Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

August 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ମହାବିଦ୍ୟାଳୟ
ବାଲୁଗାଁ ମହାବିଦ୍ୟାଳୟରେ ଯୁବ ରେଡକ୍ରସ ତାଲିମ କାର୍ଯ୍ୟକ୍ରମ

ବାଲୁଗାଁ: ବାଲୁଗାଁ ମହାବିଦ୍ୟାଳୟର ଯୁବ ରେଡକ୍ରସ ଶାଖା ପକ୍ଷରୁ ଯୁବ ରେଡକ୍ରସ ନବାଗତ ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜି ଏକ ଦିଗ୍ ଦର୍ଶନ ତଥା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟାପକ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉକ୍ତ ତାଲିମ କାର୍ଯ୍ୟକ୍ରମରେ ଯୁବରେଡକ୍ରସର ପରାମର୍ଶଦାତା ଅଧ୍ୟାପିକା ମନସ୍ୱିନୀ ପଟ୍ଟନାୟକ ଓ ଅଧ୍ୟାପକ ଧୋବି ଚରଣ ପରିଡାଙ୍କ ସହ ମୁଖ୍ୟ ଅତିଥି ଭାବେ ଯୁବରେଡକ୍ରସର ଖୋର୍ଦ୍ଧା ଜିଲ୍ଲା ସଂଯୋଜକ ରଞ୍ଜନ କୁମାର ମହାପାତ୍ର ଯୋଗଦେଇ ରେଡକ୍ରସର ଉତ୍ପତ୍ତି,କାର୍ଯଶୈଳୀ, ମୌଳିକ ନିୟମ ସମ୍ପର୍କରେ ସ୍ବେଛାସେବୀ ମାନଙ୍କୁ ସଚେତନ କରାଇଥିଲେ। ଏଥିସହିତ ରକ୍ତଦାନର ଉପକାରିତା ସମ୍ପର୍କରେ ସ୍ବେଛାସେବୀମାନଙ୍କୁ ଅଵଗତ କରାଇଥିଲେ।

ଏହି ଅବସରରେ ଅଧ୍ୟାପକ ରଞ୍ଜନ୍ କୁମାର ମହାପାତ୍ରଙ୍କୁ ଡ଼କ୍ଟର କୈଳାଶ ଚନ୍ଦ୍ର ମହାରଣା ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିଥିଲେ। ଉକ୍ତ ଆଲୋଚନା ଚକ୍ରରେ ଅଂଶ ଗ୍ରହଣ କରି ବରିଷ୍ଠ ସ୍ବେଛାସେବୀ ସଂଗ୍ରାମ ଦାଶ,ଯସ୍ମିନ ବେଗମ, ରାକେଶ ବେହେରା, ଦୀପକ ସେଠି, ପ୍ରଜ୍ଞା ସ୍ମିତା ସାହୁ, ଶୁଭଶ୍ରୀ ବାରିକି ପ୍ରମୁଖ କାର୍ଯ୍ୟକ୍ରମକୁ ସାଫଲ୍ୟ ମଣ୍ଡିତ କରିଥିଲେ। ଅଧ୍ୟାପିକା ମନସ୍ୱିନୀ ପଟ୍ଟନାୟକ ଓ ଅଧ୍ୟାପକ ବିମଳ କୁମାର ପଣ୍ଡା ଏହାକୁ ପରିଚାଳନା କରିଥିବା ବେଳେ ଅଧ୍ୟାପକ ଧୋବି ଚରଣ ପରିଡା ଧନ୍ୟବାଦ ଅର୍ପଣ କରିଥିଲେ।

ତାଲିମ କାର୍ଯ୍ୟକ୍ରମ ବାଲୁଗାଁ ମହାବିଦ୍ୟାଳୟ ରେଡକ୍ରସ
Share. Facebook Twitter LinkedIn Email WhatsApp Copy Link

Related Posts

ଡ଼ଃ ଆର୍ ପୁଷ୍ପାଞ୍ଜଳିଙ୍କ ଗଳ୍ପ ସଙ୍କଳନ “ନିଜକୁ ନାୟିକା ମନେକରି” ର ଲୋକାର୍ପଣ

January 25, 2026

ଗିରିଧରପୁର ପ୍ରାଥମିକ ଓ ଆଞ୍ଚଳିକ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ପାଳିତ

January 24, 2026

ଲେପଟନାଣ୍ଟ ଲକ୍ଷ୍ମୀପ୍ରିୟା ଚାନ୍ଦଙ୍କର ଦର୍ଶନ ଶାସ୍ତ୍ରରେ ପିଏଚ୍‌ଡି ଲାଭ

January 24, 2026

ରଣପୁରରେ ବନ୍ଦେ ମାତରମ ସଙ୍ଗୀତ ଗାନ ପ୍ରତିଯୋଗିତା: ଉପକନିଷ୍ଠ ବିଭାଗରେ ସନ୍ଦୀପ ପ୍ରଥମ

January 20, 2026
Latest News

ପଦ୍ମଶ୍ରୀ ସମ୍ମାନ ପାଇଁ ମନୋନିତ ଚାରି ଓଡିଆଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

January 25, 2026

ଅଭିଷେକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ବ୍ୟାଟିଂ: ନ୍ୟୁଜିଲ୍ୟାଣ୍ଡ ଠାରୁ ଭାରତର ବଡ଼ ବିଜୟ ହାସଲ

January 25, 2026

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026

ସ୍କୁଲ ପିଲାଙ୍କ ଗହଣରେ ପ୍ରଧାନମନ୍ତ୍ରୀଙ୍କ ମନ କି ବାତ୍ ଶୁଣିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026

ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନିତ ଚାରି ଓଡିଆଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

January 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.