Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର
ଆଞ୍ଚଳିକ

ଚିଲିକା: ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା
ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର

ଚିଲିକା: ଆଜି ଚିଲିକା ବ୍ଲକ ଅଧିନସ୍ଥ ଡୁଙ୍ଗମାଳ ଏବଂ ସିଙ୍ଗେଶ୍ୱର ଗ୍ରାମପଞ୍ଚାୟତ ଠାରେ ପୃଥକ ଭାବେ ପଞ୍ଚାୟତ ସ୍ତରୀୟ ଅନ୍ତଃରାଜ୍ୟ ପ୍ରବାସୀ ଶ୍ରମିକ ସଚେତନତା ଶିବିର ଶ୍ରମ ବିଭାଗ ଓ ଜିଲ୍ଲା ପ୍ରଶାସନ ତରଫରୁ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମକୁ ବାଲୁଗାଁ ସହକାରୀ ଶ୍ରମ ଅଧିକାରୀ ସୌମ୍ୟ ରଞ୍ଜନ କର ପରିଚାଳନା କରିଥିବା ବେଳେ ଉକ୍ତ ଶିବିରରେ ଜିଲ୍ଲା ଶ୍ରମ ଅଧିକାରୀ ମୋନାଲିସା ଜେନା, ଜିଲ୍ଲା ସହକାରୀ ଶ୍ରମ ଅଧିକାରୀ ବିକାଶ କୁମାର ନାୟକ, ବାଲୁଗାଁ ଥାନାଧିକାରୀ ଜୟ ପ୍ରକାଶ ପରିଡା, ଉଭୟ ଗ୍ରାମ ପଞ୍ଚାୟତ ସରପଞ୍ଚ, ନାଏବ ସରପଞ୍ଚ ସମିତି ସଭ୍ୟ, ବିଭିନ୍ନ ଟ୍ରେଡ ୟୁନିଅନ ପ୍ରତିନିଧି ମାନେ ଯୋଗ ଦେଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ଶତାଧିକ ଶ୍ରମିକ ତଥା ଅଞ୍ଚଳବାସୀ ମାନେ ଉପସ୍ଥିତ ଥିଲେ। ଏହି କାର୍ଯ୍ୟକ୍ରମରେ ଶ୍ରମିକ ମାନଙ୍କ ପାଇଁ ଉଦ୍ଦିଷ୍ଟ ବହୁବିଧ ଯୋଜନା ସମ୍ବନ୍ଧରେ ସଚେତନ କରାଯିବା ସହ ଆନ୍ତଃରାଜ୍ୟ ଶ୍ରମିକ ତଥା ଦେଶ ବାହାରେ କାର୍ଯ୍ୟରତ ଶ୍ରମିକ ମାନଙ୍କ ପାଇଁ ଆଇନରେ ଥିବା ପ୍ରାବଧାନ ସମ୍ପର୍କରେ ସଚେତନ କରାଯାଇଥିଲା।

ଏହି ଅବସରରେ ଯୋଗ୍ୟ ୨୮ ଜଣଙ୍କୁ ନିର୍ମାଣ ଶ୍ରମିକ କାର୍ଡ ବଣ୍ଟନ କରାଯାଇଥିଲା। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମ ଦିବସରେ “ଏକ୍ ପେଡ୍ ମା କେ ନାମ୍” କାର୍ଯ୍ୟକ୍ରମ ଜରିଆରେ ୭୫ ଜଣ ନିର୍ମାଣ ଶ୍ରମିକଙ୍କୁ ଫଳ ଜାତୀୟ ଚାରା ଯୋଗାଇ ଦିଆଯାଇଥିଲା।

ଏକ୍ ପେଡ୍ ମା’ କେ ନାମ୍ ଚିଲିକା ସଚେତନତା ଶିବିର ସିଙ୍ଗେଶ୍ୱର ଗ୍ରାମପଞ୍ଚାୟତ
Share. Facebook Twitter LinkedIn Email WhatsApp Copy Link

Related Posts

ମହୁକୁଦରେ ବ୍ଳକ୍ ସ୍ତରୀୟ ବିଶ୍ୱଶାନ୍ତି ଅଲେଖ ମହିମା ଅଖଣ୍ଡ ବ୍ରହ୍ମ ଯଜ୍ଞ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026
Latest News

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026

କଟକ ଭୁବନେଶ୍ବରର ବିଭିନ୍ନ ଅଞ୍ଚଳରେ ବିଦ୍ୟୁତ ସେବା ବନ୍ଦ ରହିବ, ଜାଣନ୍ତୁ ଆପଣଙ୍କ ଅଞ୍ଚଳରେ କେତେବେଳେ

February 20, 2026

ଆଜି ଫେବୃୟାରୀ ୨୦ ତାରିଖ ଶୁକ୍ରବାର ଦିନ ଏହି ଆଠଟି ରାଶି ପାଇଁ ଦିନଟି ରହିଛି ଖୁସିମୟ

February 20, 2026

ରାଜ୍ୟ ଅନୁସୂଚିତ ଜାତି କଂଗ୍ରେସ ଓ ଆଦିବାସୀ କଂଗ୍ରେସ ତରଫରୁ ଧାରଣା, ଜାଣନ୍ତୁ କାରଣ

February 19, 2026

ରାଞ୍ଚି ଆକାଶବାଣୀ କେନ୍ଦ୍ରରେ ଏଫଏମ୍ ପ୍ରସାରଣର ସମ୍ପୂର୍ଣ୍ଣ ଉପଯୋଗ ପାଇଁ ଏଡିଜିଙ୍କ ପରାମର୍ଶ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.