Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

September 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୋଦାବରୀଶ ମହାବିଦ୍ୟାଳୟ
ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ

ବାଣପୁର: ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ ବାଣପୁର ଓ ବାଲୁଗାଁ ଶାଖା ତରଫରୁ ଗୋଦାବରୀଶ ମହାବିଦ୍ୟାଳୟ ପରିସରରେ ବିଶ୍ୱ ଭ୍ରାତୃତ୍ୱ ଦିବସ ପାଳନ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟ ର ଅଧ୍ୟକ୍ଷ ଡକ୍ଟର୍ ସୁର୍ ପ୍ରତାପ୍ ନରେନ୍ଦ୍ର ସିଂହ ବର୍ମା ଓ ମୁଖ୍ୟ ବକ୍ତା ଭାବେ ଡକ୍ଟର୍ କୈଳାସ ଚନ୍ଦ୍ର ମହାରଣା ମୁଖ୍ୟ ଦର୍ଶନ ବିଭାଗ ବାଲୁଗାଁ କଲେଜ ଯୋଗ ଦାନ କରି ଦିବସ ସମ୍ପର୍କରେ ବିସ୍ତୃତଭାବେ ଆଲୋଚନା କରିଥିଲେ।

ବର୍ତ୍ତମାନର ଯୁବ ପିଢ଼ି ସ୍ୱାମି ଜୀ ଙ୍କ ବାଣୀରେ ଅନୁପ୍ରାଣିତ ହେବା ପାଇଁ କହିଥିଲେ। କେନ୍ଦ୍ର ପକ୍ଷରୁ ଅନୁଷ୍ଠିତ ହୋଇଯାଇ ଥିବା ସ୍ୱାମୀ ଜୀ ଙ୍କ ଜୀବନୀ ଉପରେ ଅଧାରିତ ସ୍ୱାଧ୍ୟାୟ ପରିକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନକୁ ଅତିଥି ମାନଙ୍କ ଦ୍ଵରା ସାର୍ଟିଫିକେଟ୍ ଓ ପୁରସ୍କାର ପ୍ରଦାନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ବ୍ୟକ୍ତିତ୍ୱ ବିକାଶ୍ ଶିବିରରେ ଯୋଗ ଦେବାକୁ ଅନୁରୋଧ କରାଯାଇ ଥିଲା। ଉକ୍ତ କାର୍ଯ୍ୟକ୍ରମରେ ନଗର ସଞ୍ଚାଳକ ସତ୍ୟ ନାରାୟଣ ଷଡଙ୍ଗୀ ଅଧ୍ୟକ୍ଷତା କରିଥିଲେ। ଏବଂ ନଗର ପ୍ରମୁଖ କୁମାର ଦାସ୍ ବ୍ୟବସ୍ଥା ପ୍ରମୁଖ ସୁକାନ୍ତ କୁମାର ଯେନା. ଅଧ୍ୟାପିକା ମି କି ମନ ସ୍ୱୀନୀ ଓ ଡକ୍ଟର୍ ଅରବିନ୍ଦ ନାୟକ କାର୍ଯ୍ୟକ୍ରମକୁ ପରିଚଳାନା କରିଥିଲେ।  ପରିଶେଷରେ ନଗର ସମ୍ପର୍କ ପ୍ରମୁଖ ବୈରାଗୀ ଚରଣ ବଳ ଧନ୍ୟବାଦ୍ ଅର୍ପଣ କରିଥିଲେ।

ବାଣପୁର ଓ ବାଲୁଗାଁ ଶାଖା ବିବେକାନନ୍ଦ କେନ୍ଦ୍ର କନ୍ୟାକୁମାରୀ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ବେଆଇନ ବାଲି ଚାଲାଣ ଅଭିଯୋଗରେ ହାଇୱା ଗାଡି ଜବତ, ଚାଳକ ଗିରଫ

November 13, 2025

ଜାତୀୟ ସେବା ଯୋଜନା ପକ୍ଷରୁ ପୋଷ୍ୟଗ୍ରାମରେ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଆୟୋଜିତ

November 11, 2025

ବାଣପୁର: ମାନସିକ ଭରସାମ୍ୟ ହରାଇ ଆତ୍ମହତ୍ୟା କଲେ ମହିଳା

November 9, 2025

ବାଲୁଗାଁରେ ରାଷ୍ଟ୍ରୀୟ ସ୍ଵୟଂସେବକ ସଂଘର ଯୁବ ସମ୍ମିଳନୀ ଅନୁଷ୍ଠିତ

November 9, 2025
Latest News

ନୂଆପଡା ଫଳାଫଳ ନେଇ ବାଣ ମାରିଲେ ଶ୍ରୀମୟୀ, କହିଲେ ଏହା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତ

November 14, 2025

ଅନ୍ତା ଉପନିର୍ବାଚନ: ବିଜେପିକୁ ବଡ଼ ଝଟକା, ବସୁନ୍ଧରା ରାଜେଙ୍କ ଗଡ଼ ଜିତିଲା କଂଗ୍ରେସ

November 14, 2025

ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

November 14, 2025

କମିଲା ସୁନା ଦର: ଜାଣନ୍ତୁ ଆଜି ଭୁବନେଶ୍ଵରରେ କେତେ ହ୍ରାସ ପାଇଲା ସୁନାର ମୂଲ୍ୟ 

November 14, 2025

Rising Star Asia Cup 2025: ଆଜି ୟୁଏଇ ବିପକ୍ଷରେ ଆତଙ୍କ ସୃଷ୍ଟି କରିବେ ବୈଭବ ସୂର୍ଯ୍ୟବଂଶୀ

November 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.