Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗମ୍ଭାରୀମୁଣ୍ଡା ଠାରେ “ମାଗଣା ସ୍ବାସ୍ଥ୍ୟ ସେବା ଶିବିର” ଆୟୋଜିତ
ଆଞ୍ଚଳିକ

ଗମ୍ଭାରୀମୁଣ୍ଡା ଠାରେ “ମାଗଣା ସ୍ବାସ୍ଥ୍ୟ ସେବା ଶିବିର” ଆୟୋଜିତ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗମ୍ଭାରୀମୁଣ୍ଡା
ଗମ୍ଭାରୀମୁଣ୍ଡା ଠାରେ "ମାଗଣା ସ୍ବାସ୍ଥ୍ୟ ସେବା ଶିବିର" ଆୟୋଜିତ

ବାଣପୁର: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ପାଳନ କରାଯାଉଥିବା ସେବା ପକ୍ଷ ପରିପ୍ରେକ୍ଷୀରେ ଆଜି ଚ଼ିଲିକା ବିଧାନସଭା କ୍ଷେତ୍ର ଅନ୍ତର୍ଗତ ଗମ୍ଭାରୀମୁଣ୍ଡା ସ୍ଥିତ ପରଶୁରାମ ମହାବିଦ୍ୟାଳୟ ପରିସରରେ ଆୟୋଜିତ “ମାଗଣା ସ୍ବାସ୍ଥ୍ୟ ଶିବିର”ରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ଚ଼ିଲିକା ବିଧାନସଭା କ୍ଷେତ୍ରର ପୂର୍ବତନ ବିଧାୟକ ଡ଼ାଃ ବିଭୂତି ଭୂଷଣ ହରିଚନ୍ଦନ, ବ୍ଲୁ ହୁଇଲ ହସ୍ପିଟାଲର ନିର୍ଦ୍ଧେଶିକା ଡ଼ଃ ସୁଦେଷ୍ଣା ହରିଚନ୍ଦନ, ଉପାଧ୍ୟକ୍ଷ ଡ଼ାଃ ସନ୍ଦୀପ ଦାସ ଯୋଗଦେଇ ସ୍ବାସ୍ଥ୍ୟ ଶିବିରକୁ ଉଦଘାଟନ କରିଥିଲେ।

ଏହି ଶିବିରରେ ବ୍ଲୁ ହୁଇଲ ହସ୍ପିଟାଲର ବିଭିନ୍ନ ବିଭାଗର ଅଭିଜ୍ଞ ଡାକ୍ତର ମାନଙ୍କ ଦ୍ଵାରା ଆଖପାଖ ଅଞ୍ଚଳର ହଜାରରୁ ଅଧିକ ଜନସାଧାରଣଙ୍କର ମାଗଣାରେ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ ମାଗଣାରେ ଔଷଧ ବଣ୍ଟନ କରାଯାଇଥିଲା।

ଏହି କାର୍ଯ୍ୟକ୍ରମ ଅବସରରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବିଶିଷ୍ଟ ସମାଜସେବୀ ଡ଼ାଃ ସୁରେନ୍ଦ୍ର ନାଥ ଦାସ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ଭାଜପା ରାଜ୍ୟ ପରିଷଦ ସଭ୍ୟ ତଥା ବାଣପୁର ବ୍ଲକର ପୂର୍ବତନ ଅଧ୍ୟକ୍ଷ ମାଧବ ଦଳାଇ, ବରିଷ୍ଠ ବିଜେପି ନେତା ରମେଶ ଚନ୍ଦ୍ର ସାମନ୍ତସିଂହାର, ସୌମ୍ୟରଞ୍ଜନ ସାମନ୍ତସିଂହାର, ୧୪ ନଂ ଜୋନ୍ ଜିଲ୍ଲା ପରିଷଦ ସଭ୍ୟାଙ୍କ ପ୍ରତିନିଧି ତପନ ପ୍ରଧାନ, ସିଦ୍ଧେଶ୍ବରୀ‌ ମଣ୍ଡଳ ଭାଜପା ସଭାପତି ଦୀପ୍ତିରଞ୍ଜନ ଦାସଙ୍କ ସମେତ ସ୍ଥାନୀୟ ନେତୃବୃନ୍ଦ ଉପସ୍ଥିତ ଥିଲେ।

ଗମ୍ଭାରୀମୁଣ୍ଡା ନରେନ୍ଦ୍ର ମୋଦି ମାଗଣା ସ୍ବାସ୍ଥ୍ୟ ସେବା ଶିବିର ସେବା ପକ୍ଷ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଏକବିଂଶ ତମ ବାର୍ଷିକ ଉତ୍ସବ

December 18, 2025

ବାଲୁଗାଁ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ମେଜର ବି.କେ. ନରେନ୍ଦ୍ରଙ୍କ ବିୟୋଗରେ ସ୍ମୃତି ଚ଼ାରଣ ସଭା

December 18, 2025

ଓମାନରେ ଭାରତୀୟ ସମ୍ପ୍ରଦାୟ ପକ୍ଷରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ୱାଗତ

December 17, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବାର୍ଷିକ କ୍ରୀଡା ଉତ୍ସବ ଉଦଯାପିତ

December 16, 2025
Latest News

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025

ଆସାମରେ ପ୍ରାୟ ୧୫,୬୦୦ କୋଟିର ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ

December 20, 2025

ଆଜି ପଶ୍ଚିମବଙ୍ଗ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ

December 20, 2025

ଗତି ଶକ୍ତି ବିଶ୍ୱବିଦ୍ୟାଳୟର ଦ୍ୱିତୀୟ ବୈଠକ ଅନୁଷ୍ଠିତ

December 20, 2025

ପାରମ୍ପରିକ ଔଷଧ ଉପରେ ଦ୍ୱିତୀୟ ହୁ ବିଶ୍ୱ ସମ୍ମିଳନୀର ସମାପ୍ତି ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.