Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବିଜେପି ପକ୍ଷରୁ ଆସନ୍ତା ରବିବାର ଦିନ ମାଗଣା ସ୍ବାସ୍ଥ୍ୟ ଶିବିର
ଆଞ୍ଚଳିକ

ଚିଲିକା ବିଜେପି ପକ୍ଷରୁ ଆସନ୍ତା ରବିବାର ଦିନ ମାଗଣା ସ୍ବାସ୍ଥ୍ୟ ଶିବିର

September 19, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ମାଗଣା ସ୍ବାସ୍ଥ୍ୟ ଶିବିର
ଚିଲିକା ବିଜେପି ପକ୍ଷରୁ ଆସନ୍ତା ରବିବାର ଦିନ ମାଗଣା ସ୍ବାସ୍ଥ୍ୟ ଶିବିର

ବାଣପୁର: ଆସନ୍ତା ତା-୨୧/୦୯/୨୦୨୫ ରିଖ ରବିବାର ଦିନ ଗମ୍ଭାରିମୁଣ୍ଡା ସ୍ଥିତ ପରଶୁରାମ ମହାବିଦ୍ୟାଳୟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କ ୭୫ ତମ ଜନ୍ମଦିନ ଉପଲକ୍ଷେ ଭାରତୀୟ ଜନତା ପାର୍ଟି ଚିଲିକା ନିର୍ବାଚନ ମଣ୍ଡଳୀ ତରଫରୁ ସବୁ ବିଭାଗର ବିଶେଷଜ୍ଞ ଡାକ୍ତର ମାନଙ୍କୁ ନେଇ ଏକ “ମାଗଣା ସ୍ୱାସ୍ଥ୍ୟ ଶିବିର” ଆୟୋଜନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ଚିଲିକା ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ଡ଼ାଃ ବିଭୂତି ଭୁଷଣ ହରିଚ଼ନ୍ଦନ ଯୋଗଦେବେ‌। ଜନସାଧାରଣ ଏହି ମାଗଣା ସ୍ବାସ୍ଥ୍ୟ ସେବା ଶିବିରରେ ବହୁ ସଂଖ୍ୟାରେ ଯୋଗ ଦେବା ପାଇଁ ଦଳ ପକ୍ଷରୁ ଅନୁରୋଧ କରାଯାଇଛି।

"ମାଗଣା ସ୍ୱାସ୍ଥ୍ୟ ଶିବିର" ଗମ୍ଭାରିମୁଣ୍ଡା ଚିଲିକା ବିଜେପି ପରଶୁରାମ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ଏନସିସି ଦିବସ

November 23, 2025

ବାଣପୁରରେ ମଣ୍ଡଳ ସ୍ତରୀୟ ଯୁବ ମହୋତ୍ସବ -୨୦୨୫ ଅନୁଷ୍ଠିତ

November 22, 2025

ବାଲୁଗାଁ ମହାବିଦ୍ୟାଳୟରେ ବିଶ୍ୱ ଦର୍ଶନ ଦିବସ ଓ ଜାତୀୟ ସମ୍ପାନ

November 21, 2025

ଅର୍ଜୁନ ସ୍ନାତକ ମହାବିଦ୍ୟାଳୟ କଦଳୀଗଡ଼ରେ ଆତ୍ମ ସୁରକ୍ଷା ତାଲିମ୍ ପ୍ରଶିକ୍ଷଣ ଶିବିର

November 19, 2025
Latest News

Ethiopia Volcano Impact: ଜ୍ୱାଳାମୁଖୀ ବିସ୍ଫୋରଣ ପରେ ପ୍ରଭାବିତ ହେଲା ବିମାନ ସେବା

November 25, 2025

ଓଡିଶା ଆସିବେ ରାଷ୍ଟ୍ରପତି, ବିଧାନସଭାରେ ରଖିବେ ଅଭିଭାଷଣ, ସୁରକ୍ଷା ବ୍ୟବସ୍ଥା କଡାକଡି

November 25, 2025

Clean Energy Transition: ଓଡ଼ିଶା ଓ ଗ୍ଲୋବାଲ୍ ଏନର୍ଜି ଆଲାଏନ୍ସ ମଧ୍ୟରେ ବୁମଣାପତ୍ର ସ୍ୱାକ୍ଷରିତ

November 25, 2025

Utkalika Handloom: ଭୁବନେଶ୍ଵର ବିମାନ ବନ୍ଦର ଖୋଲିଲା ନୂତନ ବିକ୍ରୟ କେନ୍ଦ୍ର “ଉତ୍କଳିକା ଆତିଥ୍ୟ” 

November 25, 2025

IFFI 2025: ଭାରତୀୟ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ଯୋଗ ଦେଲେ ନିର୍ଦ୍ଦେଶକ ରାଜୁ ହିରାନୀ, କହିଲେ..

November 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.