Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ
ଆଞ୍ଚଳିକ

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର ବଜାର ଚିଆଙ୍କ ସାହି ଛକରେ ଥିବା ଏକ ମେଡ଼ିସିନ ଦୋକାନରେ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଡ଼ିସିନ ଜଳିପୋଡ଼ି ପାଉଁଶ ହୋଇଯାଇଛି l
ବାଣପୁର ବଜାର ଚିଆଙ୍କ ସାହି ଛକରେ ଥିବା ଏକ ମେଡ଼ିସିନ ଦୋକାନରେ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଡ଼ିସିନ ଜଳିପୋଡ଼ି ପାଉଁଶ ହୋଇଯାଇଛି l

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ବଜାର ଚିଆଙ୍କ ସାହି ଛକରେ ଥିବା ଏକ ମେଡ଼ିସିନ ଦୋକାନରେ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ମେଡ଼ିସିନ ଜଳିପୋଡ଼ି ପାଉଁଶ ହୋଇଯାଇଛି। ସୂଚନା ମୁତାବକ ବାଣପୁର ବ୍ଲକ ବରଡ଼ି ଗ୍ରାମର ଶ୍ରୀଧର ପଟ୍ଟନାୟକ ଦୀର୍ଘ ବର୍ଷ ହେଲା ବାଣପୁର ବଜାର ଚିଆଙ୍କ ସାହି ଛକରେ ‘ମାମାଲି ଆଣ୍ଡ ଗୁଡୁଲୀ’ ନାମକ ଏକ ମେଡ଼ିସିନ ଷ୍ଟୋର କରିଛନ୍ତି। ତେବେ ଅଚାନକ ଗତକାଲି ବିଳମ୍ବିତ ରାତ୍ରିରେ ଉକ୍ତ ମେଡ଼ିସିନ ଷ୍ଟୋରରେ ସଟସର୍କିଟ ହୋଇ ଅଗ୍ନିକାଣ୍ଡ ଘଟିଥିଲା। ଖବର ପାଇ ମେଡ଼ିସିନ ଷ୍ଟୋର ମାଲିକ ଶ୍ରୀ ପଟ୍ଟନାୟକ ଦୋକାନ ଆସି ଦେଖିଲା ବେଳକୁ ସମସ୍ତ ମେଡ଼ିସିନ ଏବଂ ଅନ୍ୟ ଆସବାବପତ୍ର ଜଳିପୋଡି ପାଉଁଶ ହୋଇଯାଇଥିଲା। ପାଖାପାଖି ୪୦ ଲକ୍ଷ ଟଙ୍କାର କ୍ଷୟକ୍ଷତି ହୋଇଥିବା ଶ୍ରୀ ପଟ୍ଟନାୟକ କହିଛନ୍ତି।

ଉକ୍ତ ଅଗ୍ନିକାଣ୍ଡ ଦ୍ୱାରା ଶ୍ରୀଧରଙ୍କ ଅପୂରଣୀୟ କ୍ଷତି ହୋଇଥିବା ବେଳେ ସେ ଦୁଃଖରେ ଭାଂଗିପଡିଛନ୍ତି। ତେବେ ମା’ ଭଗବତୀ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ ର ସଭାପତି ପ୍ରଶାନ୍ତ ପଣ୍ଡା ଏବଂ ଅନ୍ୟ ସଭ୍ୟ ମାନେ ଘଟଣାସ୍ଥଳରେ ପହଞ୍ଚି ଶ୍ରୀଧରଙ୍କୁ ସମବେଦନା ଜଣାଇବା ସହ ତାଙ୍କୁ ସହଯୋଗ କରିବା ପାଇଁ ଖୋର୍ଦ୍ଧା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ଆସୋସିଏସନ କୁ ଚିଠି ଲେଖିଥିବା ଜଣାପଡିଛି।

ଅଗ୍ନିକାଣ୍ଡ ଔଷଧ ଦୋକାନ ଚିଆଙ୍କ ସାହି ଛକ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

୧ ନମ୍ବର ହାଟରେ ଅଗ୍ନିକାଣ୍ଡ

August 22, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.