Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ
ଆଞ୍ଚଳିକ

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ

September 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର
ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ 'ମା' ପାଇଁ ଗଛଟିଏ' କାର୍ଯ୍ୟକ୍ରମ

ବାଲୁଗାଁ: ବାଲୁଗାଁ ଗୋପବନ୍ଧୁ ନଗରସ୍ଥିତ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର ପରିସରରେ ‘ମା’ ପାଇଁ ଗଛଟିଏ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଅଧ୍ୟକ୍ଷ ପ୍ରଦୀପ କୁମାର ମହାପାତ୍ରଙ୍କ ନେତୃତ୍ବ ଏବଂ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସହଯୋଗରେ ଉକ୍ତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ପରିଚାଳନା ସମିତି ସଭାପତି ରମାକାନ୍ତ ନନ୍ଦ ଛାତ୍ରଛାତ୍ରୀଙ୍କୁ ବୃକ୍ଷରୋପଣର ଆବଶ୍ୟକତା ଉପରେ ସୂଚନା ଦେବାପରେ ଫଳ ଜାତୀୟ ବୃକ୍ଷରୋପଣ କରିଥିଲେ। ବିଦ୍ୟାଳୟର ସବୁଜିମା ଓ ଧରିତ୍ରୀ ମାତାଙ୍କ ସୁରକ୍ଷା ଶୈକ୍ଷିକ ବାତାବରଣକୁ ରୁଦ୍ଧିମନ୍ତ କରିବା ନିମିତ୍ତ ସଂକଳ୍ପକୁ ସାକାର କରିବାର ଉଦ୍ୟମ ଭବିଷ୍ୟତକୁ ସୁରକ୍ଷିତ ରଖିବା ପାଇଁ ଏହି କାର୍ଯ୍ୟକୁ ତ୍ବରାନ୍ବିତ କରାଯାଇଥିଲା।

'ମା ପାଇଁ ଗଛଟିଏ' ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣାଙ୍ଗ ଶିକ୍ଷାକେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026

ଗୋଦାବରୀଶ ମହାବିଦ୍ୟାଳୟରେ ହର ଘର ତ୍ରିରଙ୍ଗା ଶୋଭାଯାତ୍ରା

August 15, 2026

ବାଣପୁର ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସ୍ବାଧିନତା ଦିବସ ଏବଂ ହର୍ ଘର୍ ତ୍ରିରଙ୍ଗା କାର୍ଯ୍ୟକ୍ରମ

August 15, 2026
Latest News

୬୨,୫୦୦ କୋଟିର ମୋବାଇଲ ଉତ୍ପାଦନ ଯୋଜନାର ବିଜ୍ଞପ୍ତି ପ୍ରକାଶ କଲେ ସରକାର

August 22, 2026

ଚିନିର ବର୍ଦ୍ଧିତ ମୂଲ୍ୟ ନିୟନ୍ତ୍ରଣ ଏବଂ ପର୍ଯ୍ୟାପ୍ତ ଉପଲବ୍ଧତା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପଦକ୍ଷେପ

August 22, 2026

ସିଲିଗୁଡ଼ିରେ ତିନୋଟି ନୂତନ ଆଇନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ଉଦ୍‌ଘାଟନ କଲେ ଗୃହମନ୍ତ୍ରୀ

August 22, 2026

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.