Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ ‘ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ ‘ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଢ଼ାଖୋଲରେ 'ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ 'ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ

ରେଢ଼ାଖୋଲ (କନ୍ଦର୍ପ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମ ଦିନ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ କଦଳିଗଡ଼ ଗ୍ରାମ ପଞ୍ଚାୟତ ପରିସର ଏବଂ ଅର୍ଜୁନ ଡିଗ୍ରୀ କଲେଜ୍ ପରିସରରେ ରେଢ଼ାଖୋଲ ଉପଖଣ୍ଡ ପ୍ରଶାସନ ଏବଂ ଅର୍ଜୁନ ଡିଗ୍ରୀ କଲେଜ୍, କଦଳୀଗଡ଼ ମିଳିତ ଆନୁକୁଲ୍ୟରେ “ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର ନାରାୟଣ ଜେନା, ତହସିଲଦାର, ଅର୍ଜୁନ ଡିଗ୍ରୀ କଲେଜ୍ ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ, ସରପଞ୍ଚ ସରୋଜ ସେଠି, ଜିଲ୍ଲା ପରିଷଦ ଶରତ ପ୍ରଧାନ ପ୍ରମୁଖ ଯୋଗଦେଇ ଅର୍ଜୁନ ଡିଗ୍ରୀ କଲେଜ୍ ର ଶତାଧିକ ଛାତ୍ର ଛାତ୍ରୀ ଙ୍କ ଗହଣ ରେ ୫୦୦ ରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କର ଯାଇଥିଲା।

ଏହି ପରିପ୍ରେକ୍ଷୀରେ ଏକ ସଭା ଆୟୋଜନ କରା ଯାଇଥିଲା। ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ କେମିତି ପରିବେଶ ସୁରକ୍ଷା ପ୍ରତି ସଚେତନ ହେବେ ଏବଂ ନିଜର ଦାୟିତ୍ଵ ସମ୍ପାଦନ କରିବେ ସେଇ ବିଷୟରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଆମନ୍ତ୍ରିତ ଅତିଥି ଗଣ ପରିବେଶ ପ୍ରତି ସମ୍ମାନ ଜଣାଇ ନିଜ ନିଜର ଅଭି ଭାଷଣ ରଖିଥିଲେ। ଠିକ ସେହି ପରି ରେଢ଼ାଖୋଲ ଉପଖଣ୍ଡରେ ବିଭିନ୍ନ ଶିକ୍ଷା ନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ଆଦି ମାନଙ୍କରେ ମଧ୍ୟ ବୃକ୍ଷ ରୋପଣ କରାଯାଇଥିଲା।

ନରେନ୍ଦ୍ର ମୋଦୀ ମାଁ ପାଇଁ ଗଛ ଟିଏ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୫ ବର୍ଷ ପାଇଁ ୧,୪୬୬ ଜଣଙ୍କୁ ‘କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଦକ୍ଷତା ପଦକ’

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025

ଆଜିଠାରୁ ପ୍ରଧାନମନ୍ତ୍ରୀଙ୍କ ଗୁଜରାଟ ଗସ୍ତ

October 30, 2025
Latest News

ପୂର୍ବତଟ ରେଳପଥ ମୁଖ୍ୟାଳୟରେ ରାଷ୍ଟ୍ରିୟ ଏକତା ଦିବସ ପାଳିତ

October 31, 2025

ରାଷ୍ଟ୍ରୀୟ ଏକତା ଦିବସ ୨୦୨୫ ଅବସରରେ ‘ରନ୍‍ ଫର୍‍ ୟୁନିଟି’ର ଶୁଭାରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ

October 31, 2025

“ବିକଶିତ ଭାରତ” ଗଠନରେ ଆଦିବାସୀ ଯୁବ ନେତୃତ୍ୱ ହେବ ପ୍ରଗତିର ଭିତ୍ତି: ଡକ୍ଟର ମନସୁଖ ମାଣ୍ଡଭିୟ

October 31, 2025

୨୦୨୫ ବର୍ଷ ପାଇଁ ୧,୪୬୬ ଜଣଙ୍କୁ ‘କେନ୍ଦ୍ରୀୟ ଗୃହ ମନ୍ତ୍ରୀ ଦକ୍ଷତା ପଦକ’

October 31, 2025

Reliance Jio: ଜିଓ ବ୍ୟବହାରକାରୀଙ୍କ ପାଇଁ ଖୁସି ଖବର, ୧୮ ମାସ ପାଇଁ ମାଗଣାରେ ମିଳିବ ଗୁଗୁଲ୍ ଏଆଇ ପ୍ରୋ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.