Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର
ଆଞ୍ଚଳିକ

ଗମ୍ଭାରୀମୁଣ୍ଡାରେ ରୋଟାରୀ କ୍ଲବ୍ ପକ୍ଷରୁ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର

August 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର
ଚିଲିକା -ବାଲୁଗାଁ ରୋଟାରୀ କ୍ଲବ୍ ପକ୍ଷରୁ ଆଜି ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପ ଠାରେ ଏକ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି I

ବାଣପୁର: ଚିଲିକା -ବାଲୁଗାଁ ରୋଟାରୀ କ୍ଲବ୍ ପକ୍ଷରୁ ଆଜି ଗମ୍ଭାରୀମୁଣ୍ଡା ସ୍ଥିତ ପତିତପାବନ କଲ୍ୟାଣ ମଣ୍ଡପ ଠାରେ ଏକ ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ରୋଟାରୀ କ୍ଲଵର ସଭାପତି ରୋଟାରିଆନ ଗଜେନ୍ଦ୍ର ସେଠି ଓ ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚିକିତ୍ସକ ରୋଟାରୀଆନ ଡାକ୍ତର ସୁରେନ୍ଦ୍ରନାଥ ଦାସଙ୍କ ନେତୃତ୍ୱରେ ଅୟୋଜିତ ଉକ୍ତ ଦାତବ୍ୟ ଚିକିତ୍ସା ଶିବିରରେ ବ୍ରହ୍ମପୁରସ୍ଥିତ ରୁବି ଚକ୍ଷୁ ଚିକିତ୍ସାଳୟର ଡାକ୍ତର ସାକ୍ଷୀ ନଉଟିଆଲ, ଡାକ୍ତର ପ୍ରତିମା ଗୌଡ଼,ଡାକ୍ତର ସୁଜିତ୍ କୁମାର ଦାଶ ଓ ସହକର୍ମୀବୃନ୍ଦ ଚିକିତ୍ସାରେ ସହୟତା କରିଥିଲେ। ଏଥିରେ ବାଣପୁର ଓ ଗମ୍ଭାରୀମୁଣ୍ଡା ଅଞ୍ଚଳର ପଚାଶରୁ ଉର୍ଦ୍ଧ୍ବ ରୋଗୀଙ୍କର ଚକ୍ଷୁ ଚିକିତ୍ସା କରାଯାଇଥିଲା।

ଚିଲିକା- ବାଲୁଗାଁ ରୋଟାରୀ କ୍ଲବର ସମ୍ପାଦକ ରୋଟରିଆନ ଯଦୁମଣୀ ତରାଇ , ପୂର୍ବତନ ସଭାପତି ସତ୍ୟେନ୍ଦ୍ର ସ୍ୱାଇଁ, ଜାନକୀବଲ୍ଲଭ ପଟ୍ଟନାୟକ, ଡ଼କ୍ଟର କୈଳାସ ଚନ୍ଦ୍ର ମହାରଣା, ଭାଗିରଥୀ ସ୍ୱାଇଁ, ସୁକାନ୍ତ ବିଶ୍ୱାଳ ଉପସ୍ଥିତି ରହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏଥିରେ ନବାଗତ ରୋଟାରିଆନ ସୁରେଶ ମହାପାତ୍ର ,ଦ୍ୱାରିକାନାଥ ନନ୍ଦ,ପୀୟୁଷ ପ୍ରସାଦ ହରିଚନ୍ଦନ,ଭାଗିରଥୀ ସ୍ୱାଇଁ, କେଳୁଚରଣ ଖୁଣ୍ଟିଆ ପ୍ରମୁଖ ରୋଗୀମାନଙ୍କୁ ସ୍ଵାଗତ କରିବା ସହିତ ସହାୟତା ପ୍ରଦାନ କରିଥିଲେ।

ଗମ୍ଭାରୀମୁଣ୍ଡା ଚିଲିକା -ବାଲୁଗାଁ ରୋଟାରୀ କ୍ଲବ୍ ବାଣପୁର ମାଗଣା ଚକ୍ଷୁ ଓ ସ୍ୱାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026

ପଖାଳ ଦିବସରେ ବାଣପୁରରେ ପ୍ରଚଳିତ ମା’ଭଗବତୀଙ୍କ ଅତିପ୍ରିୟ ପଖାଳ ଭୋଗ ଲୋକକଥା

March 20, 2026

ଖୋଲିଲା ମା’ ଭଗବତୀ ମନ୍ଦିର ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ଦାନ ଅର୍ଥ କେତେ?

March 16, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026
Latest News

ଦୁଷ୍କର୍ମ ଅଭିଯୋଗ ମାମଲା: ୭ ମାସ ଧରି ଫେରାର ଥିବା ଆପ ବିଧାୟକଙ୍କୁ ଗିରଫ କଲା ପୋଲିସ

March 25, 2026

‘ଚୁକ୍ତିରେ ରାଜି ହେଲା ଇରାନ, ଆମ ପାଇଁ ପଠାଇଲା ଅତ୍ୟନ୍ତ ମୂଲ୍ୟବାନ ଉପହାର’: ଟ୍ରମ୍ପଙ୍କ ବଡ଼ ଦାବି

March 25, 2026

ଆଜି ଖୋଲିବ ରତ୍ନ ଭଣ୍ଡାରର ସିନ୍ଧୁକ, ହେବ ଗଣତିମଣତି

March 25, 2026

୩ ନିଲମ୍ବିତ କଂଗ୍ରେସ ବିଧାୟକଙ୍କ କୁଶପୁତ୍ତଳିକା ଦାହ କଲା ଯୁବ କଂଗ୍ରେସ

March 25, 2026

ସିପିଗ୍ରାମ୍ସ ପୋର୍ଟାଲ ଦ୍ଵାରା ଢେଙ୍କାନାଳରେ ପାନୀୟ ଜଳ ସମସ୍ୟାର ହେଲା ସମାଧାନ

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.