Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୧୦୫ ୟୁନିଟ ରକ୍ତ ସଂଗ୍ରହ
ଆଞ୍ଚଳିକ

ନାକଟିଦେଉଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୧୦୫ ୟୁନିଟ ରକ୍ତ ସଂଗ୍ରହ

September 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନାକଟିଦେଉଳ ବିଜେପି
ନାକଟିଦେଉଳ ବିଜେପି ପକ୍ଷରୁ ରକ୍ତଦାନ ଶିବିର, ୧୦୫ ୟୁନିଟ ରକ୍ତ ସଂଗ୍ରହ

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବିଜେପି ପକ୍ଷରୁ କାର୍ଯ୍ୟାଳୟ ଠାରେ ବ୍ଲକ ସ୍ତରୀୟ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ଏହି ଶିବିରକୁ ରେଢ଼ାଖୋଲ ବିଧାୟକ ପ୍ରାର୍ଥୀ ତଥା ବରିଷ୍ଠ ବିଜେପି ନେତା ଦେବେନ୍ଦ୍ର ମହାପାତ୍ର ଉଦଘାଟନ କରିଥିଲେ। ନାକଟିଦେଉଳ ବ୍ଲକର ୧୪ଟି ପଂଚାୟତରୁ ୧୦୫ ଜଣ ରକ୍ତଦାତା ରକ୍ତଦାନ କରିଥିଲେ।

ଏହି ଶିବିରରେ ପୂର୍ବତନ ଜିଲ୍ଲା ପରିଷଦ ସଭ୍ୟ ପ୍ରମୋଦ କୁମାର ସାହୁ, ବିଜେପି ନେତା ନେତ୍ରାନନ୍ଦ ରାଉଳ, ନୀଳାମ୍ବର ସାହୁ, ମଣ୍ଡଳ ସଭାପତି କିସିଣ୍ଡା ସୁଶାନ୍ତ ଭୂତିଆ, ନାକଟିଦେଉଳ ମଣ୍ଡଳ ସଭାପତି ଦିଲ୍ଲୀପ କୁମାର ସାହୁ, ଯୁବ ମୋର୍ଚା ସଭାପତି ଦେବବ୍ରତ ପଣ୍ଡା, ସାଂସଦ ପ୍ରତିନିଧି ପୂର୍ଣ୍ଣ ଚନ୍ଦ୍ର ଗଡ଼ତ୍ୟା ତଥା ସରପଞ୍ଚ ମାନେ ଯୋଗ ଦେଇଥିଲେ। ରେଢ଼ାଖୋଲ ବ୍ଲଡ଼ ବ୍ୟାଙ୍କ ଷ୍ଟାଫ ସହଯୋଗ କରିଥିଲେ।

ନାକଟିଦେଉଳ ବିଜେପି ରକ୍ତଦାନ ଶିବିର ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ର ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ପୂର୍ବତନ ବ୍ଲକ ଅଧ୍ୟକ୍ଷା ଓ ସମିତିସଭ୍ୟ 

March 15, 2026

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026
Latest News

ଓଡ଼ିଶା ଓମେନ୍ ଇନ୍ ମିଡିଆର ବୃତ୍ତିଗତ ଦାୟିତ୍ୱ ଓ ବ୍ୟକ୍ତିଗତ ସୁଖର ସନ୍ତୁଳନ ଉପରେ ଆଲୋଚନା

March 16, 2026

ମମତା ବାନାର୍ଜୀ ବିଜୟର ହ୍ୟାଟ୍ରିକ୍ ମାରିବେ, ନା ପ୍ରଥମ ଥର ପାଇଁ ପଦ୍ମ ଫୁଟିବ?: ଜାଣନ୍ତୁ ସର୍ଭେ

March 16, 2026

ଓଡ଼ିଶା ଲଳିତ କଳା ଏକାଡେମୀର ୬୬ତମ ପ୍ରତିଷ୍ଠା ଦିବସ ପାଳିତ

March 16, 2026

ସାଂସଦ ନିଶୁଳ୍କ ସ୍ବାସ୍ଥ୍ୟ ଶିବିରକୁ ଉଦ୍ଘାଟନ କଲେ ଅପରାଜିତା ଷଡ଼ଙ୍ଗୀ

March 16, 2026

ପୋଲିସ ଡିଜି ଙ୍କ ଉପସ୍ଥିତିରେ ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ୧୧ ମାଓବାଦୀ

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.