Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ସଫଳ ହେଲା ‘ଆସ ସ୍କୁଲ ଯିବା’ କାର୍ଯକ୍ରମ
ଆଞ୍ଚଳିକ

ବାଣପୁରରେ ସଫଳ ହେଲା ‘ଆସ ସ୍କୁଲ ଯିବା’ କାର୍ଯକ୍ରମ

August 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁରରେ ଆସ ସ୍କୁଲ ଯିବା କାର୍ଯ୍ୟକ୍ରମ
'Come to school' program successful in Banpur

ବାଣପୁର: ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ଅଧିକାରୀ ସୋନମିକା ରାୟଙ୍କ ଆଦେଶ କ୍ରମେ ବାଣପୁର ଗୋଷ୍ଟୀ ଶିକ୍ଷା ଅଧିକାରୀ ସନାତନ ଜାଲ୍ଲିଙ୍କ କାର୍ଯ୍ୟାଳୟ ତରଫରୁ ସମସ୍ତ CRCC ମାନଙ୍କ ବଳିଷ୍ଠ ଉଦ୍ୟମରେ ୧୭ଟି ପଞ୍ଚାୟତର ଅଧୀନରେ ଥିବା ୧୫୭ଟି ବିଦ୍ୟାଳୟର ଶିକ୍ଷକ ମାନଙ୍କ ସହାୟତାରେ ଆସ ସ୍କୁଲ ଯିବା କାର୍ଯ୍ୟକ୍ରମ ସଫଳ ହୋଇଛି। ଏଥିରେ ବିଭିନ୍ନ ବର୍ଗର ତଥା ଦିବ୍ୟାଙ୍ଗ ଛାତ୍ରଛାତ୍ରୀ ମାନଙ୍କ ଠାରୁ ଆରମ୍ଭ କରି ବିଦ୍ୟାଳୟ ଅଧାରୁ ପାଠ ଛାଡିଥିବା ଛାତ୍ରଛାତ୍ରୀ ଏବଂ ଆଦୌ ପାଠ ପଢି ନ ଥିବା ଛାତ୍ରଛତ୍ରୀମାନଙ୍କୁ ୬ ରୁ୧୪ ବର୍ଷ ନିମନ୍ତେ ପୁନଃ ବିଦ୍ୟାଳୟକୁ ଫେରାଇ ନାମ ଲେଖାଯାଇଛି ଏବଂ ୧୪ ରୁ ୧୮ ବର୍ଷ ମଧ୍ୟରେ ପାଠ ଛାଡିଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁକ୍ତ ବିଦ୍ୟାଳୟ, ଧନ୍ଦା ମୂଳକ ଶିକ୍ଷାଠାରୁ ଆରମ୍ଭ କରି ITI ଓ ଡିପ୍ଲୋମା କାର୍ଯକ୍ରମରେ ନାମ ଲେଖାଯାଇଛି।

ବର୍ତ୍ତମାନ ବାଣପୁର ବ୍ଲକରେ ଏହି କାର୍ଯକ୍ରମ ତ୍ୱରାନ୍ୱିତ ହୋଇ ସମସ୍ତ ଅଧାରୁ ପାଠ ଛାଡିଥିବା ଛାତ୍ରଛତ୍ରୀମାନଙ୍କୁ ବିଦ୍ୟାଳୟକୁ ଆଣିବା ପାଇଁ ପ୍ରତିଶ୍ରୁତିବଦ୍ଧ  ବୋଲି ସନାତନ ଜାଲ୍ଲି କହିଛନ୍ତି।

'ଆସ ସ୍କୁଲ ଯିବା' କାର୍ଯକ୍ରମ banpur Sanatan jally Sonamika ray ବାଣପୁର ସୋନମିକା ରାୟ
Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ସେନ୍ ପାର୍କ ନିକଟରେ ମହିଳାଙ୍କୁ ବିଭତ୍ସ ହତ୍ୟା

September 6, 2026

ବାଲୁଗାଁ ଭେଙ୍କଟେଶ୍ଵର ସ୍କୁଲରେ ଧୂମଧାମରେ ଗୁରୁଦିବସ ପାଳିତ

September 5, 2026

ଗୁରୁ ଦିବସ ଉପଲକ୍ଷେ ୩ ଜଣ ଗୁରୁଜୀ ସମ୍ବର୍ଦ୍ଧିତ

September 5, 2026

ବାଣପୁରରେ ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ପାଳିତ

September 5, 2026
Latest News

୧୮୪ତମ ଓଡ଼ିଶା ରାଜ୍ୟସ୍ତରୀୟ ବ୍ୟାଙ୍କର୍ସ କମିଟି (SLBC) ବୈଠକ ଅନୁଷ୍ଠିତ

September 6, 2026

ସୌନ୍ଦର୍ଯ୍ୟ ନୁହେଁ, ସେବା ହେଲା ପରିଚୟ: ଜୋହେରିଙ୍କୁ ମିଳିଲା ବିଶ୍ୱ ସୁନ୍ଦରୀ ମୁକୁଟ

September 6, 2026

ମଦ ପାଇଁ ଟଙ୍କା ନଦେବାରୁ ସ୍ତ୍ରୀକୁ ତେଣ୍ଟା ଭୁଷି ହତ୍ୟା!

September 6, 2026

ମହାନନ୍ଦା ଏକ୍ସପ୍ରେସ୍ ଲାଇନଚ୍ୟୁତ: ଅଳ୍ପକେ ଟଳିଲା ବଡ଼ ଟ୍ରେନ୍ ଦୁର୍ଘଟଣା

September 6, 2026

ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‌ଘାଟିତ, ପ୍ରସିଦ୍ଧ କଣ୍ଠଶିଳ୍ପୀ ଶୁଭା ମୁଦଗଲ ଦର୍ଶକଙ୍କୁ କଲେ ମନ୍ତ୍ରମୁଗ୍ଧ

September 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.