷିକ ଉତ୍ସବ ବରିଷ୍ଠ ନାଗରିକ ସଂଘ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

ତୋରସିଂହ ଗ୍ରାମପଞ୍ଚାୟତର କାର୍ଯ୍ୟାଳୟ ଗୃହର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମନ୍ତ୍ରୀ ଓ ସାଂସଦ

September 9, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026

ବାଣପୁରରେ ସାକ୍ଷରତା ଦିବସ ଉପଲକ୍ଷେ ୩୫ ଜଣ ସମ୍ମାନିତ

September 9, 2026
Latest News

ୟୁଏଇରେ ନିବେଶ ଅଭିଯାନ ଶେଷ: ୨,୪୩,୧୬୨ କୋଟିର ପ୍ରସ୍ତାବ ଏବଂ ୬,୧୮,୭୨୫ଟି ନିଯୁକ୍ତି ସମ୍ଭାବନା

September 11, 2026

ଏସ୍‌ବିଆଇ-ଓଡ଼ିଶା ପୁଲିସ ଏମ୍‌ଓୟୁ: ଯବାନଙ୍କୁ ମିଳିବ ୫୦ ଲକ୍ଷର ଦୁର୍ଘଟଣା ବୀମା ଓ ବିଭିନ୍ନ ଅତିରିକ୍ତ ସୁବିଧା

September 11, 2026

ଭିଜିଲାନ୍ସ ଜାଲରେ ପୋଲିସ ବାବୁ: ଲାଞ୍ଚ ନେବା ବେଳେ ବନ୍ଧା ହେଲେ ଏଏସଆଇ

September 11, 2026

ଆର୍‌ଆଣ୍ଡ୍‌ବିରେ ଆର୍ଥିକ ଅନିୟମିତତା ଅଭିଯୋଗ: ସରକାରଙ୍କ କଡ଼ା ଆକ୍ସନ, ଯନ୍ତ୍ରୀ ଅପସାରିତ

September 11, 2026

ଇସ୍ରାଏଲ୍ ସେନାର ପ୍ରଚଣ୍ଡ ଆକ୍ରମଣ: ହିଜ୍‌ବୁଲାର ୨ କିମି ସୁଡ଼ଙ୍ଗ ଧୂଳିସାତ୍‌

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.