Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଏନଏସି
ବାଲୁଗାଁ ଏନଏସି ପକ୍ଷରୁ ଆୟୋଜିତ "ସ୍ୱଚ୍ଛତା ହିଁ ସେବା-୨୦୨୫" କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ

ଚିଲିକା: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ପାଳନ କରାଯାଉଥିବା “ସେବା ପକ୍ଷ” ପରିପ୍ରେକ୍ଷୀରେ ଆଜି ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ସ୍ଥିତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ଆୟୋଜିତ “ସ୍ୱଚ୍ଛତା ହିଁ ସେବା-୨୦୨୫” ଅର୍ନ୍ତଗତ ସାମୂହିକ ସଫେଇ ଓ ଜଳ ସ୍ବଚ୍ଛତା କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କ ମାନ୍ୟବର ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ସାମିଲ୍ ହୋଇ ଚିଲିକା କୂଳ ସମେତ କଲେଜ୍ ରୋଡ଼ ଇତ୍ୟାଦି ସ୍ଥାନ ମାନଙ୍କରେ ସ୍ଥାନୀୟ ଜନସାଧାରଣ, ଯୁବବର୍ଗ ଏବଂ ଦଳୀୟ ନେତୃବୃନ୍ଦଙ୍କ ସହ ମିଶି ସଫେଇ କାର୍ଯ୍ୟ କରିଥିଲେ।

ଚିଲିକା କୂଳରେ ଜନଗହଳି ଅଞ୍ଚଳରେ ସ୍ୱଚ୍ଛତା ରକ୍ଷା ପାଇଁ ବିକ୍ରେତା ଓ ଯାତ୍ରୀଙ୍କୁ ସଚେତନ କରାଯାଇଥିଲା।ଏକ ସୁସ୍ଥ ସମାଜ ଗଠନ ପାଇଁ ସ୍ଵଚ୍ଛତା ନିହାତି ଜରୁରୀ।

ଏହି କାର୍ଯ୍ୟକ୍ରମ ଅବସରରେ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦର‌ ଅଧ୍ୟକ୍ଷାଶ୍ରୀମତୀ ସୁକାନ୍ତି ପାଇକରାୟ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ, ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବାଲୁଗାଁ ନଗର ମଣ୍ଡଳ ଭାଜପା ସଭାପତି ସନ୍ତୋଷ ପାଇକରାୟ, କାଉନସିଲର ବୃନ୍ଦ, ଦଳୀୟ ନେତୃବୃନ୍ଦ, ଜନସାଧାରଣ ମାନେ ଉପସ୍ଥିତ ଥିଲେ।

‘ସ୍ୱଚ୍ଛତା ହିଁ ସେବା ୨୦୨୫’ sewapakhwada2025 swachhbharatmission ଚିଲିକା ନିର୍ବାଚନ ମଣ୍ଡଳୀ ନରେନ୍ଦ୍ର ମୋଦି ପୃଥ୍ୱୀରାଜ ହରିଚନ୍ଦନ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026

ବାଲୁଗାଁରେ ମାତିଲେ ଲୁଟେରା ଗ୍ୟାଙ୍ଗ: ୫ ଟି ସ୍ଥାନରୁ ୮ ମନ୍ଦିରରୁ ସିରିଜ ଲୁଟ

February 14, 2026
Latest News

ଆଜି ହେଉଛି ମାର୍ଚ୍ଚ ୧୮ ତାରିଖ ବୁଧବାର: ଏହି ରାଶି ପ୍ରତି ପ୍ରଭୁ ଗଣପତିଙ୍କ ରହିବ ଆଶୀର୍ବାଦ

February 18, 2026

ସୁପ୍ରିୟା ପଣ୍ଡାଙ୍କୁ ଦ୍ୱାଦଶ ‘ଜଗଦୀଶ କଥା ସମ୍ମାନ’: ‘ଜଗଦୀଶ ଯୁବ ସମ୍ମାନ’ ପାଇଲେ ଶାନ୍ତନୁ କୁମାର ନାୟକ

February 17, 2026

ଆସନ୍ତାକାଲି ଟ୍ଵିନ ସିଟିରେ ବନ୍ଦ ରହିବ ବିଦ୍ୟୁତ ଯୋଗାଣ: ଜାଣନ୍ତୁ ପ୍ରଭାବିତ ଅଞ୍ଚଳ ତାଲିକା ଏବଂ ସମୟ

February 17, 2026

‘ନାବାଳିକାଙ୍କୁ ଯୌନ ଶୋଷଣ ମାମଲା’: ଅଭିଯୁକ୍ତଙ୍କୁ ୨୧ ବର୍ଷ ଲେଖାଏଁ କଠୋର କାରାଦଣ୍ଡାଦେଶ

February 17, 2026

ରେକର୍ଡ ଉଚ୍ଚତା ଛୁଇଁବା ପରେ ବଡ଼ ହ୍ରାସ: ଖୁବ୍ ଶୀଘ୍ର ୧ ଲକ୍ଷ ତଳକୁ ଖସିଯିବ କି ସୁନା ମୂଲ୍ୟ?

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.