Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ
ଆଞ୍ଚଳିକ

ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ

August 28, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟ
ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଧୂମଧାମରେ ଗଣେଶ ପୂଜା ପାଳିତ

ରଣପୁର: ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ଗଣେଶ ପୂଜା ବିଶେଷ ଧୂମଧାମ ଓ ଧାର୍ମିକ ଉତ୍ସାହରେ ପାଳିତ ହୋଇ ଯାଇଛି। ପୂଜା କାର୍ଯ୍ୟ ସକାଳ ୭ଟାରୁ ଆରମ୍ଭ ହୋଇ ସକାଳ ୮.୩୦ରେ ପୁଷ୍ପାଞ୍ଜଳି ଦିଆଯାଇଥିଲା। ପରେ, ପୂଜା ଉପଲକ୍ଷେ ପ୍ରସ୍ତୁତ ଅନ୍ନ, ତରକାରୀ ଓ ଖଟା ପ୍ରସାଦ ଛାତ୍ରଛାତ୍ରୀ, ଅଭିଭାବକ ଓ ଗ୍ରାମବାସୀମାନେ ସେବନ କଲେ।

ଏହି ପୂଜାର ସଫଳ ପରିଚାଳନାରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କୁ ଅଙ୍ଗନବାଡ଼ି କର୍ମୀ ପୁଷ୍ପମଞ୍ଜରୀ ଦେଇ, କାନନବାଳା ସାହୁ, ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ବିଦ୍ୟାଳୟ ପାଚିକା ଅହଲ୍ୟା ଦେଇ, ବାସନ୍ତୀ ମାଝୀ, ଯଦୁମଣି ବିଶ୍ୱାଳ, ଅଙ୍ଗନବାଡି ସହାୟିକା କୁନି ଖଟେଇ ଓ ଟୁନିଲତା ସାହୁ ପ୍ରମୁଖ ସହଯୋଗ କରିଥିଲେ।

ସେହିପରି, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ଅବକାଶ ସ୍ୱାଇଁ, ସଦସ୍ୟ ରବୀନ୍ଦ୍ର କୁମାର ସଂଗ୍ରାମସିଂହ ଓ ‘ମୋ ସ୍କୁଲ’ ସଭାପତି ଗଣେଶ୍ୱର ପ୍ରଧାନ ମଧ୍ୟ ଏହି ପୂଜାକୁ ସଫଳ କରିବାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇଥିଲେ।

ଗ୍ରାମବାସୀ ଓ ବିଦ୍ୟାଳୟ ପରିବାରଙ୍କ ସମୁହିକ ପ୍ରୟାସରେ ପାଳିତ ଏହି ଗଣେଶ ପୂଜା ଏକତା, ଆସ୍ଥା ଓ ସାମୂହିକ ମିଳନର ସୁନ୍ଦର ଉଦାହରଣ ସୃଷ୍ଟି କରିଥିଲା।

ଗଣେଶ ପୂଜା ପ୍ରାଥମିକ ବିଦ୍ୟାଳୟ ବଜ୍ରକୋଟ ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ସମ୍ବାଦ ସାହିତ୍ୟ ଘରର ସ୍କୁଲ ଚାଲ ଅଭିଯାନ ପ୍ରସ୍ତୁତି ବୈଠକ

May 18, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026
Latest News

ଓଡ଼ିଶାର ଆମ୍ବ କିସମ ଓ ଉତ୍ପାଦନକୁ କେନ୍ଦ୍ର କୃଷି ମନ୍ତ୍ରୀଙ୍କ ପ୍ରଶଂସା

May 20, 2026

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.