Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ
ଆଞ୍ଚଳିକ

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ

August 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ

ରଣପୁର: ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣେଶ ପୂଜା ବିଶେଷ ଧୂମଧାମ ଓ ଧାର୍ମିକ ଉତ୍ସାହରେ ପାଳିତ ହୋଇ ଯାଇଛି। ପୂଜା କାର୍ଯ୍ୟ ସକାଳ ୭ଟାରୁ ଆରମ୍ଭ ହୋଇ ସକାଳ ୮.୩୦ରେ ପୁଷ୍ପାଞ୍ଜଳି ଦିଆଯାଇଥିଲା। ପରେ, ପୂଜା ଉପଲକ୍ଷେ ପ୍ରସ୍ତୁତ ଅନ୍ନ, ତରକାରୀ ଓ ଖଟା ପ୍ରସାଦ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀମାନେ ସେବନ କଲେ।

ଏହି ପୂଜାର ସଫଳ ପରିଚାଳନାରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କୁ ଅଙ୍ଗନବାଡ଼ି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ବିଦ୍ୟାଳୟ ପାଚିକା ଅହଲ୍ୟା ଦେଇ, ବାସନ୍ତୀ ମାଝୀ, ଯଦୁମଣି ବିଶ୍ୱାଳ, ଅଙ୍ଗନବାଡି ସହାୟିକା କୁନି ଖଟେଇ ଓ ଟୁନିଲତା ସାହୁ ପ୍ରମୁଖ ସହଯୋଗ କରିଥିଲେ।

ସେହିପରି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ସଦସ୍ୟ ରବୀନ୍ଦ୍ର କୁମାର ସଂଗ୍ରାମସିଂହ ଓ ‘ମୋ ସ୍କୁଲ’ ସଭାପତି ଗଣେଶ୍ୱର ପ୍ରଧାନ ମଧ୍ୟ ଏହି ପୂଜାକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ।

ଗ୍ରାମବାସୀ ଓ ବିଦ୍ୟାଳୟ ପରିବାରଙ୍କ ସମୁହିକ ପ୍ରୟାସରେ ପାଳିତ ଏହି ଗଣେଶ ପୂଜା ଏକତା, ଆସ୍ଥା ଓ ସାମୂହିକ ମିଳନର ସୁନ୍ଦର ଉଦାହରଣ ସୃଷ୍ଟି କରିଥିଲା।

ଗଣେଶ ପୂଜା ପ୍ରାଥମିକ ବିଦ୍ୟାଳୟ ବଜ୍ରକୋଟ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର ଓ ନୂତନ ଅଧ୍ୟାପକଙ୍କୁ ସ୍ବାଗତ

December 22, 2025

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025
Latest News

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପୂର୍ବତଟ ରେଳପଥ ଦ୍ୱାରା ଦ୍ୱିତୀୟ ନୀଳାଦ୍ରି କପ୍ ଟି-୨୦ ଆନ୍ତଃବିଭାଗୀୟ କ୍ରିକେଟ୍ ଚାମ୍ପିଅନସିପ୍ ଉଦଯାପିତ

December 22, 2025

ରିଲାଏନ୍ସ ଜୁଏଲ୍ସ ଆଣିଛି ଆଇକନିକ ଡ୍ରିମ ଡାଇମଣ୍ଡ ସେଲ ସହିତ ମାଗଣା ଗୋଲ୍ଡ କଏନ ଅଫର

December 22, 2025

ପ୍ରଶଂସନୀୟ କାର୍ଯ୍ୟ ପାଇଁ ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ଦ୍ୱାରା ସମ୍ମାନିତ ହେଲେ ଆଠ ରେଳ କର୍ମଚାରୀ

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.