Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ ‘ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ
ଆଞ୍ଚଳିକ

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ ‘ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ରେଢ଼ାଖୋଲରେ 'ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ
ପ୍ରଧାନମନ୍ତ୍ରୀ ମୋଦୀଙ୍କ ଜନ୍ମଦିନ ଉପଲକ୍ଷେ ରେଢ଼ାଖୋଲରେ 'ମାଁ ପାଇଁ ଗଛ ଟିଏ" କାର୍ଯ୍ୟକ୍ରମ

ରେଢ଼ାଖୋଲ (କନ୍ଦର୍ପ ବେହେରା): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୭୫ ତମ ଜନ୍ମ ଦିନ ଉପଲକ୍ଷେ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ କ୍ରମେ କଦଳିଗଡ଼ ଗ୍ରାମ ପଞ୍ଚାୟତ ପରିସର ଏବଂ ଅର୍ଜୁନ ଡିଗ୍ରୀ କଲେଜ୍ ପରିସରରେ ରେଢ଼ାଖୋଲ ଉପଖଣ୍ଡ ପ୍ରଶାସନ ଏବଂ ଅର୍ଜୁନ ଡିଗ୍ରୀ କଲେଜ୍, କଦଳୀଗଡ଼ ମିଳିତ ଆନୁକୁଲ୍ୟରେ “ମାଁ ପାଇଁ ଗଛ ଟିଏ” କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି।

ଏହି କାର୍ଯ୍ୟକ୍ରମରେ ରେଢ଼ାଖୋଲ ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ରାଜେନ୍ଦ୍ର ନାରାୟଣ ଜେନା, ତହସିଲଦାର, ଅର୍ଜୁନ ଡିଗ୍ରୀ କଲେଜ୍ ଅଧ୍ୟକ୍ଷ ଅଖିଳେନ୍ଦ୍ର ଶାସନୀ, ସରପଞ୍ଚ ସରୋଜ ସେଠି, ଜିଲ୍ଲା ପରିଷଦ ଶରତ ପ୍ରଧାନ ପ୍ରମୁଖ ଯୋଗଦେଇ ଅର୍ଜୁନ ଡିଗ୍ରୀ କଲେଜ୍ ର ଶତାଧିକ ଛାତ୍ର ଛାତ୍ରୀ ଙ୍କ ଗହଣ ରେ ୫୦୦ ରୁ ଉର୍ଦ୍ଧ୍ବ ବୃକ୍ଷ ରୋପଣ କର ଯାଇଥିଲା।

ଏହି ପରିପ୍ରେକ୍ଷୀରେ ଏକ ସଭା ଆୟୋଜନ କରା ଯାଇଥିଲା। ଉପଜିଲ୍ଲାପାଳ ରଶ୍ମି ରଞ୍ଜନ ମହାନ୍ତ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ର ଛାତ୍ରୀ ମାନେ କେମିତି ପରିବେଶ ସୁରକ୍ଷା ପ୍ରତି ସଚେତନ ହେବେ ଏବଂ ନିଜର ଦାୟିତ୍ଵ ସମ୍ପାଦନ କରିବେ ସେଇ ବିଷୟରେ ଛାତ୍ର ଛାତ୍ରୀ ମାନଙ୍କୁ ଉଦବୋଧନ ଦେଇଥିଲେ। ଆମନ୍ତ୍ରିତ ଅତିଥି ଗଣ ପରିବେଶ ପ୍ରତି ସମ୍ମାନ ଜଣାଇ ନିଜ ନିଜର ଅଭି ଭାଷଣ ରଖିଥିଲେ। ଠିକ ସେହି ପରି ରେଢ଼ାଖୋଲ ଉପଖଣ୍ଡରେ ବିଭିନ୍ନ ଶିକ୍ଷା ନୁଷ୍ଠାନ, ସରକାରୀ କାର୍ଯ୍ୟାଳୟ ଆଦି ମାନଙ୍କରେ ମଧ୍ୟ ବୃକ୍ଷ ରୋପଣ କରାଯାଇଥିଲା।

ନରେନ୍ଦ୍ର ମୋଦୀ ମାଁ ପାଇଁ ଗଛ ଟିଏ ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ଗଣ୍ଡା ଶିକାର ରୋକିବା ପାଇଁ କାଜିରଙ୍ଗାର ଉଦ୍ୟମକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

September 23, 2026

ଦେଶର ଶ୍ରେଷ୍ଠ ପର୍ଯ୍ୟଟନସ୍ଥଳୀରେ ପହଞ୍ଚିବ ଜାତୀୟ ଚଳଚ୍ଚିତ୍ର ପୁରସ୍କାର

September 22, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ବ୍ରହ୍ମପୁର ମଣ୍ଡଳ କାରାଗାରରେ ବନ୍ଦୀଙ୍କ ଆତ୍ମହତ୍ୟା

September 23, 2026

ଆପଣଙ୍କ ଫୋନ୍‌ରୁ ଲାପଟପ୍‌ ପର୍ଯ୍ୟନ୍ତ ସବୁଠି ରହିଛି IP Address; ଜାଣନ୍ତୁ କ’ଣ ଏହା, କିପରି କାମ କରେ ଓ କେତେ ସୁରକ୍ଷିତ

September 23, 2026

ମୁଣ୍ଡବିନ୍ଧା ହେଲେ ଖାଉଛନ୍ତି କି ପେନକିଲର୍‌? ଆଣ୍ଟିବାୟୋଟିକ୍‌ ନେବା ପୂର୍ବରୁ ଜାଣନ୍ତୁ ଏହି କଥା

September 23, 2026

Smartphone Screen Guard: ଏଣିକି ମନଇଚ୍ଛା ବିକ୍ରି ହେବନି ଟେମ୍ପର୍ଡ ଗ୍ଲାସ୍, ୨୦୨୭ରୁ ଲାଗୁ ହେବ ନୂଆ ନିୟମ

September 23, 2026

ଭୁବନେଶ୍ୱର-କଟକ NHରେ ଦୁର୍ଘଟଣା, ଓଲଟିଲା କଦଳୀ ବୋଝେଇ ଟ୍ରକ୍

September 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.